Posted inଖେଳ

ଓଡ଼ିଶା ରୋଲର ସ୍କେଟିଂ ଦଳର ୩ ରେକର୍ଡ

ଭୁବନେଶ୍ୱର, ୧୭।୮ (ତପନ ସ୍ବାଇଁ): ସ୍ବାଧୀନତା ଦିବସ ଅବସରରେ ମଙ୍ଗଳବାର ଓଡ଼ିଶା ରୋଲର ସ୍କେଟିଂ ଦଳ ଆଉ ଏକ ମାଇଲଖୁଣ୍ଟ ସ୍ପର୍ଶ କରିଛି। ଓଡ଼ିଶା ସ୍କେଟିଂ ଏକାଡେମୀର ୧୦୨ ସଦସ୍ୟ ବିଶିଷ୍ଟ ଦଳ କଳିଙ୍ଗ ଷ୍ଟାଡିୟମରେ କ୍ରମାଗତ ୫ ଘଣ୍ଟା ରୋଲର ସ୍କେଟିଂ ରିଲେ ମାରାଥନ କରି ଏସିଆ ପାସିଫିକ୍‌ ରେକର୍ଡ, ଏକ୍ସଟ୍ରିମ ରେକର୍ଡ ଏବଂ ଜାତୀୟ ରେକର୍ଡର ଅଧିକାରୀ ହୋଇଛି।

ଅଲିମ୍ପିଆନ ଅନୁରାଧା ବିଶ୍ୱାଳ ଓ ଓଡ଼ିଶା ନାଭାଲ ଟାଟା ହକିର ରାଜୀବ ସେଠ୍‌ ପତାକା ଦେଖାଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଚଳଚ୍ଚିତ୍ର ଅଭିନେତ୍ରୀ ଅନୁ ଚୌଧୁରୀ, ଆପୋଲୋ ହସ୍ପିଟାଲ ସିଓଓ ଆଲୋକ ଶ୍ରୀବାସ୍ତବ ଓ ଉତ୍କଳ କରାଟେ ସ୍କୁଲ ମୁଖ୍ୟ ହରି ପ୍ରସାଦ ପଟ୍ଟନାୟକ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଓଡ଼ିଶା ସ୍କେଟିଂ ଏକାଡେମୀ ଏବଂ ରାଜ୍ୟ ସମ୍ପାଦକ ପାର୍ଥ ସାରଥି ଜେନାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଳକା ନଦୀରେ ବନ୍ୟା, ବସ୍ତା ଇଲେକ୍ଟ୍ରି ଅଫିସରେ ପଶିଲା ପାଣି

ବସ୍ତା,୧୪।୮(ହରିଶଙ୍କର ପାଢ଼ୀ): ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ବାଲେଶ୍ବର ବସ୍ତାରେ ଜଳକା ନଦୀରେ ବନ୍ୟା ଆସିବା ଯୋଗୁଁ ଜନଜୀବନ…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ

ଇସଲାମାବାଦ୍‌,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଯନ୍ତ୍ରଣାଦାୟକ ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି: ଭାବପ୍ରବଣ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୪।୮:୧୪ ଅଗଷ୍ଟ ଅର୍ଥାତ୍‌ ଆଜି ଭାରତରେ ‘ବିଭାଜନ ବିଭୀଷିକାର ସ୍ମୃତି ଦିବସ’ ପାଳନ କରାଯାଉଛି। ୧୯୪୭ ବିଭାଜନ ସମୟରେ ଯେଉଁମାନେ ପ୍ରାଣ ହରାଇଥିଲେ ଏବଂ ଅକଳ୍ପନୀୟ ଯନ୍ତ୍ରଣା…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri