୧୦ ଘଣ୍ଟାରେ ୩ ଛାତ୍ରୀଛାତ୍ରଙ୍କ ଜୀବନ ଗଲା, ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ ଆଣି…

ଭଞ୍ଜନଗର,୨୦ା୪(ବାବୁଲା ପ୍ରଧାନ): ରବିବାର ଅପରାହ୍ନ ୫ ଟା ରୁ ସୋମବାର ଭୋର୍‌ ମଧ୍ୟରେ
ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ୩ ଛାତ୍ରୀଛାତ୍ରଙ୍କ ଅକାଳ ବିଯୋଗ ଘଟିଛି। ଯାହାକି କଲେଜ ପାଇଁ ଅପୂରଣୀୟ କ୍ଷତି। ୧୦ ଘଣ୍ଟା ମଧ୍ୟରେ ୩ ଜଣ ମୃତ୍ୟୁବରଣ କରିବା ଏକ ଦୁଃଖଦ ଘଟଣା। ଦୁଇଜଣ ଛାତ୍ର ଭଞ୍ଜନଗର ଜଳଭଣ୍ଡାରକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ମୃତ୍ୟୁବରଣ କରିଥିଲେ। ସେମାନେ ହେଲେ ଯୁକ୍ତ ୨ ପ୍ରଥମ ବର୍ଷ ବିଜ୍ଞାନ ଛାତ୍ର କାହ୍ନୁ ପ୍ରଧାନ ଓ ଆଶୁତୋଷ ଭୂୟାଁ। ସେହିଭଳି ଯୁକ୍ତ ୩ ଦ୍ୱିତୀୟ ବର୍ଷ ପ୍ରାଣୀ ବିଜ୍ଞାନ ଛାତ୍ରୀ ସାଲିନା ସ୍ବାଇଁ ଚିକିତ୍ସା ଅବହେଳା ଏବଂ ତ୍ରୁଟିପୂର୍ଣ୍ଣ ଚିକିତ୍ସାରୁ ଭଞ୍ଜନଗର ମେଡିକାଲରେ ମୃତ୍ୟୁବରଣ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ମେଡିକାଲରେ ଦୀର୍ଘ ସମୟ ପର୍ଯ୍ୟନ୍ତ ଉତ୍ତେଜନା ପ୍ରକାଶ ପାଇଥିଲା। ଏହାପରେ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଏହାପରେ ପରିବାର ଲୋକ ସୋମବାର ସକାଳେ ମୃତଦେହକୁ ଗ୍ରାମକୁ ନେଇଥିଲେ।

ଅପରପକ୍ଷେ ସୋମବାର କଲେଜରେ ଉକ୍ତ ୩ ଛାତ୍ରୀଛାତ୍ରଙ୍କ ପାଇଁ ଏକ ଶୋକସଭା ହୋଇଥିଲା। ଏଥିରେ ଅଧ୍ୟକ୍ଷ ବିଭାସ ଦାସ ଅଧ୍ୟକ୍ଷତା କରି ମୃତ ଛାତ୍ରୀଛାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ କଲେଜ ଛାତ୍ରୀଛାତ୍ର ପ୍ରତ୍ୟେକ କ୍ଷେତ୍ରରେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ପ୍ରଶାସନିକ ଅଧିକାରୀ ହର ପ୍ରସାଦ ଶତପଥୀ, ପ୍ରାଧ୍ୟାପକ ପ୍ରଶାନ୍ତ କୁମାର ରଥ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଧିନାୟକ ହେବା ପରେ, ମୁମ୍ବାଇର ୱର୍ଲିରେ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ନେଲେ ଶ୍ରେୟସ ଆୟର; ଭଡା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୧୩।୬: ଶ୍ରେୟସ ଆୟରଙ୍କୁ ସମ୍ପ୍ରତି ଭାରତୀୟ ଟି-୨୦ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ବର୍ତ୍ତମାନ, ସେ ମୁମ୍ବାଇର ହାଇକଷ୍ଟ ୱାର୍ଲି ଅଞ୍ଚଳରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ଭଡା…

ମାତ୍ର ୧୦ ବର୍ଷ ବୟସରେ କମାଲ କଲେଣି ବୈଭବ ସୂର୍ଯ୍ୟବଂଶୀଙ୍କ ସାନ ଭାଇ

ପାଟନା,୧୩।୬: ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବ୍ୟାଟିଂରେ ଚହଳ ସୃଷ୍ଟି କରି ଟିମ ଇଣ୍ଡିଆରେ ସ୍ଥାନ ପାଇଥିଲେ ଏବଂ ଏବେ ତାଙ୍କ ସାନ ଭାଇ ସମାନ ପ୍ରଭାବ ପକାଇବାକୁ…

ରେଲେଓ଼୍ବ ଭର୍ତ୍ତି ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ରେଳମନ୍ତ୍ରୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୩।୬: ନୂଆଦିଲ୍ଲୀରେ ଶୁକ୍ରବାର ଇଣ୍ଡିଆନ ରେଳବାଇର ବରିଷ୍ଠ ଅଧିକାରୀମାନଙ୍କ ସହ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରେଳବାଇ ନିଯୁକ୍ତି ବୋର୍ଡ (RRB) ର ନିଯୁକ୍ତି ପ୍ରକ୍ରିୟାକୁ ନେଇ ଏକ…

ପଟ୍ଟାଜମିରେ ଚାଲିଥିଲା ମାଇନିଂ ଗାଡ଼ି, ପ୍ରଶାସନର ପ୍ରତିଶ୍ରୁତି ପରେ ବି ମିଳିଲାନି ନ୍ୟାୟ, ଶେଷରେ…

ବଣାଇଁ,୧୩ା୬(ପ୍ରଦୀପ ତ୍ରିପାଠୀ): ଖଣି ସମୃଦ୍ଧ ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଆସିଛି ପ୍ରଶାସନିକ ଅବହେଳା ଓ ଜନ ଅସନ୍ତୋଷର ଏକ ସାଂଘାତିକ ଚିତ୍ର। ନିଜ ପଟ୍ଟା ଜମି…

ଭାରତୀୟ ବାୟୁସେନା ବିମାନ କ୍ରାଶ୍‌: ୫ ଯବାନ ଶହୀଦ

ନୂଆଦିଲ୍ଲୀ,୧୩।୬: ଶନିବାର ଆସାମର ଜୋରହାଟରେ ଏକ ଭାରତୀୟ ବାୟୁସେନା (IAF) AN-32 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ପାଞ୍ଚ ଜଣ ବାୟୁସେନା କର୍ମଚାରୀ ପ୍ରାଣ ହରାଇଛନ୍ତି।…

ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଗୁରୁ ଦାୟିତ୍ୱ, ଜୁନ ୩୦ରେ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ସେନା ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଉପ ସେନା…

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri