ଯୁକ୍ତ୩: ଆଜିଠୁ ଓ୍ବେଟିଂ ଲିଷ୍ଟ, ସ୍ପଟ୍‌ ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର,୭ା୭(ସୁଚିସ୍ମିତା ସାହୁ): ଚଳିତବର୍ଷ ତିନି ପର୍ଯ୍ୟାୟରେ ଯୁକ୍ତ ୩ ନାମଲେଖା ଶେଷ ହୋଇଛି। ସୋମବାରଠାରୁ ଓ୍ବେଟିଂ ଲିଷ୍ଟ ଓ ସ୍ପଟ୍‌ ନାମଲେଖା ପାଇଁ ଆବେଦନ ଆରମ୍ଭ ହେବ। ଯେଉଁ ଛାତ୍ରୀଛାତ୍ର ନାମଲେଖାରୁ ବଞ୍ଚିତ ହୋଇଛନ୍ତି, ସେମାନେ ଏହି ରାଉଣ୍ଡରେ ସୁଯୋଗ ପାଇପାରିବେ। ସେଲ୍ଫ ଫାଇନାନ୍ସ ଏବଂ ସଂସ୍କୃତ କଲେଜର ପିଲାମାନେ ମଧ୍ୟ ଆବେଦନ କରିପାରିବେ। ଆସନ୍ତା ଗୁରୁବାର ୧୦ ତାରିଖ ରାତି ୧୧ଟା ୪୫ ଯାଏ ଆବେଦନ କରିହେବ। ଅତିକମ୍‌ରେ ଗୋଟିଏ କଲେଜ କିମ୍ବା ତା’ଠାରୁ ଅଧିକ କଲେଜକୁ ଚୟନ କରିପାରିବେ। ୧୨ ତାରିଖ ଅପରାହ୍ନ ୨ଟାରେ ଓ୍ବେଟିଂ ଲିଷ୍ଟର ମେରିଟ୍‌ ଲିଷ୍ଟ କଲେଜ ଇ-ସ୍ପେସ୍‌ରେ ପ୍ରକାଶ ପାଇବ। ଏଥିସହ ଯୋଗ୍ୟ ଛାତ୍ରୀଛାତ୍ରଙ୍କ ତାଲିକା ୧୪ ତାରିଖରେ କଲେଜ ନେଟିସ ବୋର୍ଡ ଏବଂ ଓ୍ବେବ୍‌ସାଇଟରେ ପ୍ରକାଶ ପାଇବ। ୧୫ ତାରିଖରେ ନାମଲେଖା ସହିତ ଟଙ୍କା ଦାଖଲ ହେବ। ଯେଉଁମାନେ ଓ୍ବେଟିଂ ଲିଷ୍ଟରେ ଥିବେ, ସେମାନେ ୧୬ ତାରିଖରେ ନାମ ଲେଖାଇବା ସହିତ ଟଙ୍କା ଦାଖଲ କରିବେ ବୋଲି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୦ା୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

ଆଜି ଏହି ସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୨୧ା୬(ବନ୍ଦନା ସେଠୀ): ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଅଗ୍ରସର ହେଉଛି। ଫଳରେ ସେସବୁ ଜିଲାରେ କୋହଲା ପାଗ ସହ ବର୍ଷା ଯୋଗୁ ଗ୍ରୀଷ୍ମ…

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)।…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri