ଧର୍ମଶାଳା ମହାବିଦ୍ୟାଳୟର ୩ ଛାତ୍ର ଜାତୀୟ ସ୍ତରୀୟ ଟାଇକୋଣ୍ଡୋ ପ୍ରତିଯୋଗିତା ପାଇଁ ମନୋନୀତ

ଧର୍ମଶାଳା,୨୦ା୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ମହାବିଦ୍ୟାଳୟର ୩ ଛାତ୍ର ଜାତୀୟ ସ୍ତରୀୟ ଟାଇକୋଣ୍ଡୋ ପ୍ରତିଯୋଗିତା ପାଇଁ ଓଡ଼ିଶାରୁ ମନୋନୀତ ହୋଇଛନ୍ତି। କେନ୍ଦୁଝର ଜିଲା ବଡ଼ବିଲଠାରେ ରାଜ୍ୟ ସ୍ତରୀୟ ଟାଇକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। ଏଥିରେ ଧର୍ମଶାଳା ମହାବିଦ୍ୟାଳୟ ଯୁକ୍ତ ଦୁଇର ୩ ଜଣ ଛାତ୍ର ଆଶୁତୋଷ ସାମଲ, ଓମ୍‌ ପ୍ରକାଶ ସାମଲ ଓ ଶୁଭ୍ରାଂଶୁ ସାହୁ ଅଂଶଗ୍ରହଣ କରି ରାଜ୍ୟସ୍ତରରେ ସଫଳତା ହାସଲ କରିବା ସହିତ, ଜାତୀୟ ସ୍ତର ଟାଇକୋଣ୍ଡୋ ପ୍ରତିଯୋଗିତା ପାଇଁ ଓଡ଼ିଶାରୁ ମନୋନୀତ ହୋଇଛନ୍ତି। ଉତ୍ତୀର୍ଣ୍ଣ ଛାତ୍ରମାନଙ୍କୁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶୁଭେଚ୍ଛା ଜଣାଇବା ସହ ସ୍ଥାନୀୟ ଅଞ୍ଚଳବାସୀ ବେଶ୍‌ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri