୩ ମନ୍ଦିରର ରତ୍ନମୁଦ ଉତ୍ସବମୁଖର ଥୁଆମୂଳ ରାମପୁର: କଳସ ଯାତ୍ରା ଆରମ୍ଭ

ଥୁଆମୂଳ ରାମପୁର,୨୯ା୪ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୂଆମୂଳ ରାମପୁର ବିଜେ ମା’ ମାଣିକେଶ୍ବରୀ, ପ୍ରଭୁ ଶ୍ରୀ ଜଗନ୍ନାଥ ଓ ମହାଦେବ ଶ୍ରୀ ରାମେଶ୍ବରଙ୍କ ଭବ୍ୟ ମନ୍ଦିରର ୩୦ରେ ହେବାକୁ ଥିବା ରତ୍ନ ମୁଦ ଉତ୍ସବ ପାଇଁ ବୁଧବାର କଳସ ଯାତ୍ରା ଓ ଅଧିବାସ ଅନୁଷ୍ଠିତ ହୋଇଯାଇଛି। ଗ୍ରାମର ଶତାଧିକ ମହିଳାପୁରୁଷ, ପୂର୍ବତନ କଳାହାଣ୍ଡି ସାଂସଦ ଅର୍କକେଶରି ଦେଓ ଓ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କ ଉପସ୍ଥିତିରେ ଶଙ୍ଖ, ଘଣ୍ଟ, ଘୁମୁରା, ସଂକୀର୍ତ୍ତନ ବାଦ୍ୟ ସହ କଳସ ଶୋଭାଯାତ୍ରା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ଫର୍ମ ପୂରଣ କରିବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ବିଧାୟିକାଙ୍କ ସ୍ବାମୀଙ୍କ ନାମରେ ସଙ୍ଗୀନ ଅଭିଯୋଗ: ତହସିଲଦାରଙ୍କୁ…

ନର୍ଲା,୨୯।୩(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ।…

ମୃତ୍ୟୁ ଖବର ପାଇ ତବଲା ବାଦକଙ୍କ ଘରେ ପହଞ୍ଚିଲେ ଭାଜପା ଜିଲା ସଭାପତି

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ମାଷ୍ଟର ଲକ୍ଷ୍ମଣ କୁମାର ତରାଇଙ୍କ ବିୟୋଗ ଘଟିଛି ।  ଖବର ପାଇ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri