୩ ଚୋରା ମୁଗୁନି ପଥର ହାଇୱା ଜବତ: ୧ଲକ୍ଷ ୯୦ହଜାର ଜରିିମାନା ଆଦାୟ

ପରଜଙ୍ଗ,୩୧।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ରାଜସ୍ବ ବିଭାଗ ରବିବାର ବାରିହାପୁରଠାରେ ଚଢ଼ାଉ କରି ୩ ମୁଗୁନି ପଥର ହାଇୱା ଜବତ କରିଛି। ଏହା ପରଜଙ୍ଗ ବ୍ଲକ ଦେଇ ଯାଉଥିବା ଅନଗୁଳ- ସୁକିନ୍ଦା-ଡୁବୁରୀ ରେଳପଥ ନିର୍ମାଣ ପ୍ରକଳ୍ପ କାର୍ଯ୍ୟରେ ବ୍ୟବହୃତ ନିମନ୍ତେ ଚୋରା ଚାଲଣ ହେଉଥିବା ସୂଚନା ମିଳିଥିଲା। ଖବର ପାଇ ରାଜସ୍ବବିଭାଗ ଚଢ଼ାଉ କରିଥିଲେ । ଚଢ଼ାଉ ବେଳେ ୩ ଟି ହାଇୱା ଜବତ ହେବା ସହ ଗାଡ଼ିଗୁଡ଼ିକୁ ୧ଲକ୍ଷ ୯୦ହଜାର ହଜାର ଜରିିମାନା କରାଯାଇଥିଲା। ପରେ ଗାଡ଼ି ମାଲିକ ସୁଶାନ୍ତ ପଟ୍ଟନାୟକ ସମସ୍ତ ଜୋରିମାନା ଟଙ୍କା ରାଜସ୍ବ କାର୍ଯ୍ୟାଳୟରେ ପୈଠ କରିବାପରେ ଗାଡ଼ିଗୁଡିକୁ ଛଡାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri