ଭଦ୍ରକ କଟସାହି ପଞ୍ଚାୟତର ୩ ୱାର୍ଡ ଆଜିଠାରୁ ଶଟ୍‌ଡାଉନ

ଧାମନଗର,୫।୮(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ଧାମନଗର ବ୍ଲକ କଟସାହି ପଞ୍ଚାୟତର ସରପଞ୍ଚ ଅଞ୍ଜନା ଲେଙ୍କା ପଞ୍ଚାୟତର ୩ଟି ଓ୍ବାର୍ଡ ୧,୨,୩ କୁ ବୁଧବାରଠାରୁ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଧାମନଗର କୋଅପରେଟିଭ ବ୍ୟାଙ୍କର ଜଣେ କର୍ମଚାରୀ ପଜିଟିଭ ବାହାରିବା ପରେ ସରପଞ୍ଚ ଦୁଇ ଦିନିଆ ଶଟଡାଉନ ଘୋଷଣା କରି ୩ ୱାର୍ଡକୁ ଘେରିବନ୍ଦୀ କରିଛନ୍ତି । ପଜିଟିଭଙ୍କ ପରିବାର ଲୋକଙ୍କ ଟେଷ୍ଟ ପାଇଁ ଦାବି ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋଲାର ମାଧ୍ୟମରେ ଗ୍ରାମକୁ ହେବ ଜଳ ଯୋଗାଣ

ବଇଣ୍ଡା,୧୨।୬(ଡି.ଏନ.ଏ.): ଗ୍ରାମାଞ୍ଚଳ ଓ ଜଙ୍ଗଲ ଅଧ୍ୟୁଷିତ ଅଞ୍ଚଳରେ ବସବାସ କରୁଥିବା ଲୋକେ ପାନୀୟ ଜଳ ପାଇଁ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗ୍ରୀଷ୍ମଋତୁରେ ଏହି ସମସ୍ୟା...

ପୂର୍ବତନ ନଗରପାଳଙ୍କ ଶବାଧାରରେ କାନ୍ଧ ଦେଲେ ମନ୍ତ୍ରୀ

ଆଠଗଡ଼,୨।୧୧(ସ୍ବ.ପ୍ର.): ମୃତଦେହକୁ କାନ୍ଧ ଦେଲେ ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ। ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦର ପୂର୍ବତନ ନଗରପାଳ...

ପୁନରୁଦ୍ଧାର ହେଉନି ଆଙ୍କୁଲି ବଡ଼ବନ୍ଧ

ବ୍ରହ୍ମପୁର ଅଫିସ,୧୧ା୬-ବ୍ରହ୍ମପୁର ସହରର ପୋଖରୀଗୁଡିକ ରକ୍ଷଣାବେକ୍ଷଣ ଅଭାବରୁ ଏବେ ପୋତି ହେବାକୁ ବସିଛି ା ରାମଲିଙ୍ଗମ୍‌ ପୋଖରୀ, ବିଜିପୁର ସୁନାରୀ ବନ୍ଧ ଭଳି କେତେକ ପୋଖରୀକୁ...

‘ପିଜି ଡାକ୍ତରଙ୍କୁ ଜିଲାକୁ ପଠାଇଲେ ଏମ୍‌କେସିଜିରେ ବାଧାପ୍ରାପ୍ତ ହେବ ରୋଗୀସେବା’

ବ୍ରହ୍ମପୁର ଅଫିସ,୬ା୮: ରାଜ୍ୟର ବିଭିନ୍ନ ମେଡିକାଲ କଲେଜର ପିଜି ଡାକ୍ତରଙ୍କୁ କରୋନା ମୁକାବିଲା ପାଇଁ ବିଭିନ୍ନ ଜିଲାକୁ ପଠାଇବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି...

ଲକ୍‌ଡାଉନ ଉଲ୍ଲଂଘନ: ୭୦ ବାଇକ ଜବତ

ବଲାଙ୍ଗୀର ଅଫିସ, ୧୨ା୪- ସରକାରଙ୍କ କଡା ନିର୍ଦ୍ଦେଶାବଳୀ, ସ୍ଥାନୀୟ ପ୍ରଶାସନ ଓ ପୋଲିସ ବିଭାଗର ଶତପ୍ରତିଶତ କାର୍ଯ୍ୟାନ୍ବୟନ ସତ୍ତ୍ୱେ କେତେକ ବ୍ୟକ୍ତି ଲକ୍‌ଡାଉନ୍‌ ନିୟମର ଉଲ୍ଲଂଘନ...

ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଅଚଳ

ବଇଣ୍ଡା,୪।୬(ଡି.ଏନ.ଏ.)ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରୋଗୀ ତଥା ବାଟୋଇଙ୍କୁ ଥଣ୍ଡା ପାନୀୟ ଜଳ ଯୋଗାଇ ଦେବା ପାଇଁ ସରକାର ଏକ ଥଣ୍ଡା...

ଚଳିତ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଛି ୯ ଶହ ବାସଗୃହ

ମାଲକାନଗିରି,୧୪ା୮ (ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଯୋଗୁ ୩ଥର ସୃଷ୍ଟି ପରିସ୍ଥିତି ହୋଇଥିଲା। ଏବେ ବନ୍ୟା ଛାଡ଼ିଯାଇଛି ସତ ଲୋକଙ୍କ ଦୁର୍ଦ୍ଧଶା କମିନି। ଜିଲା...

ଜିଲା ଶିଳ୍ପକେନ୍ଦ୍ର ପକ୍ଷରୁ କର୍ମଶାଳା

ଯାଜପୁର ରୋଡ,୨|୮(ନି.ପ୍ର.)- ଯାଜପୁର ଜିଲା ଶିଳ୍ପକେନ୍ଦ୍ର ଏବଂ ଆଲ୍ଲାହାବାଦ ବ୍ୟାଙ୍କର ମିଳିତ ସହଯୋଗରେ ଗୁରୁବାର ଯାଜପୁର ରୋଡସ୍ଥିତ ଉଚ୍ଛବପ୍ୟାଲେସ୍‌ଠାରେ କ୍ଷୁୁଦ୍ର ଉଦ୍ୟୋଗ ଶିଳ୍ପସଂସ୍ଥା(ଏମ୍‌ଏସ୍‌ଏମ୍‌ଇ) ପ୍ରକଳ୍ପ ପାଇଁ...

Advertisement
Archives

Model This Week