Posted inଜାତୀୟ

ତୁଷାରପାତରେ ଆଖି ବୁଜିଲେ ୩ ପର୍ବତାରୋହୀ

ସିମଲା,୨୫।୧୦: ହିମାଚଳ ପ୍ରଦେଶର କିନ୍ନୌର ଅଞ୍ଚଳରେ ପ୍ରବଳ ତୁଷାରପାତ ଯୋଗୁ ୩ ଜଣ ପର୍ବତାରୋହୀଙ୍କ ମୃତ୍ୟୁ ଘଟିଛି। ସମସ୍ତ ମୃତକ ମହାରାଷ୍ଟ୍ରର ବୋଲି ଜଣାପଡିଛି। ଏଯାଏ ୧୦ ଜଣ ପର୍ବତାରୋହୀଙ୍କୁ ଉଦ୍ଧାର କରାଯାଇଛି। ଆଇଟିବିପି ୧୭ ବଟାଲିଅନ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି।

ସୂଚନାନୁସାରେ, ମହାରାଷ୍ଟ୍ରର ୧୨ଜଣ ଏବଂ ପଶ୍ଚିମବଙ୍ଗରୁ ଜଣେ ପର୍ବତାରୋହୀ ରୋହରୁ ଠାରୁ ବରୁଆ କାନ୍ଦା ଦେଇ କିନ୍ନରର ସାଙ୍ଗଲାକୁ ଯାଉଥିଲେ। ସେମାନେ ବରୁଆ କାନ୍ଦା ଅଞ୍ଚଳରେ ଫସି ଯାଇଥିଲେ।
ମୃତକଙ୍କ ଶରୀର ପ୍ରାୟ ୧୫୦୦୦ ଫୁଟ ଉଚ୍ଚରେ ଅଛି। ମୃତଦେହ ଖୋଜିବା ପାଇଁ ଆଇଟିବିପି ଟିମ ଆଜି ଘଟଣାସ୍ଥଳରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡ ନୁଆଇଁ, ହାତଯୋଡି କୃଷକଙ୍କ ସହ କଥା ହେବାକୁ ପ୍ରସ୍ତୁତ ସରକାର: ମୋଦି

ନୂଆଦିଲ୍ଲୀ,୧୮ ।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ ଲଗାତାର ୨୩ ଦିନ ହେବ କୃଷକଙ୍କ ଆନ୍ଦୋଳନ ଜାରି ରହିଛି । ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ସିମ କାର୍ଡ କିଣିବା ପାଇଁ ନକଲି ପ୍ରମାଣ ପତ୍ର ଦେଲେ, ବର୍ଷେ ଜେଲଦଣ୍ଡ ସହିତ ୫୦ ହଜାର ଜରିମାନା…

ନୂଆଦିଲ୍ଲୀ, ୨୯।୯ : ଯେଉଁମାନେ ନକଲି ପରିଚୟ ମାଧ୍ୟମରେ ସିମ କାର୍ଡ କିଣୁଛନ୍ତି ଏବଂ ହ୍ବାଟସ ଆପ, ସିଗ୍ନାଲ କିମ୍ବା ଟେଲିଗ୍ରାମରେ ମିଥ୍ୟା ପରିଚୟ ଦେଖାଉଛନ୍ତି...

ଆସନ୍ତା ମେ’ରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ

ନୂଆଦିଲ୍ଲୀ,୨୨।୧: କଂଗ୍ରେସର କାର୍ଯ୍ୟକାରିଣୀ କମିଟି (ସିଡବ୍ଲୁସି) ବୈଠକରେ ଶୁକ୍ରବାର ଏକ ବଡ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ମେ’ରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବ ବୋଲି...

ହାଇଦ୍ରାବାଦ ମହିଳା ଡାକ୍ତରଙ୍କୁ ଗଣବଳାତ୍କାର, ହତ୍ୟା ଘଟଣା: ଅଭିଯୁକ୍ତଙ୍କ ମା’ କହିଲେ ବଳାତ୍କାରୀ ପୁଅକୁ ଜାଳିଦିଅ

ହାଇଦ୍ରାବାଦ,୨ା୧୨: ମୋ ପୁଅ ଯଦି ଅପରାଧ ଘଟାଇଛି, ସେ ମୋ ପାଇଁ କେହି ନୁହେଁ। ସେ ଯଦି ବଳାତ୍କାର ଓ ହତ୍ୟା କରିଛି ତାକୁ ବି...

ହିମାଚଳ ପ୍ରଦେଶରେ ବାଦଲ ଫଟା ବର୍ଷା: ଘରେ ପଶିଲା ପାଣି

କୁଲୁ,୧୫ ।୭: ହିମାଚଳ ପ୍ରଦେଶ କୁଲୁ ଜିଲାରେ ବାଦଲ ଫଟା ବର୍ଷା ହୋଇଛି । ଫଳରେ ଆଖପାଖର ନଦୀ ନାଳ ଭର୍ତ୍ତି ହୋଇ ବନ୍ୟା ପରିସ୍ଥିତି...

ମିଳିଲା ମାରାଡୋନାଙ୍କ ୨୦ ଲକ୍ଷ ଟଙ୍କାର ଚୋରି ଘଣ୍ଟା

ଦିଶପୁର,୧୧ା୧୨: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲର ଡିଏଗୋ ମାରାଡୋନାଙ୍କର ଚୋରି ଘଣ୍ଟା ଆସାମରୁ ମିଳିଛି। ଆସାମ ପୋଲିସ ଦୁବାଇ ପୋଲିସ ସହ ମିଶି ଏହି ଗୁରୁତ୍ୱପୂର୍ଣ୍ଣ ମାମଲାର...

ଦୁର୍ଗାଙ୍କୁ କେହି ଜାଣନ୍ତି ନାହିଁ

କୋଲକାତା, ୧୪ା୨: ପଶ୍ଚିମବଙ୍ଗ ନିର୍ବାଚନୀ ପ୍ରଚାର ଭଗବାନ ରାମଙ୍କଠାରୁ ଆରମ୍ଭ ହୋଇ ଦେବୀ ଦୁର୍ଗା ଓ ମହିଷାସୁର ପ୍ରସଙ୍ଗରେ ପହଞ୍ଚିଛି। ଏ ନେଇ ମୁଖ୍ୟମନ୍ତ୍ରୀ ମମତା...

‘ଗତ ୮ ବର୍ଷ ମଧ୍ୟରେ ଭାଜପା ସରକାର ଭାରତର ଗଣତନ୍ତ୍ରକୁ ଅଧିକ ସୁଦୃଢ କରିପାରିଛି’

ନୂଆଦିଲ୍ଲୀ,୨୩।୫: ଭାଜପା ଗତ ୮ ବର୍ଷ ମଧ୍ୟରେ ଭାରତର ଗଣତନ୍ତ୍ରକୁ ଅଧିକ ସୁଦୃଢ ଓ ମଜବୁତ କରିଛି । ଜାପାନ ଗସ୍ତରେ ଥିବା ପ୍ରାଧାନମନ୍ତ୍ରୀ ନରେନ୍ଦ୍ର...

Advertisement
Archives

Model This Week