ପରିତ୍ୟକ୍ତ ୟୁରିନାଲରୁ ମିଳିଲା ୩ କଙ୍କାଳ

ବଲାଙ୍ଗୀର/ପାଟଣାଗଡ,୧୨।୧୦(ସୁନିଲ ମହାନ୍ତି, ସଚିଦାନନ୍ଦ କହାକୁର): ବଲାଙ୍ଗୀର ଜିଲା ପାଟଣାଗଡ ଥାନା ଭାଇଁସା ଗାଁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ପୁରୁଣା ପରିତ୍ୟକ୍ତ କୋଠାରୁ ତିନିଟି କଙ୍କାଳ ଠାବ ହୋଇଛି। ଏ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି। ଘଟଣାସ୍ଥଳକୁ ପାଟଣାଗଡ ପୋଲିସ ଓ ସାଇଣ୍ଟିଫିକ୍‌ ଟିମ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।

ତେବେ ଏହା ଶିଶୁ ମାନଙ୍କର ନାଁ ପଶୁ ମାନଙ୍କର ଏପର୍ଯ୍ୟନ୍ତ ଜଣାପଡିନାହିଁ। ପରିତ୍ୟକ୍ତ ୟୁରିନାଲରେ କିଏ ଏବଂ କାହିଁକି ତିନୋଟି କଙ୍କାଳ ଫିଙ୍ଗିଲା ସେ ନେଇ ସାଧାରଣରେ ଚର୍ଚ୍ଚା ଜୋର ଧରିଛି । ଅନ୍ୟପଟେ କିଛି ଲୋକ ମାଙ୍କଡ଼ର କଙ୍କାଳ ବୋଲି କହୁଥିବା ଆଲୋଚନା ହେଉଛି । କେତେକ ଶିଶୁ କଙ୍କାଳ ନେଇ ଆଲୋଚନା କରୁଥିବା ବେଳେ ଅବୈଧ ଭୃଣ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ପାଟଣାଗଡ଼ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ସାଇଣ୍ଟିଫିକ ଟିମ ପହଞ୍ଚିଥିବା ଜଣା ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ

ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି…

କୋଟିଆ ଭୋଟରଙ୍କୁ ଜଗିବେ ୩ ଦଳ

କୋରାପୁଟ,୧।୧୧(ଅମିତାଭ ବେହେରା): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପୁଣି ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି। କୋଟିଆ ଗ୍ରାମପୁଞ୍ଜରେ ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ନିର୍ବାଚନକୁ…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ପ୍ରଦୂଷିତ ପରିବେଶ ପାଇଁ ବହୁ ଜୀବଜନ୍ତୁ ବିଲୁପ୍ତପ୍ରାୟ

ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ। ନିଜ ସୁବିଧା ପାଇଁ ଆମେ କଳକାରଖାନା ବୃଦ୍ଧି କରୁଛେ, ଯାହା ଆମ ପରିବେଶ ଓ ଜୀବଜଗତ…

LPG ସିଲିଣ୍ଡର ପିଛା ଦାମ ବଢ଼ିବ ୩୭୦ ଟଙ୍କା; ଡିସେମ୍ବରରେ ହେବ ମୂଲ୍ୟ ବୃଦ୍ଧିି! କ୍ଷତିରେ ଚାଲୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୧।୧୧: ଡିସେମ୍ବର ୨୦୨୬ରେ, ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଉପରେ ‘ଅଣ୍ଡର-ରିକଭରି’ (ଅର୍ଥାତ ଉତ୍ପାଦନ/କ୍ରୟ ମୂଲ୍ୟ ଏବଂ ବିକ୍ରୟ ମୂଲ୍ୟ ମଧ୍ୟରେ ଥିବା ପାର୍ଥକ୍ୟ) ପ୍ରାୟ ୧୩%…

ସ୍ବାସ୍ଥ୍ୟ ପାଇଁ ସୁଧା: ବିଶ୍ୱ ଭେଗାନ୍‌ ଦିବସ

ସମଗ୍ର ବିଶ୍ୱରେ ଶାକାହାରୀ ଜୀବନଶୈଳୀ, ପରିବେଶ ସୁରକ୍ଷା ଏବଂ ପ୍ରାଣୀଙ୍କ ପ୍ରତି ଦୟାଭାବ ଜାଗ୍ରତ ଉଦ୍ଦେଶ୍ୟରେ ପ୍ରତିବର୍ଷ ନଭେମ୍ବର ୧ରେ ପାଳନ କରାଯାଇଆସୁଛି ‘ବିଶ୍ୱ ଭେଗାନ୍‌ ଦିବସ’।…

CJP ଦୀପାବଳି ପାର୍ଟିରେ ଯୋଗ ଦେଲେ ବିରୋଧୀ ଦଳର ନେତା; ଅଭିଜିତ ଦୀପକେ, ସୌରଭ ଦାସଙ୍କୁ କ’ଣ କହିଲେ ସୁପ୍ରିୟା ସୁଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୧।୧୧: ‘କକରୋଚ ଜନତା ପାର୍ଟି’ (CJP) ଏବଂ କେତେଜଣ ବିରୋଧୀ ଦଳର ନେତାଙ୍କ ମଧ୍ୟରେ ନିକଟତର ହେବାର ସଙ୍କେତ ମିଳୁଛି। ଶନିବାର, ତୃଣମୂଳ କଂଗ୍ରେସ, ସିପିଆଇ(ଏମ) (CPI(M))…

ଏଇ ଭାରତରେ

ଜଙ୍ଗଲରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ହାତୀମାନେ ଜନବସତି ଆଡ଼କୁ ମୁହଁାଉଛନ୍ତି। ଫସଲ ଓ ଧନଜୀବନ ରକ୍ଷା କରିବା ପାଇଁ ମଣିଷ ସେମାନଙ୍କର ମୁକାବିଲା କରୁଛି।…

ବୈଶ୍ୱିକ କ୍ଷୁଧା ସୂଚକାଙ୍କରେ ଭାରତ

ଚଳିତ ୨୦୨୬ ମସିହାରେ ଗଣନା କରାଯାଇଥିବା ବୈଶ୍ୱିକ କ୍ଷୁଧା ସୂଚକାଙ୍କରେ ୧୨୨ଟି ଦେଶ ମଧ୍ୟରେ ଭାରତ ୧୦୩ତମ ସ୍ଥାନ ଅଧିକାର କରିଛି। ଏ କ୍ଷେତ୍ରରେ ଅର୍ଥନୈତିକ ଦୃଷ୍ଟିକୋଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?