ରାଉରକେଲା ଏନ୍‌ଆଇଟିରେ ପଶିଲା କରୋନା

ରାଉରକେଲା ଅଫିସ,୩।୧: ରାଉରକେଲା ଏନ୍‌ଆଇଟିରେ ୩ ଜଣ ଛାତ୍ରୀଛାତ୍ର କୋଭିଡ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଦୁଇ ଛାତ୍ର ଓ ଜଣେ ଛାତ୍ରୀ ଅଛନ୍ତି। ସମସ୍ତଙ୍କୁ ଏନ୍‌ଆଇଟି ଆଇସୋଲେଶନରେ ରଖାଯାଇଛି । ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି । ଏ ନେଇ ଏନ୍‌ଆଇଟି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାରରେ ବଢୁଛି ବନ୍ୟାଜଳ ପରିମାଣ, ପୁଣି ଖୋଲିଲା ୫ ଗେଟ୍‌, ଜଳସ୍ତର ରହିଛି…

ସମ୍ବଲପୁର,୧୭ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ଅତ୍ୟଧକ ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର…

ଆଜିଠାରୁ ଆରମ୍ଭ ହେବ ଜନଗଣନା; ଆଧାର ଠାରୁ ବ୍ୟାଙ୍କିଙ୍ଗ ପର୍ଯ୍ୟନ୍ତ ପଚରାଯିବ ୪୦ ପ୍ରଶ୍ନ

ନୂଆଦିଲ୍ଲୀ,୧୭।୮: ଆଜିଠାରୁ ଅର୍ଥାତ ସୋମବାରଠାରୁ ଭାରତର 2027 ଜନଗଣନାର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ସୋମବାର ‘ସ୍ବ-ଗଣନା’ ସହିତ ଆରମ୍ଭ ହେବ – ଯେଉଁଠାରେ…

ଦୁଇ ଝିଅଙ୍କୁ ଭାତରେ ବିଷ ଦେଇ ନିଜେ ପିଇଦେଲେ ମା’, ଆଉ ତା’ ପରେ…

ପୁରୀ,୧୭ା୮(ଅଜିତ କୁମାର ମହାନ୍ତି): ପୁରୀ ମେରାଇନ ଥାନା ଅନ୍ତର୍ଗତ ସମଗରା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଦୁଇ କୁନି ଝିଅଙ୍କୁ ଖାଦ୍ୟରେ ପୋକମରା ବିଷ…

ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ; ୫ ମୃତ

କୋଲକାତା,୧୭।୮: ପଶ୍ଚିମବଙ୍ଗର ତାରାପୀଠର ଏକ ହୋଟେଲରେ ସୋମବାର ସକାଳେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଥିଲା। ରିପୋର୍ଟ ଅନୁଯାୟୀ, ନିଆଁରେ ପୋଡ଼ିଯିବାରୁ ଅତି କମରେ…

ଆଜି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ୪ ଘଣ୍ଟା ପରେ ମହାପ୍ରଭୁ…

ପୁରୀ,୧୭ା୮(ଅଜିତ୍‌ କୁମାର ମହାନ୍ତି): ଶ୍ରାବଣ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି…

ଏଇ ଭାରତରେ

ଭାରତରେ ମଧ୍ୟାହ୍ନଭୋଜନର ପୌଷ୍ଟିକ ଦିଗକୁ ନେଇ ବହୁସମୟରେ ପ୍ରଶ୍ନ ଉଠୁଛି। ଏଥିପାଇଁ ପ୍ରାୟ ସବୁ ସ୍କୁଲରେ ଶିକ୍ଷକମାନେ ଚିନ୍ତାରେ ପଡ଼ୁଛନ୍ତି। ହେଲେ ନାଗାଲାଣ୍ଡ କୋହିମା ଜିଲାର ବିଶ୍ୱେମାର୍‌…

ସୁଖ ପରିଭାଷା

ଡାକ୍ତରୀ ପଢ଼ିବାକୁ ମନା କରିବା ଦ୍ବାରା ମା’ବାପାଙ୍କର ସ୍ବପ୍ନକୁ ଧୂଳିସାତ କରିଦେଇଥିଲେ ମଧ୍ୟ ନିଜ ପସନ୍ଦରେ ଫିଜିକ୍ସ ଅନର୍ସ ରଖି ପଢ଼ିବାର ସୁଯୋଗ ହାସଲ କରିପାରିଥିବାରୁ ବାପୁନ…

କଲରାରେ ଭରି ରହିଛି ଏସବୁ ଉପକାରୀ ଗୁଣ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗ ଦ୍ୱାରା ଆକ୍ରାନ୍ତ ହେବାର ଆଶଙ୍କା ଅଧିକ ରହିଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri