ଯୁକ୍ତ ୩ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ତାରିଖ ଘୁଞ୍ଚିଲା

ଭୁବନେଶ୍ୱର, ୧୬।୯ (ବ୍ୟୁରୋ): ବଢିଲା ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଅବଧି। ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ନାମଲେଖା ସମୟ ଆହୁରି ଦୁଇ ଦିନ ବୃଦ୍ଧି ହୋଇଛି। ପୂର୍ବରୁ ୧୩ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ନାମଲେଖା ନେଇ ଘୋଷଣା ହୋଇଥିଲା। ମାତ୍ର ଏହାକୁ ଘୁଞ୍ଚାଯାଇ ୧୮ ତାରିଖ ପର୍ଯ୍ୟନ୍ତ କରାଯାଇଥିବା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁବାର ଯୁକ୍ତ ୩ ଆଡମିଶନ ଶେଷ ହେବାର ଥିଲା। ଏହାକୁ ଆସନ୍ତା ୧୮ ତାରିଖ ଯାଏଁ ବୃଦ୍ଧି କରାଯାଇଛି। ଦ୍ବିତୀୟ ମେଧା ତାଲିକା ୨୧ ତାରିଖ ବଦଳରେ ୨୩ ତାରିଖରେ ପ୍ରକାଶ ପାଇବ। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ୨୨ ତାରିଖ ପରିବର୍ତ୍ତେ ଆସନ୍ତା ୨୪ରୁ ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri