ଗାଧୋଇବାବେଳେ ସମୁଦ୍ରରେ ଭାସିଗଲେ ୩ ପର୍ଯ୍ୟଟକ, ଜଣେ ମୃତ

ପୁରୀ ଅଫିସ, ୯।୮: ପୁରୀରେ ପୁଣି ଅଘଟଣ। ସମୁଦ୍ରରେ ଗାଧୋଇବା ବେଳେ ବୁଡିଗଲେ ୩ ପର୍ଯ୍ୟଟକ। ସେମାନଙ୍କ ମଧ୍ୟରୁ ଜଣେ ଯୁବତୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ମୃତ ଯୁବତୀ ଜଣଙ୍କ ହେଲେ ଛତିଶଗଡ ରାୟଗଡ ଅଞ୍ଚଳର ମିନାକ୍ଷୀ ନାୟକ। ସୂଚନାଯୋଗ୍ୟ, ସମୁଦ୍ର କୂଳ ସେକ୍ଟର ୧ ନମ୍ବରରେ ମିନାକ୍ଷୀ ତାଙ୍କର ସାଙ୍ଗଙ୍କ ସହ ସମୁଦ୍ରରେ ଗାଧୋଇବାବେଳେ ଗଭୀର ସମୁଦ୍ରକୁ ଭାସି ଯାଇଥିଲେ। ସେଠାରେ ଉପସ୍ଥିତ ଥିବା ଲାଇଫ୍‌ ଗାର୍ଡ ଓ ଅଗ୍ନିଶମ ବିଭାଗ କର୍ମଚାରୀ ବହୁତ ଖୋଜାଖୋଜି କରିବା ପରେ ବ୍ଲୁଫ୍ଲାଗ୍‌ ସମୁଦ୍ରରୁ ତାଙ୍କୁ ଉଦ୍ଧାର କରି ସଦର ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ମିନାକ୍ଷୀଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri