ଭୁବନେଶ୍ୱର ଆର୍‌ଟିଓ-୧ର ୩ ଜଣଙ୍କୁ କରୋନା

କଟକ ଅଫିସ: ଭୁବନେଶ୍ୱର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ-୧ର ତିନି ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ଏନେଇ ମଙ୍ଗଳବାର ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍‌ଟିଏ) ସୂଚନା ଦେଇଛି। ଏହି ୩ଜଣଙ୍କ ମଧ୍ୟରୁ ଦୁଇଜଣ ଅଧିକାରୀ ଏବଂ ଜଣେ ଡ୍ରାଇଭର୍‌ ଥିବା ବିଶେଷ ସୂତ୍ରରୁ ଜଣାପଡ଼ିଛି। ପ୍ରବାସୀମାନେ ଫେରିବା ପରେ ସେମାନଙ୍କୁ ନେବା ଆଣିବା କରିବାରେ ଏମାନେ ନିୟୋଜିତ ଥିଲେ। ହଜାର ହଜାର ପ୍ରବାସୀଙ୍କୁ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇବାରେ ସେମାନେ ମୁଖ୍ୟ ଭୂମିକା ନେଇଥିଲେ। ପ୍ରାଧିକରଣ ଆକ୍ରାନ୍ତଙ୍କ ଆରୋଗ୍ୟ କାମନା କରିବା ସହ ସେମାନଙ୍କ ନିଃସ୍ବାର୍ଥପର ସେବା ଅନ୍ୟମାନଙ୍କୁ ପ୍ରେରଣା ଦେବ ବୋଲି ଏସ୍‌ଟିଏ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମଶ୍ରୀ ଗ୍ରହଣ କରିବାକୁ ଆସି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାଷ୍ଟାଙ୍ଗ ଦଣ୍ଡବତ କଲେ ସିଲାମ୍ବମ ଗୁରୁ, ଭାବପ୍ରବଣ ମୁହୂର୍ତ୍ତର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୬।୫: ସୋମବାର (୨୫ ମଇ) ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଥିଲେ।…

ଭାରତଗସ୍ତରେ ଥିବା ମାର୍କୋ ରୁବିଓଙ୍କୁ କାହିଁକି ପରିହାସ କଲା ଇରାନ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୬।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ବର୍ତ୍ତମାନ ଭାରତ ଗସ୍ତରେ ଅଛନ୍ତି। ସୋମବାର (୨୫ ମଇ) ସେ ତାଜମହଲ ପରିଦର୍ଶନ କରିବାକୁ ଆସିଥିଲେ। ଏହି ଗସ୍ତକୁ…

କୋଇଲା ପରିବହନକୁ ବିରୋଧ କରି ରାସ୍ତାରୋକୋ: ବିଧାୟକ-ଗ୍ରାମବାସୀ ଆଲୋଚନା ପରେ…

ରିଆମାଳ,୨୬।୫(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ବୁଢାପାଳ ଓ ପରା ପଞ୍ଚାୟତର ୩ ଗ୍ରାମ ଦେଇ କୋଇଲା ପରିବହନକୁ ବିରୋଧ କରି ତିନି ପଞ୍ଚାୟତର…

ବିଶେଷଜ୍ଞଙ୍କ ବଡ଼ ଆକଳନ, ଅନ୍ତର୍ଜାତୀୟ ବଜାର ଦର ହ୍ରାସ ସତ୍ତ୍ୱେ କମି ନ ପାରେ ପେଟ୍ରୋଲ ମୂଲ୍ୟ

ନୂଆଦିଲ୍ଲୀ,୨୬।୫: ଇତିମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପାଇଛି। ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ବୁଝାମଣା ସହ ବହୁଚର୍ଚ୍ଚିିତ ହର୍ମୁଜ୍‌ ପ୍ରଣାଳୀକୁ ମୁକ୍ତ…

ପଦ୍ମଶ୍ରୀ ନେବାକୁ କାହିଁକି ଆସିଲେନି ରୋହିତ ଶର୍ମା? ହିଟମ୍ୟାନଙ୍କୁ ନେଇ ଆସିଲା ଏମିତି କାରଣ

ନୂଆଦିଲ୍ଲୀ,୨୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ ରୋହିତ ଶର୍ମା ୨୫ ମଇରେ ନୂଆଦିଲ୍ଲୀରେ ଅନୁଷ୍ଠିତ ପଦ୍ମଶ୍ରୀ ପଦାର୍ପଣ ଉତ୍ସବରେ ଯୋଗ ଦେଇ…

ଦେବଗଡରେ କାଳବୈଶାଖୀ ତାଣ୍ଡବ, ଟିଣ ଆଜବେଷ୍ଟ ପଡି କଟିଗଲା ଯୁବକଙ୍କ ହାତ

ଦେବଗଡ,୨୬।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି । ଅନେକ ଲୋକଙ୍କ ଘର ଦ୍ୱାର ଭାଙ୍ଗି ବାସହରା ହୋଇ ପଡିଛନ୍ତି ।…

ବଳାତ୍କାର ଅଭିଯୁକ୍ତ ରାମ ରହିମଙ୍କୁ ପୁଣି ମିଳିଲା ୩୦ ଦିନର ପାରୋଲ

ରୋହତକ,୨୬।୫: ଡେରା ସଚ୍ଚା ସୌଦା ମୁଖ୍ୟ ଏବଂ ଦୋଷୀ ସାବ୍ୟସ୍ତ ବଳାତ୍କାରୀ ଗୁରମିf ରାମ ରହିମଙ୍କୁ ପୁଣି ଥରେ ପାରୋଲ ମିଳିଛି। ଏଥର ସେ ୩୦ ଦିନ…

ଧାନବିଲରୁ ନିର୍ଗତ ଗ୍ରୀନହାଉସ୍‌ ଗ୍ୟାସ୍‌ ଏସିଆରେ ସର୍ବାଧିକ

ନୂଆଦିଲ୍ଲୀ, ୨୬।୫(ପି.ଟି.):୨୦୦୧ରୁ ୨୦୨୦ ମଧ୍ୟରେ ଧାନବିଲରୁ ନିର୍ଗତ ହେଉଥିବା ବିଶ୍ୱର ମୋଟ ସବୁଜ ଗୃହ ବାଷ୍ପ(ଗ୍ରୀନହାଉସ ଗ୍ୟାସ୍‌)ର ୯୦%ରୁ ଅଧିକ କେବଳ ଏସିଆରୁ ନିର୍ଗତ ହୋଇଛି, ଯେଉଁଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri