ଦେବୀ ନଦୀରେ ଭାସିଗଲେ ୩ ଛାତ୍ର

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଗାଧୋଇବା ବେଳେ ଭାସିଗଲେ ୩ଜଣ ଛାତ୍ର। ଏଭଳି ଘଟଣା ଜଗତସିଂହପୁର ଜିଲା ମାଛଗାଁ ନିକଟରେ ଥିବା ଦେବୀ ନଦୀରେ ଘଟିଛି। ଏପର୍ଯ୍ୟନ୍ତ ୩ଜଣ ଛାତ୍ରଙ୍କ ପତ୍ତା ମିଳିନାହିଁ। ନିଖୋଜ ଛାତ୍ରମାନଙ୍କ ମଧ୍ୟରେ ଜଣଙ୍କ ଘର ଆମ୍ବଶାଳ ବାଲିକୁଦାର ଅଞ୍ଚଳର ହୋଇଥିବା ବେଳେ ଅନ୍ୟ ୨ଜଣଙ୍କ ଘର ଭୁବନେଶ୍ୱରର ବୋଲି ଜଣାଯାଇଛି।
ସୂଚନାଯୋଗ୍ୟ, ସୋମବାର ସକାଳେ ୪ଜଣ ଛାତ୍ର ଦେବୀ ନଦୀକୁ ଗାଧୋଇବାକୁ ଯାଇଥିଲେ। ଗାଧୋଇଲା ବେଳେ କୌଣସି କାରଣରୁ ୪ଜଣ ଛାତ୍ର ଭାସି ଯାଇଥିଲେ। ଏହି ସମୟରେ ସ୍ଥାନୀୟ ଲୋକେ ଜଣେ ଛାତ୍ରଙ୍କୁ ଉଦ୍ଧାର କରିଥିବା ବେଳେ ବାକି ୩ ଜଣ ଛାତ୍ର ନିଖୋଜ ହୋଇଯାଇଥିଲେ। ଉଦ୍ଧାର ଛାତ୍ରଙ୍କୁ ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri