Posted inଜାତୀୟ

କୋଚିଂ ସେଣ୍ଟରେ ୩ ଛାତ୍ରଛାତ୍ରୀଙ୍କ ମୃତ୍ୟୁ; ସାମ୍ନାକୁ ଆସିଲା ଭୟଙ୍କର ଭିଡିଓ…

ନୂଆଦିଲ୍ଲୀ,୨୯।୭: ଦିଲ୍ଲୀରେ ୩ ଛାତ୍ରୀଛାତ୍ରଙ୍କ ମୃତ୍ୟୁକୁ ନେଇ ଜୋରଦାର ପ୍ରତିବାଦ ଚାଲିଛି । ଦିଲ୍ଲୀ ରାଜେନ୍ଦ୍ରନଗର ସ୍ଥିତ ଏକ କୋଚିଂ ସେଣ୍ଟରରେ ପାଣି ପଶିଯିବାରୁ ଶନିବାର ୟୁପିଏସ୍‌ସି ପ୍ରସ୍ତୁତି କରୁଥିବା ୩ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟିଥିଲା। ଏହହୋଇଛି। କାହିଁକି ଆଇଏଏସ୍‌ କୋଚିଂ ସେଣ୍ଟରେ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟିଲା ? ଏ ନେଇ କିଏ ଦାୟୀ ? ଏହାକୁ ନେଇ ଅନେକ ପ୍ରଶ୍ନ ଉଠୁଥିବା ବେଳେ ସାମ୍ନାକୁ ଏକ ନୂଆ ଭିଡିଓ ଆସିଛି। ଯାହାକୁ ଦେଖି ଯେକେହି ଆଶ୍ଚର୍ଯ୍ୟ ହୋଇଯିବ। କୋଚିଂ ସେଣ୍ଟରରେ ପାଣି ପଶିବାର ଦୁଇଟି ନୂଆ ଭିଡିଓ ସାମ୍ନାକୁ ଆସିଛି । ଯେଉଁଥିରେ କୋଚିଂ ସେଣ୍ଟରର ତଳ ମହଲା ପୂରା ଜଳମଗ୍ନ ହୋଇଥିଲା । ପ୍ରଥମ ଭିଡିଓରେ ଦେଖିବାକୁ ମିଳୁଛି ଯେ,
https://x.com/i/status/1817526595877310785

ବାହାରେ ରାସ୍ତାରେ ପ୍ରବଳ ଜଳ ପ୍ରବାହିତ ହେବା ପରେ କୋଚିଂ ସେଣ୍ଟରର ବେସ୍‌ମେଣ୍ଟକୁ ପାଣି ପଶିଥିଲା । କୋଚିଂ ସେଣ୍ଟରର ପ୍ରବେଶ ପଥରେ ଥିବା ଲୁହା ଗେଟ୍‌ ପାଇଁ ପାଣି ତଳ ମହଲାରେ ପ୍ରବେଶ କରିବାରେ ବାଧା ସୃଷ୍ଟି କରୁଥିଲା। ପରେ ଦେଖିବାକୁ ମିଳୁଛି ପ୍ରବଳ ପାଣି ଓ ସେହି ରାସ୍ତାରେ ଦ୍ରୁତ ଗତିରେ ଗୋଟିଏ ଗା ଯିବା ଫଳରେ ଲୁହା ଗେଟ୍‌ଟି ଭାଙ୍ଗି ଯାଇଥିଲା । ଫଳରେ ବେସ୍‌ମେଣ୍ଟ ପାଣି ପଶିଥିଲା । ଅନ୍ୟ ଏକ ଭିଡିଓରେ ଦେଖିବାକୁ ମିଳୁଛି ଯେ, କୋଚିଂ ସେଣ୍ଟରର ଛାତ୍ରମାନେ ବେସ୍‌ମେଣ୍ଟ ବନ୍ୟା ଜଳ ପ୍ରବେଶ କରୁଥିବା ବେଳେ ଉପର ମହଲାକୁ ଦୌଧଡୁଛନ୍ତି। କିନ୍ତୁ ଏହି ସମୟରେ ପାଣିର ପ୍ରବାହ ବଢ଼ି ଯାଉଛି। ଏହାକୁ ଦେଖି ଛାତ୍ରୀଛାତ୍ରମାନେ ଭୟଭୀତ ହେବା ସହ ଚିତ୍କାର କରୁଛନ୍ତି।

https://twitter.com/Puneetvizh/status/1817765068202811816


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?