Posted inଖେଳ

ପଦାର୍ପଣରେ ୩ ଉଇକେଟ ଓ ଅର୍ଦ୍ଧଶତକ

ବ୍ରିସ୍‌ବେନ,୧୮।୧: ପଦାର୍ପଣରେ ଭାରତୀୟ ସ୍ପିନ ଅଲରାଉଣ୍ଡର ଓ୍ବାଶିଂଟନ ସୁନ୍ଦର ଅର୍ଦ୍ଧଶତକ ହାସଲ କରିବା ସହ ୩ ଉଇକେଟ ନେଇ ଏକ ବିରଳ ସଫଳତା ଅର୍ଜନ କରିଛନ୍ତି। ଅଷ୍ଟ୍ରେଲିଆରେ ଦୀର୍ଘ ୭୪ ବର୍ଷ ପରେ ସେ ପ୍ରଥମ ଭ୍ରମଣକାରୀ କ୍ରିକେଟର ଭାବେ ଅର୍ଦ୍ଧଶତକ ହାସଲ କରିବା ସହ ୩ ଉଇକେଟ ଅକ୍ତିଆର କରିଛନ୍ତି। ଏହାପୂର୍ବରୁ ଭାରତର ଦତ୍ତୁ ଫାଡକର ୧୯୪୭/୪୮ ଗସ୍ତରେ ୮ ନମ୍ବରରେ ବ୍ୟାଟିଂ କରି ୫୧ ରନ ସଂଗ୍ରହ କରିବା ୩ ଉଇକେଟ ଅକ୍ତିଆର କରିଥିଲେ। ୨୦୧୮ରେ ହନୁମା ବିହାରୀ ମଧ୍ୟ ଅପରାଜିତ ୫୦ ରନ ସଂଗ୍ରହ କରିବା ସହ ୩ ଉଇକେଟ ଅକ୍ତିଆର କରିଛନ୍ତି। ସୁନ୍ଦର ତୃତୀୟ ଭାରତୀୟ କ୍ରିକେଟର ଭାବେ ଏହି ସଫଳତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିବାଦ ମଧ୍ୟରେ ଲୁଚି ଲୁଚି ବିବାହ କଲେ RCB ବୋଲର ୟଶ ଦୟାଲ୍

ନୂଆଦିଲ୍ଲୀ,୧୫ା୩: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ର ଦ୍ରୁତ ବୋଲର ୟଶ ଦୟାଲ୍ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ଯୌନ ନିର୍ଯାତନା ଭଳି ଗମ୍ଭୀର…

ସଚିନ କି ରୋହିତ ନୁହଁନ୍ତି, ଏହି ବ୍ୟାଟରଙ୍କୁ ସର୍ବଶ୍ରେଷ୍ଠ ଟି-୨୦ ଓପନର ବାଛିଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୫।୩: କିଏ ସର୍ବଶ୍ରେଷ୍ଠ ଟି-୨୦ ଓପନର ? ଏନେଇ ଏକ ଚମକାଇଲା ଭଳି ମନ୍ତବ୍ୟ ଦେଇଛନ୍ତି ବିରାଟ କୋହଲି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଭିଡିଓରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ ବୟାନ ଦେଲେ ପୂର୍ବତନ କ୍ରିକେଟର, କ’ଣ କହିଲେ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୩: ରାଜସ୍ଥାନ ରୟାଲ୍ସ ପାଇଁ ଡେବ୍ୟୁ କରି ବୈଭବ ସୂର୍ଯ୍ୟବଂଶୀ ପୂର୍ବ IPL ସଂସ୍କରଣରେ ଏକ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ IPLରେ ଦ୍ରୁତତମ ଭାରତୀୟ ଶତକ…

ପାକିସ୍ତାନରୁ ଆସିଲା ବଡ଼ ଖବର, ଅବସର ନେଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୫।୩: ଅଭିଜ୍ଞ ୱିକେଟକିପର ବ୍ୟାଟ୍ସମ୍ୟାନ୍ ଏବଂ ପାକିସ୍ତାନ କ୍ରିକେଟର ପୂର୍ବତନ ଅଧିନାୟକ ସରଫରାଜ ଅହମ୍ମଦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ପ୍ରାୟ ଦୁଇ ଦଶନ୍ଧି…

କେମିତି ଫେରିଲେ ସଞ୍ଜୁ ସାମସନ, ଜିମରେ ଗୁପ୍ତ କଥାବାର୍ତ୍ତାର ଗୁମର ଖୋଲିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୧୫।୩: ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ସଞ୍ଜୁ ସାମସନଙ୍କୁ ପ୍ରଶଂସା କରିଛନ୍ତି। ଗମ୍ଭୀର ବିଶ୍ୱାସ କରନ୍ତି ଯେ ଯେତେବେଳେ ସଞ୍ଜୁ ସାମସନ ଫର୍ମରେ ଥାଆନ୍ତି,…

ବାଜିଲା ମୋହର: ବାପା ହେବାକୁ ଯାଉଛନ୍ତି ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ, ପତ୍ନୀ ଦେବିଶାଙ୍କ…

ନୂଆଦିଲ୍ଲୀ,୧୫।୩: ଭାରତୀୟ ଟି-୨୦ ଦଳର ଅଧିନାୟକ ତଥା ବିଶ୍ୱକପ ବିଜୟୀ ହିରୋ ସୂର୍ଯ୍ୟକୁମାର ଯାଦବଙ୍କ ଘରକୁ ଆସିବାକୁ ଯାଉଛି ନୂଆ ଅତିଥି। ଖୁବଶୀଘ୍ର ସୂର୍ଯ୍ୟକୁମାର ବାପା ହେବାକୁ…

ପାକିସ୍ତାନ-ବାଂଲାଦେଶକୁ ଟାର୍ଗେଟ କରିଥିଲେ ଜୟ ଶାହା? କହିଛନ୍ତି: ‘କୌଣସି ଦଳ ଅନୁଷ୍ଠାନଠାରୁ ବଡ଼ ନୁହେଁ…’

ନୂଆଦିଲ୍ଲୀ,୧୫।୩: ICC ସଭାପତି ଜୟ ଶାହା ସ୍ପଷ୍ଟ ଭାବରେ ନାମ ନ ନେଇ ପାକିସ୍ତାନ ଏବଂ ବାଂଲାଦେଶ ଉପରେ କଟାକ୍ଷ କରି କହିଛନ୍ତି ଯେ କୌଣସି ଗୋଟିଏ…

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri