ରବିବାର ଦକ୍ଷିଣମୋଡ ନେବେ ୩ ରଥ

ପୁରୀ,୨୪। ୬(ଅଜିତ ମହାନ୍ତି): ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଲୀଳାଖେଳା ସରିସରି ଆସୁଛି । ତେବେ ରବିବାର ୩ ରଥର ଦକ୍ଷିଣମୋଡ ହେବ । ପୂଜାପଣ୍ଡା ସାମନ୍ତଙ୍କ ଆଜ୍ଞାମାଳ ଆସିବା ପରେ ରଥ ଟଣାଯିବ । ନାକଚଣା ଦ୍ୱାର ନିକଟକୁ ରଥ ଅଣାଯିବ । ବର୍ତ୍ତମାନ ୩ ରଥର ଯାଞ୍ଚ ଚାଲିଛି। ପରେ ବାହୁଡା ପ୍ରସ୍ତୁତି ଆରମ୍ଭ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଝାଡ଼ାବାନ୍ତିରେ ୩୩ ଛାତ୍ରୀ ଆକ୍ରାନ୍ତ

କପ୍ତିପଦା,୬ା୮(ବିଷ୍ଣୁଚରଣ ପୁଥାଳ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ବଡ଼ସିମୁଳିଆ କନ୍ୟାଶ୍ରମର ୩୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି…

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

ଅମିତ ଶାହାଙ୍କୁ ଭେଟି ବଡ଼ ଦାବି କଲେଣି ତିନି ବିଦ୍ରୋହୀ ମୁସଲିମ ଟିଏମସି ଏମପି

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ (TMC) ବିରୋଧରେ ବିଦ୍ରୋହ କରିଥିବା ତିନି ଜଣ ଏମପି ଆବୁ ତାହିର ଖାନ, ୟୁସୁଫ ପଠାନ ଏବଂ ଖଲିଲୁର…

ରିଷିଡା ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ; ଛୁଟିରେ ଡାକ୍ତର, ରୋଗୀ ହନ୍ତସନ୍ତ

ରିଷିଡା, ୬।୮(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର ଆଜକୁ ପ୍ରାୟ ୨ମାସ ହେଲା ଛୁଟିରେ ରହିଛନ୍ତି । ଫଳରେ ରୋଗୀ…

ଗିଲଙ୍କୁ ନେଇ ବଢିଲା ଟିମ ଇଣ୍ଡିଆର ଟେନସନ! ଶ୍ରୀଲଙ୍କା ଟେଷ୍ଟ ସିରିଜ ପୂର୍ବରୁ…

ନୂଆଦିଲ୍ଲୀ,୬।୮: ଶୁବମନ ଗିଲଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଅଗଷ୍ଟ ୧୫ରୁ ଶ୍ରୀଲଙ୍କାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି। ଏହା ପୂର୍ବରୁ, ‘ମେନ ଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri