ଗିଲଗିଟ୍‌-ବାଲ୍‌ତିସ୍ତାନ ଅଞ୍ଚଳରେ ହିମସ୍ଖଳନ: ୩ ମହିଳାଙ୍କ ସମେତ ୧୦ ମୃତ, ୨୫ ଆହତ

ଇସଲାମାବାଦ,୨୮।୫: ପାକିସ୍ତାନର ଗିଲଗିଟ୍‌-ବାଲ୍‌ତିସ୍ତାନ ଅଞ୍ଚଳରେ ହିମସ୍ଖଳନ ଯୋଗୁ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି ବୋଲି ପୋଲିସ କହିଛି।
ପୋଲିସର ସୂଚନାନୁସାରେ, ପାର୍ବତ୍ୟ ଅଞ୍ଚଳର ଆସ୍ତୋର ଜିଲାର ଶଣ୍ଟର୍‌ ଟପ୍‌ ଅଞ୍ଚଳରେ ତିନିଜଣ ମହିଳାଙ୍କ ସମେତ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ କରାଯାଇଥିଲା ଏବଂ ପରେ ପାକିସ୍ତାନୀ ସେନାମାନେ ମଧ୍ୟ ଏହି ଅପରେଶନରେ ଯୋଗ ଦେଇଥିଲେ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଇଓ୍ବାନ ଅଞ୍ଚଳରେ ଚାଇନା ଯୁଦ୍ଧବିମାନର ଅନୁପ୍ରବେଶ

ତାଇପେଇ,୨୪।୬: ଚାଇନା ତା’ର ବିସ୍ତାରବାଦୀ ଏବଂ ଏକଛତ୍ରବାଦୀ ନୀତିକୁ ଛାଡି ପାରୁନାହିଁ। ଏବେ ପୁଣି ଥରେ ଚାଇନାର ଯୁଦ୍ଧ ବିମାନ ତାଇୱାନ ଷ୍ଟ୍ରାଇଟର ରେଖା ଅତିକ୍ରମ...

ସାପ, ବାଦୁଡିଙ୍କ ଦ୍ୱାରା ବ୍ୟାପୁଛି କୋରୋନା ଭାଇରସ !

ବେଜିଂ,୨୩।୧: ଚାଇନାରେ ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇଛି କୋରୋନା ଭାଇରସ। ଏବେ ଚାଇନାରେ ଏହି ଭାଇରସ ଆକ୍ରାନ୍ତରେ ୧୭ ଜଣଙ୍କ ମୃତ୍ୟୁ ହେବା ସହ ୫୫୦ଜଣ...

ଚାଇନାର ଚାଲାକି, ପାକିସ୍ତାନରେ ପ୍ରସ୍ତୁତ ହେଉଛି କରୋନାର ନୂଆ ଷ୍ଟ୍ରେନ୍‌!

ନୂଆଦିଲ୍ଲୀ/ଇସଲାମାବାଦ,୧୫ ।୪: କରୋନା ଭାଇରସର ଉତ୍ପତି ସ୍ଥଳ ଚାଇନା । ଏବେ ଏହି ସନ୍ଦେହ ଦୂର ହୋଇ ନ ଥିବା ବେଳେ ପୁଣି ଏକ ବିପଦ...

ୟୁକ୍ରେନରେ ପୁଣି କାର୍ଯ୍ୟ ଆରମ୍ଭ କରିବ ଭାରତୀୟ ଦୂତାବାସ

ନୂଆଦିଲ୍ଲୀ/କ୍ୱିଭ୍‌,୧୩।୫: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଥିବା ବେଳେ ଭାରତୀୟ ବିଦେଶ ମନ୍ତ୍ରାଳୟ ପକ୍ଷରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରୁଷିଆ...

ଆଫଗାନିସ୍ତାନ ଉପରେ ଭାରତର ନଜର

ନୂଆଦିଲ୍ଲୀ/ ଦୋହା, ୧।୩(ପି.ଟି.): ତାଲିବାନ୍‌ ସହ ଐତିହାସିକ ଶାନ୍ତିଚୁକ୍ତି ସ୍ବାକ୍ଷର ପରେ ଆଫଗାନିସ୍ତାନରୁ ବିଦେଶୀ ସେନା ପ୍ରତ୍ୟାହାର ହେବା ନିଶ୍ଚିତ ହୋଇଛି। ଦୀର୍ଘ ୧୮ ବର୍ଷର...

ପାକିସ୍ତାନ ସୈନ୍ୟବାହିନୀରେ ୮ ଅଧିକାରୀଙ୍କୁ କରୋନା: ଡ୍ୟୁଟି କରିବାକୁ ଅମଙ୍ଗ ସୈନ୍ୟ

ଇସଲାମାବାଦ,୧୫।୩: ପାକିସ୍ତାନ ସୈନ୍ୟବାହିନୀରେ ଏବେ ସଙ୍କଟ ଦେଖାଦେଇଥିବା କୁହାଯାଉଛି। ଡ୍ୟୁଟି କରିବାକୁ ସୈନ୍ୟମାନେ ପଛଘୁଞ୍ଚା ଦେବାକୁ ଲାଗିଛନ୍ତି। କୁହାଯାଉଛି ପାକିସ୍ତାନ ସୈନ୍ୟବାହିନୀରେ ୮ ଅଧିକାରୀଙ୍କୁ କରୋନା...

ହୀରା ଭିତରେ ୮୦ କୋଟି ବର୍ଷ ତଳର ପୁରୁଣା ହୀରା…

ମସ୍କୋ,୧୩।୭: ପ୍ରକୃତିର ସୃଷ୍ଟି ଅତି ବିଚିତ୍ରମୟ। ଏବେ ରୁଷିଆରେ ମିଳିଥିବା ଏକ ହୀରାକୁ ନେଇ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ଏହି ହୀରା ଭିତରେ...

ଶହ ଶହ ବର୍ଷ ପରେ ଜୁଲାଇ ସବୁଠାରୁ ଉତ୍ତପ୍ତ ମାସ, ୨୦୨୪ରେ ବିଗିଡିବ ପରିସ୍ଥିତି, ଚେତାବନୀ ଦେଲେ ନାସା ବୈଜ୍ଞାନିକ

ଓ୍ବାଶିଂଟନ,୨୧।୭: ବିଶ୍ୱରେ ବଢି ଚାଲିଥିବା ତାପମାତ୍ରାକୁ ନେଇ ସମସ୍ତେ ଅସ୍ତବ୍ୟସ୍ତ ହୋଇପଡିଲେଣି। ଏବେ ନାସାର ଜଣେ ବୈଜ୍ଞାନିକ ଚେତାବନୀ ଦେଇଛନ୍ତି କି ଆଗକୁ ଏହି ସମସ୍ୟା...

Advertisement
Archives

Model This Week