ଶରଧାବାଲିରେ ଲାଗିଲା ୩ ରଥ

ପୁରୀ ଅଫିସ,୧୨।୭: ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲା ୩ ରଥ। ଅପରାହ୍ନ ୪.୩୦ରେ ବଳଭଦ୍ରଙ୍କ ତାଳଧ୍ବଜ ରଥ ପହଞ୍ଚି ଥିବା ବେଳେ ୫ଟାରେ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ପହଞ୍ଚିଥିଲା। ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ୫ଟା ୩୦ରେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଛି।

ପୂର୍ବ ନିର୍ଦ୍ଧାରିତ ନୀତିକାନ୍ତି ଅନୁଯାୟୀ, ଭୋର ସାଢେ ୪ଟାରୁ ରଥଯାତ୍ରା ନୀତି ଅନୁଷ୍ଠିତ ହୋଇଥିଲା । ପହଣ୍ଡି ବିଜେ ୭ଟାରୁ ଆରମ୍ଭ ହୋଇ ପୂର୍ବାହ୍ନ ୧୦ଟା ପୂର୍ବରୁ ଶେଷ ହୋଇଥିଲା। ଏହା ପରେ ରଥାରୁଢ ଶ୍ରୀଜିଉମାନଙ୍କୁ ଜଗତଗୁରୁ ଶଙ୍କରାଚାର୍ଯ୍ୟ ଦର୍ଶନ କରିଥିଲେ । ସେହିପରି ଗଜପତି ମହାରାଜ ୩ ରଥରେ ଛେରାପହଁରା ନୀତି ଶେଷ କରି ଶ୍ରୀନଅରକୁ ଫେରିଥିଲେ। ପରେ ବିନା ଭକ୍ତରେ ସେବାୟତମାନେ ରଥ ଟାଣି ଥିଲେ । ଆଧ୍ୟାତ୍ମିକ ପରିବେଶରେ ଆଗେ ଆଗେ ତାଳଧ୍ୱଜରେ ବଳଭଦ୍ର ବାହାରିଥିବା ବେଳେ ମଝିରେ ଦର୍ପଦଳନରେ ଦେବୀ ସୁଭଦ୍ରା ଓ ଶେଷରେ କାଳିଆ ଠାକୁର ନନ୍ଦିଘୋଷରେ ବାହାରିଥିଲେ। କୋଭିଡ କଟକଣାରେ ରଥ ଟଣା କାର୍ଯ୍ୟ ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?