କରୋନା ପଜିଟିଭ୍‌ ଚିହ୍ନଟ ପରେ ୩ ଦୋକାନ ସିଲ୍‌

ଛତ୍ରପୁର,୩୧ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସିରେ ୩ଟି ଦୋକାନରୁ ଜଣେ ଲେଖାଏ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହାପରେ ସୋମବାର ଛତ୍ରପୁର ଏନ୍‌ଏସି ପ୍ରଶାସନ ପକ୍ଷରୁ ଉକ୍ତ ୩ଟି ଦୋକାନକୁ ସିଲ୍‌ କରି ଦିଆଯାଇଛି।