ନୂଆ ପନ୍ଥା ଆପଣାଇ ଯବାନଙ୍କ ଉପରେ ଆକ୍ରମଣ କରୁଛନ୍ତି ମାଓବାଦୀ, ୩ ସ୍ନାଇପର ଜ୍ୟାକେଟ୍‌ ଜବତ

ମାଲକାନଗିରି,୧୫ା୬(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ ମାଓବାଦୀଙ୍କ ପ୍ରାଦୁର୍ଭାବ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୁକ୍‌ମା ଜିଲା କଙ୍ଗାଲତୋଙ୍ଗ ଜଙ୍ଗଲରେ ଡିଆର୍‌ଜି, ବସ୍ତର ଫାଇଟର୍ସ ଓ କୋବ୍ରା ବାହିନୀର ଯବାନମାନେ ଶନିବାର କୋମ୍ବିଂ ସମୟରେ ମାଓବାଦୀଙ୍କ ସହ ମୁହାଁମୁହିଁ ହେବା ସହ ଗୁଳି ବିନିମୟ ଘଟିଥିଲା। ଏଥିରେ ଯବାନମାନଙ୍କ ଆକ୍ରମଣକୁ ସାମ୍‌ନା କରି ନ ପାରି ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ ା ପରେ ଯବାନମାନେ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ କରୁଥିବା ସମୟରେ ମାଟିତଳୁ ମାଓବାଦୀଙ୍କ ଡମ୍ପ ଠାବ କରିଥିଲେ। ଡମ୍ପରୁ ବିପୁଳ ପରିମାଣର ବିସ୍ଫୋରକ, ଗୁଳିଗୋଳା ଓ ସାମଗ୍ରୀ ସମେତ ୩ ହାଇଟେକ୍‌ ସ୍ନାଇପର ଜାକେଟକୁ ଠାବ କରିଛନ୍ତି। ମାଓବାଦୀମାନେ ବିଭିନ୍ନ ଉପାୟରେ ପୋଲିସ ଓ ଯବାନମାନଙ୍କ ଉପରେ ଆକ୍ରମଣ କରୁଥିବା ବେଳେ ସେମାନେ ବିଭିନ୍ନ ନୂଆ ପନ୍ଥା ଅବଲମ୍ବନ କରୁଛନ୍ତି। ଇତିମଧ୍ୟରେ ମାଓବାଦୀମାନେ ନିର୍ମାଣ କରିଥିବା ଏକ କଣ୍ଟା ବିଛା ଗର୍ତ୍ତକୁ ଯବାନମାନେ ଠାବ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଇ୨୦’ ପେଟ୍ରୋଲ ବ୍ୟବହାର କଲେ ବୀମା ବାତିଲ ହେବନାହିଁ: କେନ୍ଦ୍ର

ନୂଆଦିଲ୍ଲୀ, ୨୫ା୬ : ୨୦ ପ୍ରତିଶତ ଇଥାନଲ୍‌ ମିଶ୍ରିତ ପେଟ୍ରୋଲ୍‌ ବା ‘ଇ୨୦’ ଇନ୍ଧନ ବ୍ୟବହାର କଲେ ଗାଡ଼ିର ବୀମା ଅବଧି ବା ବୈଧତା ବାତିଲ ହୋଇଯିବ…

ଟ୍ରମ୍ପ୍‌ଙ୍କୁ ଝଟକା: ସିନେଟ୍‌ରେ ଯୁଦ୍ଧ ବିରୋଧୀ ପ୍ରସ୍ତାବ ଗୃହୀତ

ୱାଶିଂଟନ, ୨୫ା୬: ଇରାନ୍‌ ବିରୋଧରେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନକୁ ରୋକିବା ଏବଂ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏହି ଯୁଦ୍ଧନୀତିକୁ ବଡ଼ ବିରୋଧ କରାଯାଇ ସିନେଟ ପ୍ରଥମ ଥର…

ନାବାଳିକା ଗଣବଳାତ୍କାରର ଶିକାର

ଜି. ଉଦୟଗିରି, ୨୫ା୬ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହୋଇଥିବା ନେଇ ଫୁଲବାଣୀ ଟାଉନ୍‌ ଥାନାରେ…

୭୨ ଘଣ୍ଟା ସମୟ ଦେଲେ ସରପଞ୍ଚ ଚାମେଲୀ ଓଝା , କାର୍ଯ୍ୟାନୁଷ୍ଠାନ ନ ହେଲେ ଆପଣାଇବେ ଏହି ପନ୍ଥା…

କେନ୍ଦ୍ରାପଡ଼ା,୨୫ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ସରପଞ୍ଚ ଚାମେଲୀ ଓଝା   ଜଜାଙ୍ଗସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ନ୍ୟାୟ ଦାବି କରି ବୁଧବାର ଧାରଣାରେ ବସିଥିଲେ।…

ଡେନ୍‌ମାର୍କରେ ମିଳିଲା ‘ଭାଇକିଂ’ ଯୁଗର ବିଶାଳ ବସ୍ତ୍ର ଉତ୍ପାଦନ କେନ୍ଦ୍ର

ସୋଫ୍ଟେନ (ଡେନମାର୍କ), ୨୫ା୬ (ଏପି): ୟୁରୋପର ପ୍ରାଚୀନ ଇତିହାସକୁ ନେଇ ବଡ଼ ପ୍ରତ୍ନତାତ୍ତ୍ୱିକ ସଫଳତା ମିଳିଛି। ଡେନ୍‌ମାର୍କରେ ପ୍ରତ୍ନତତ୍ତ୍ୱବିତ୍‌ମାନେ ଭାଇକିଂ ଯୁଗର ଏକ ବିଶାଳ ବସ୍ତ୍ର ଉତ୍ପାଦନ…

ମୌସୁମୀ ସକ୍ରିୟ, ବଢ଼ିବ ବର୍ଷା: ଏହି ସବୁ ଜିଲାରେ…

ଭୁବନେଶ୍ୱର,୨୫ା୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି ସ୍ଥାନରେ…

ୟୁରୋପରେ ସାଂଘାତିକ ‘ହିଟ୍‌-ଡୋମ୍‌’

ଲଣ୍ଡନ, ୨୫ା୬ (ଏପି): ସମଗ୍ର ପଶ୍ଚିମ ୟୁରୋପରେ ସୃଷ୍ଟି ହୋଇଥିବା ‘ହିଟ୍‌-ଡୋମ୍‌’ (ଉତ୍ତପ୍ତ ବାୟୁ ବଳୟ) ଯୋଗୁ ବ୍ରିଟେନ, ଫ୍ରାନ୍ସ, ଇଟାଲୀ ଏବଂ ସ୍ପେନ୍‌ ଭଳି ପ୍ରମୁଖ…

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri