Posted inଜାତୀୟ

୩ ଆତଙ୍କବାଦୀ ନିହତ

ଶ୍ରୀନଗର,୨୧।୬: ଜମ୍ମୁ-କଶ୍ମୀରର ପୁଲ୍‌ଓ୍ବାମା ଏବଂ ବାରମୁଲ୍ଲା ଜିଲାରେ ସୁରକ୍ଷା କର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଜୈଶ-ଇ-ମହମ୍ମଦ ଆତଙ୍କବାଦୀଙ୍କ ସମେତ ୩ ନିହତ ହୋଇଛନ୍ତି। ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ଗୋଇନ୍ଦା ସୂଚନା ପାଇ ସୁରକ୍ଷା ବଳ ବାରମୁଲ୍ଲାର ସୋପୋର ଅଞ୍ଚଳ ଅନ୍ତର୍ଗତ ତୁଲିବାଲ ଗ୍ରାମରେ ତଲାସି ଅଭିଯାନ ଚଳାଇଥିଲା। ଆତଙ୍କବାଦୀ ସୁରକ୍ଷା ବଳ ଉପରକୁ ଗୁଳି ଚଳାଇବାରୁ ସେମାନେ ଏହାର ପାଲଟା ଜବାବ ଦେଇଥିଲେ। ଫଳରେ ତଲାସି ଅଭିଯାନ ଏନ୍‌କାଉଣ୍ଟରରେ ପରିଣତ ହୋଇଥିଲା। ଏଥିରେ ଜଣେ ଅଜଣା ଆତଙ୍କବାଦୀ ନିହତ ହୋଇଥିଲେ। ସେହିପରି ପୁଲ୍‌ଓ୍ବାମାର ତୁଜ୍ଜାନ ଅଞ୍ଚଳରେ ଏନ୍‌କାଉଣ୍ଟର ବେଳେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜୈଶ ଆତଙ୍କବାଦୀ ମଜିଦ ନାଜିର ଅଛନ୍ତି। ସବ୍‌ଇନ୍ସପେକ୍ଟର ଫାରୁକ୍‌ ଅହମଦ ମୀର୍‌ ହତ୍ୟା ସହ ନାଜିର ସମ୍ପୃକ୍ତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

ଦିଲ୍ଲୀ ଆନ୍ଦୋଳନ ସମୟରେ ଅଭିଜିତ ଦୀପ୍‌କେଙ୍କ ଘରୁ ଆସିଲା ଏହି ଦୁଃଖଦ ଖବର, ଭାଙ୍ଗିପଡ଼ିଛନ୍ତି ପୂରା ପରିବାର

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀର ଜନ୍ତରମନ୍ତରଠାରେ କକ୍ରୋଚ୍ ଜନତା ପାର୍ଟି (ସିଜେପି ) ପକ୍ଷରୁ ଚାଲିଥିବା ଆନ୍ଦୋଳନ ଏବଂ ଗିରଫଦାରୀ ମଧ୍ୟରେ ସିଜେପି ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେଙ୍କ ପରିବାରରୁ ଏକ…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?