୩ କ୍ବିଣ୍ଟାଲ ଗଞ୍ଜେଇ ଜବତ

କଟକ ଅଫିସ,୫।୪: କଟକ ଜିଲା ଟାଙ୍ଗୀ ବାଲିକୁଦା ନିକଟରୁ ୩ କ୍ବିଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ରାଜ୍ୟ ଅବକାରୀ ଫ୍ଲାଇଂ ସ୍କ୍ବାଡ ଚଢାଉ କରି ଏହି ଗଞ୍ଜେଇ ଜବତ କରିଛି । ଏଥିରେ ୬ଜଣଙ୍କୁ ଗିରଫ କରାଯାଇଛି । ଗିରଫ ୬ ଜଣଙ୍କ ମଧ୍ୟରେ ୪ ଜଣ ପଶ୍ଚିମବଙ୍ଗର ଏବଂ ୨ ଜଣ କନ୍ଧମାଳ ଜିଲାର। ଏହାସହ ଗଞ୍ଜେଇ ଚାଲାଣ ହେଉଥିବା ଗୋଟିଏ ପିକ୍‌ଅପ ଭ୍ୟାନ ଏବଂ ଗୋଟିଏ କାର୍‌ ଜବତ ହୋଇଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି। ଏହି ଗଞ୍ଜେଇ କନ୍ଧମାଳରୁ କୋଲକାତା ଚାଲାଣ ହେଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମଦେବୀଙ୍କ ଆଶୀର୍ବାଦ ନେଇ କଂଗ୍ରେସ ପ୍ରାର୍ଥୀ କିଶୋରଙ୍କ ପ୍ରଚାର ଆରମ୍ଭ

ଝାରସୁଗୁଡ଼ା ଅଫିସ,୧୨।୫: ମେ ୩୧ ତାରିଖରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ। ଏହି ପରିପ୍ରେକ୍ଷୀରେ ବୁଧବାର ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ ଶେଷ ହୋଇଛି। ୧୨ ତାରିଖ ଗୁରୁବାର...

ଆଜି ୫୯ କରୋନା ପଜିଟିଭ୍‌ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୩୦।୩(ବ୍ୟୁରୋ): ରାଜ୍ୟରେ ବୁଧବାର ୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୫ ଜଣ...

ଛାତ୍ରଙ୍କ ଅଜାଣତରେ କଲେଜ କର୍ତ୍ତୃପକ୍ଷ ବ୍ୟାଙ୍କରୁ ଋଣ ଉଠାଇବା ଘଟଣା: ତଦନ୍ତ ପାଇଁ ସ୍ବତନ୍ତ୍ର ଟିମ୍‌ ଗଠନ କଲେ ଜିଲାପାଳ

ବାରିପଦା ଅଫିସ,୨୫ା୯- ମୟୂରଭଞ୍ଜ ଜିଲା ଚିତ୍ରଡା ସ୍ଥିତ ଏକ ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରମାନଙ୍କ ଅଜାଣତରେ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ବ୍ୟାଙ୍କରୁ ଋଣ ଉଠାଇ ଆଣିବା ଘଟଣା...

ଭିଡ଼ ଏଡ଼ାଇବାକୁ ପୌର ପ୍ରଶାସନର ପଦକ୍ଷେପ:କାର୍ଯ୍ୟାଳୟ ସମ୍ମୁଖରୁ ହଟିଲେ ଉଠା ଦୋକାନୀ

ଅନୁଗୋଳ ଅଫିସ, ୨୭।୮ ଅନୁଗୋଳ ପୌର କାର୍ଯ୍ୟାଳୟ ସମ୍ମୁଖରେ ବେପାର କରୁଥିବା ଉଠା ଦୋକାନୀଙ୍କୁ ସୋମବାର ହଟାଇ ଦିଆଯାଇଛି। ପୂର୍ବରୁ ସେମାନଙ୍କୁ ଏ ନେଇ ନୋଟିସ...

ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା କୃଷି ଅଧିକାରୀ

ବଲାଙ୍ଗୀର ଅଫିସ, ୨୮।୯: ବଲାଙ୍ଗୀର ଜିଲା କୃଷି ଅଧିକାରୀ ହିମାଂଶୁ ଶେଖର ପାଢ଼ୀ ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ପଣ୍ଡକିଟାଲ ଗାଁର ସାର...

ଉପଜିଲାପାଳଙ୍କୁ ୭ ଦଫା ଦାବିପତ୍ର ପ୍ରଦାନ ଏକତା ପରିଷଦ କଳାହାଣ୍ଡି ଶାଖା

ଭବାନୀପାଟଣା,୩୧।୮(ଡି.ଏନ.ଏ.) ଜଙ୍ଗଲ ଅଧିକାର ଆଇନ ୨୦୦୬କୁ ଠିକ ଭାବରେ କାର୍ଯ୍ୟକାରୀ କରିବା ସହ ବ୍ୟକ୍ତିଗତ ଓ ସାମୂହିକ ଅଧିକାର ପ୍ରମାଣପତ୍ର ଏବଂ ମୋ ଜମି ମୋ...

୩ ମାସର ପୁଅକୁ ଧରି ଡ୍ୟୁଟି

ଝାରସୁଗୁଡା ଅଫିସ,୨୨ା୪- କରୋନା ଭୂତାଣୁର ସଂକ୍ରମଣକୁ ରୋକିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପମାନ ନେଉଛନ୍ତି। କରୋନା ବିରୁଧରେ ହେଉଥିବା ଲଢ଼େଇରେ...

ମସିଣା ବନ୍ଧ କାମ ଆରମ୍ଭ

ଲାଠୋର, ୬।୫ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଝର ପଞ୍ଚାୟତ ଅଧୀନ ମସିଣା ଗ୍ରାମରେ ଅବହେଳିତ ଅବସ୍ଥାରେ ପଡି ରହିଥିବା ଡ୍ୟାମ (ବନ୍ଧ) ନେଇ...

Advertisement
Archives

Model This Week