ବ୍ରିଜ୍‌ ଉପରେ ୩ ଟ୍ରକ୍‌ ପିଟାପିଟି, ଜାତୀୟ ରାଜପଥ ବନ୍ଦ

ବଲାଙ୍ଗୀର/ଲୋଇସିଂହା,୧୯ା୭(ସୁନୀଲ ମହାନ୍ତି/ସୁଶାନ୍ତ ବାରିକ): ବଲାଙ୍ଗୀର-ସମ୍ବଲପୁର ଜାତୀୟ ରାଜପଥ ନଂ ୨୬ର ଫାସଡ଼ ସୁକତେଲ ବ୍ରିଜ୍‌ ନିକଟରେ ଏକ ସଡ଼କ ଦୁର୍ଘଟଣା ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ ଦୁଇଟି ଟ୍ୟାଙ୍କର ଓ ଗୋଟିଏ ଟ୍ରକ୍‌ ପରସ୍ପର ଭିତରେ ପିଟି ହୋଇଛନ୍ତି।

ବ୍ରିଜ୍‌ ଉପରେ ତିନୋଟି ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଫସି ରହିଥିବାରୁ, ସେହି ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରହିଛି। ଦୀର୍ଘ ୬ ଘଣ୍ଟା ହେଲା ରାସ୍ତାରେ ଗାଡି ଚଳାଚଳ କରିପାରିନାହ। ସେପଟେ କୌଣସି ଲୋକ ଆହତ ହୋଇ ନ ଥିବା ଜଣାପଡ଼ିଛି। ଲୋଇସିଂହା ପୋଲିସ କ୍ରେନ୍‌ ସହାୟତାରେ ରାସ୍ତାରୁ ଟ୍ରକ୍‌ ହଟାଇବାକୁ ଚେଷ୍ଟା ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ମୃତକଙ୍କୁ ଜୀବିତ ଦର୍ଶାଇ ୧୪ ଏକର ଜମି କିଣାବିକାରେ ଜାଲିଆତି: ଧାନ ପଞ୍ଜିକରଣରୁ ବାଦ୍ ପଡ଼ିଲେ ଚାଷୀ,ରାଜରାସ୍ତାକୁ…

ଛତ୍ରପୁର, ୯।୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ନରେନ୍ଦ୍ରପୁର ମୌଜାରେ ଜମି କିଣାବିକାକୁ ନେଇ ଏକ ବଡ଼ ଧରଣର ଜାଲିଆତି ହୋଇଥିବା…

ଟ୍ୟୁସନ ସାରି ଘରକୁ ଫେରୁଥିଲେ, ସ୍କୁଟି ଆଗକୁ ଚାଲିଆସିଲା କୁକୁର: ନାବାଳକ ଗୁରୁତର, ମାନବିକତା ଦେଖାଇଲେ…

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼-ଭଟଲି ମୁଖ୍ୟ ରାସ୍ତାର ଡାଙ୍ଗ ପେଟ୍ରୋଲ ପମ୍ପ ସମ୍ମୁଖରେ ବୁଧବାର ଏକ ଶୋଚନୀୟ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ୧୫…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…

ସ୍ତ୍ରୀଙ୍କୁ ଦେଉ ନ ଥିଲେ ଭରଣପୋଷଣ: କୋର୍ଟ ୱାରେଣ୍ଟ ବଳରେ ସ୍ୱାମୀଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନ ଦେବା ସ୍ୱାମୀଙ୍କୁ ପଡ଼ିଲା ମହଙ୍ଗା। କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରିବା ଅଭିଯୋଗରେ ଶେଷରେ ପୋଲିସ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri