ଆଜି ପ୍ରକାଶ ପାଇବ ଯୁକ୍ତ ତିନି ସ୍ପଟ୍‌ ମେଧା ତାଲିକା

ଭୁବନେଶ୍ବର,୨୪।୧୦(ବ୍ୟୁରୋ): ଯୁକ୍ତ ତିନି ସ୍ପଟ୍‌ ନାମଲେଖା ମେଧା ତାଲିକା ରବିବାର ପ୍ରକାଶ ପାଇବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ବିଭିନ୍ନ ସ୍ବୟଂଶାସିତ ଓ ଡିଗ୍ରୀ କଲେଜରେ ଖାଲି ଥିବା ଯୁକ୍ତ ତିନି ସିଟରେ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ । ଆସନ୍ତା ୨୭ ଏବଂ ୨୮ ତାରିଖ ସ୍ପଟ୍‌ ନାମଲେଖା ଆରମ୍ଭ ହେବ ।

ଯୁକ୍ତ ତିନିରେ ଖାଲିଥିବା ୧ ଲକ୍ଷ ୩ ହଜାର ସିଟ୍‌ରେ ସ୍ପଟ୍‌ ନାମଲେଖା ହେବ । ଆଜି କଲେଜର ନାମଲେଖା ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ପିଲାଙ୍କ ତାଲିକା ପ୍ରକାଶ ପାଇବ। ଆସନ୍ତାକାଲିଠୁ ୨୭ ତାରିଖ ଭିତରେ ଅନଲାଇନରେ ଛାତ୍ରୀଛାତ୍ର ଫି ଦାଖଲ କରିବେ । ନାମଲେଖା ସମୟରେ ଛାତ୍ରୀଛାତ୍ରଙ୍କ ଡକ୍ୟୁମେଣ୍ଟ୍‌ ଯାଞ୍ଚ କରାହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri