ନୂଆ ଭୁବନେଶ୍ୱର ଷ୍ଟେଶନରୁ ଗଡ଼ିବ ୩ ଟ୍ରେନ୍‌

ଭୁବନେଶ୍ୱର,୩ା୫(ଅନୁରାଧା ମହାରଣା):ଭୁବନେଶ୍ୱରରୁ ଚଳାଚଳ କରୁଥିବା ୩ଟି ଟ୍ରେନ ପାଇଁ ଟର୍ମିନାଲ ପଏଣ୍ଟ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ଟ୍ରେନ୍‌ଗୁଡିକ ଭୁବନେଶ୍ୱର ମୁଖ୍ୟ ଷ୍ଟେଶନ ପରିବର୍ତ୍ତେ ନୂଆ ଭୁବନେଶ୍ୱର ଷ୍ଟଶନରୁ ଯାତ୍ରା ଆରମ୍ଭ କରିବେ। ଏହି ଟ୍ରେନଗୁଡ଼ିକ ମଧ୍ୟରେ ୧୧୦୨୦/୧୧୦୧୯ ଭୁବନେଶ୍ୱର-ସିଏସ୍‌ଏମ୍‌ଟି ମୁମ୍ବାଇ-ଭୁବନେଶ୍ୱର କୋଣାର୍କ ଏକ୍ସପ୍ରେସ, ୧୭୦୧୫/୧୭୦୧୬ ଭୁବନେଶ୍ୱର-ସିକନ୍ଦରାବାଦ-ଭୁବନେଶ୍ୱର ବିଶାଖା ଏକ୍ସପ୍ରେସ ଏବଂ ୨୨୮୧୯/୨୨୮୨୦ ଭୁବନେଶ୍ୱର-ବିଶାଖାପାଟଣା-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ ରହିଛି। ଏହାଦ୍ୱାରା କଟକ, ଆଠଗଡ଼ ଓ ଉତ୍ତର ଭୁବନେଶ୍ୱର ଅଞ୍ଚଳବାସୀ ବିଶେଷଭାବରେ ଉପକୃତ ହେବେ।
ମେ ୧୧ରୁ ମୁମ୍ବାଇରୁ ଛାଡୁଥିବା ୧୧୦୧୯ ମୁମ୍ବାଇ-ଭୁବନେଶ୍ୱର କୋଣାର୍କ ଏକ୍ସପ୍ରେସ ଭୁବନେଶ୍ୱର ନୂତନ ଷ୍ଟେଶନରେ ଏହାର ଯାତ୍ରା ଶେଷ କରିବ। ପୂର୍ବ ନିର୍ଦ୍ଧାରିତ ସମୟରେ ଭୁବନେଶ୍ୱର ମୁଖ୍ୟ ଷ୍ଟେସନରେ ପହଞ୍ଚିବା ପରେ, ଏହି ଟ୍ରେନ ରାତ୍ରି ୧୧ଟା ୫୫ରେ ଭୁବନେଶ୍ୱର ନୂତନ ଅଭିମୁଖେ ଯାତ୍ରା କରିବ। ଏହି ଟ୍ରେନ୍‌ ରାତ୍ରି ୧୨ଟା ୦୨ରେ ମଞ୍ଚେଶ୍ୱର ଷ୍ଟେଶନରେ ପହଞ୍ଚତ୍ବ ଏବଂ ୧୨ଟା ୦୪ରେ ଛାଡ଼ି ରାତ୍ରି ୧୨ଟା ୨୦ରେ ଭୁବନେଶ୍ୱର ନୂତନ ଷ୍ଟେଶନରେ ପହଞ୍ଚତ୍ବ। ୧୧୦୨୦ ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସ ମେ ୧୨ରୁ ଭୁବନେଶ୍ୱର ମୁଖ୍ୟ ଷ୍ଟେଶନ ପରିବର୍ତ୍ତେ ଅପରାହ୍ନ ୨ଟା ୪୦ରେ ଭୁବନେଶ୍ୱର ନୂତନ ଷ୍ଟେଶନରୁ ଛାଡ଼ିବ। ଏହି ଟ୍ରେନ ଅପରାହ୍ନ ୨ଟା ୪୮ରେ ମଞ୍ଚେଶ୍ୱରରେ ପହଞ୍ଚତ୍ ଅପରାହ୍ନ ୨ଟା ୫୦ରେ ଭୁବନେଶ୍ୱର ମୁଖ୍ୟ ଷ୍ଟେଶନ ଅଭିମୁଖେ ଛାଡ଼ିବ ଓ ପରେ ଏହି ଟ୍ରେନ ପୂର୍ବ ନିର୍ଦ୍ଧାରିତ ସମୟରେ ମୁମ୍ବାଇ ଅଭିମୁଖେ ଯାତ୍ରା କରିବ।
ସେହିପର ମେ ୧୧ରୁ ସିକନ୍ଦରାବାଦରୁ ଛାଡୁଥିବା ୧୭୦୧୬ ସିକନ୍ଦରାବାଦ-ଭୁବନେଶ୍ୱର ବିଶାଖା ଏକ୍ସପ୍ରେସ ଭୁବନେଶ୍ୱର ନୂତନ ଷ୍ଟେଶନରେ ଯାତ୍ରା ଶେଷ କରିବ। ନିର୍ଦ୍ଧାରିତ ସମୟରେ ଭୁବନେଶ୍ୱର ମୁଖ୍ୟ ଷ୍ଟେଶନରେ ପହଞ୍ଚତ୍ବା ପରେ ଭୁବନେଶ୍ୱର ନୂତନ ଷ୍ଟେଶନ ଅଭିମୁଖେ ଯାତ୍ରା କରିବ। ଏହି ଟ୍ରେନ ଅପରାହ୍ନ ୪ଟା ୦୪ରେ ମଞ୍ଚେଶ୍ୱରରେ ପହଞ୍ଚତ୍ ଅପରାହ୍ନ ୪ଟା ୬ରେ ଛାଡ଼ିବ ଏବଂ ତା’ପରେ ଅପରାହ୍ନ ୪ଟା ୨୫ରେ ଭୁବନେଶ୍ୱର ନୂତନ ଷ୍ଟେଶନରେ ପହଞ୍ଚତ୍ବ।
୧୭୦୧୫ ଭୁବନେଶ୍ୱର-ସିକନ୍ଦରାବାଦ ବିଶାଖା ଏକ୍ସପ୍ରେସ ଓ ୨୨୮୧୯ ଭୁବନେଶ୍ୱର-ବିଶାଖାପାଟଣା ଇଣ୍ଟରସିଟି ଏକ୍ସପ୍ରେସ ମେ’ ୧୨ରୁ ଭୁବନେଶ୍ୱର ମୁଖ୍ୟ ଷ୍ଟେଶନ ପରିବର୍ତ୍ତେ ଭୁବନେଶ୍ୱର ନୂତନ ଷ୍ଟେଶନରୁ ବାହାରି ମଞ୍ଚେଶ୍ୱରରେ ପହଞ୍ଚତ୍ବ। ସେଠାରେ ରହଣି କରିବାପରେ ଭୁବନେଶ୍ୱର ମୁଖ୍ୟ ଷ୍ଟେଶନ ଅଭିମୁଖେ ଯାତ୍ରା କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri