ମାଟି ଅତଡ଼ା ଧସି ୩ ମହିଳାଙ୍କ ଜୀବନ ଗଲା

କୋରାପୁଟ,୧୫ା୬(ଅମିତାଭ ବେହେରା): କୋଲାବ ଡ୍ୟାମ୍‌ କୂଳରେ ୩ ଜଣ ମହିଳା ମୋରମ ଖୋଲୁଥିବା ବେଳେ ମାଟି ଅତଡ଼ା ଧସି ଚାପି ହୋଇଯିବାରୁ ସେମାନଙ୍କର ମୃତ୍ୟୁ ଘଟିଛି।
ମିଳିଥିବା ସୂତ୍ରରୁ ପ୍ରକାଶ ଯେ, କୋରାପୁଟ ବ୍ଲକ ଅନ୍ତର୍ଗତ କେରଙ୍ଗା ପଞ୍ଚାୟତର କୋଲାବ ଡ୍ୟାମ୍‌ ନିକଟ ମଙ୍ଗଳା ମନ୍ଦିର ସମ୍ମୁଖରେ ଥିବା ଏକ ଉଚ୍ଚ ସ୍ଥାନରୁ ମୋରମ କାଢୁଥିବା ବେଳେ ହଠାତ୍‌ ଏକ ମାଟି ଅତଡ଼ା ଧସି ଯିବାରୁ ଏହି ୩ ମହିଳା ଚାପି ହୋଇଯାଇଥିଲେ। ବର୍ତ୍ତମାନ ଘଟଣାସ୍ଥଳରେ କୋରାପୁଟ ସଦର ଥାନା ପୋଲିସ ଓ କୋରାପୁଟ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋଲେରୋ ଧକ୍କାରେ ସଫେଇ କର୍ମଚାରୀ ମୃତ: ରାସ୍ତାରୋକୋ କରି ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲେ…

ପାଇକମାଳ,୨୧।୩( ବଡ ଶତପଥୀ) : ନୃସିଂହନାଥ ମନ୍ଦିରରେ କର୍ମରତ ସଫେଇ କର୍ମଚାରୀ ସକାଳେ ନିଜ କାମ ସାରି ପୁଅକୁ ମେଡିକାଲ ନେବା ପାଇଁ ଘରକୁ ବାଇକରେ ଫେରୁଥିବାବେଳେ…

ଯୁଦ୍ଧକୁ ଡେଇଁଲା ବ୍ରିଟେନ୍‌! କଲା ବଡ଼ ଘୋଷଣା, ଆମେରିକାକୁ…

ଲଣ୍ଡନ,୨୧।୩: ବ୍ରିଟିଶ ସରକାର ହର୍ମୁଜ ଷ୍ଟ୍ରେଟ୍‌ରେ ଆମେରିକା ଜାହାଜକୁ ଟାର୍ଗେଟ କରୁଥିବା ଇରାନୀ କ୍ଷେପଣାସ୍ତ୍ର ସ୍ଥାନଗୁଡ଼ିକ ଉପରେ ଆକ୍ରମଣ କରିବା ପାଇଁ ବ୍ରିଟିଶରେ ଅବସ୍ଥିତ ସାମରିକ ଘାଟି…

ରଥଯାତ୍ରା ପାଇଁ ବୁଗୁଡ଼ା ବନାଞ୍ଚଳରୁ ଗଲା ୧୬ ଖଣ୍ଡ ଫାଶି କାଠ

ବୁଗୁଡ଼ା,୨୧।୩(କାଳିଚରଣ ଦାଶ): ବୁଗୁଡ଼ା ପାଇଁ ଏକ ସୌଭାଗ୍ୟର ଦିନ। ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ତିଆରି ସକାଶେ ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ…

ମନ୍ଦିର ପ୍ରତିଷ୍ଠା, ନାମଯଜ୍ଞ ପାଇଁ ପ୍ରସ୍ତୁତି : ଅଧିକରୁ ଅଧିକ ଜନସମାଗମ ଆଶଙ୍କା

ଗଞ୍ଜାମ,୨୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକର କରପଡା ଗ୍ରାମରେ ଆସନ୍ତା ୨୨ରୁ ୨୬ ପର୍ଯ୍ୟନ୍ତ ୫ ଦିନ ବ୍ୟାପି ମହା ଆଡମ୍ବରରେ ମା’ ବୁଢ଼ୀ ଠାକୁରାଣୀ ଏବଂ…

କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର: ଆକ୍ସନ ମୋଡରେ ନବୀନ

ଭୁବନେଶ୍ୱର,୨୧।୧: କ୍ରସ ଭୋଟିଂ କରିଥିବା ବିଜେଡି ବିଧାୟକମାନଙ୍କ ଉତ୍ତର ଉପରେ ପ୍ରତିକ୍ରିୟା ରଖିଲେ ବିଜେଡି ଶୃଙ୍ଖଳା କମିଟି ସଦସ୍ୟ ସାରଦା ଜେନା। ସେ କହିଛନ୍ତି, ଉତ୍ତର ସନ୍ତୋଷଜନକ…

ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଆଶ୍ୱସ୍ତି: ଆମେରିକାରୁ ଆସିଲା ବଡ଼ ଖବର

ଓ୍ବାଶିଂଟନ୍‌,୨୧।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରୁଥିବା ଖବର ସାମ୍ନାକୁ ଆସିଛି। ହଠାତ୍‌ ମତ…

ଗ୍ୟାସ ଅଭାବ ଯୋଗୁ ଅଙ୍ଗନାଓ୍ବାଡି କର୍ମୀଙ୍କ ମଧ୍ୟରେ ଭାଳେଣି, ଅଙ୍ଗନାଓ୍ବାଡି କେନ୍ଦ୍ରରେ ବନ୍ଦ ହୋଇଯିବ ରୋଷେଇ!

ବୁଗୁଡ଼ା,୨୦।୩(କାଳିଚରଣ ଦାଶ): ମିଳୁନି ଜାଳେଣି ଗ୍ୟାସ, ଗ୍ୟାସ ଅଭାବରୁ ଅଧିକାଂଶ ହୋଟେଲ, ଫାଷ୍ଟଫୁଡ୍‌ ସେଣ୍ଟର ଓ ଚା’ ଦୋକାନ ବନ୍ଦ ହୋଇ ସାରିଥିବାବେଳେ ଏବେ ଘରମାନଙ୍କରେ ମଧ୍ୟ…

ଗଛରେ ପିଟିହୋଇ ଓଲଟିଲା କାର୍‌: ଆଖିବୁଜିଦେଲେ ,ଶାଳା,ଭିଣୋଇ

ନନ୍ଦପୁର,୨୧ା୩(ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଗୁରୁବାର ରାତିରେ ଏକ କାର୍‌ ରାସ୍ତା ପାର୍ଶ୍ୱ ଥିବା ଆମ୍ବଗଛକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri