ଜଗା ଦର୍ଶନ ପାଇଁ ଯାଉଥିଲେ: ଚଢ଼ିଗଲା ଆମ ବସ୍‌

ପିପିଲି,୨୮।୬: ପୁରୀ ଜିଲା ପିପିଲି ନିକଟରେ ଶନିବାର ଏକ ମମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଆମ ବସ୍‌ ଧକ୍କାରେ ୩ଜଣ ଯୁବତୀଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଏକ ସ୍କୁଟିରେ ଭୁବନେଶ୍ବରରୁ ୩ଜଣ ଯୁବତୀ ପୁରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଯାଉଥିଲେ। ହେଲେ ପିପିଲି ତରାକାଜ ନିକଟରେ ଅନ୍ୟ ଏକ ସ୍କୁଟି ସାଇଡ୍‌ ମାରିବାରୁ ସ୍କୁଟିରେ ଥିବା ୩ଜଣ ଯୁବତୀ ତଳେ ପଡି ଯାଇଥିଲେ।

ସେତିକିବେଳେ ଏକ ଆମ ବସ୍‌ ସେମାନଙ୍କ ଉପରେ ଚଢ଼ିଯାଇଥିଲା। ଫଳରେ ୩ଜଣ ଯୁବତୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନରେ ଜନ୍ମ ହେଲେ ୧୧ଟି ହଳଦିଆ ଆନାକୋଣ୍ଡା

ବାରଙ୍ଗ,୭।୭(ଲିଙ୍ଗରାଜ ରାଉତ): ଦ୍ୱିତୀୟ ଥର ପାଇଁ ମା’ ହୋଇଛି ହଳଦିଆ ଆନାକୋଣ୍ଡା। ସୋମବାର ଏହା ଜଣାପଡ଼ିବା ପରେ କର୍ମଚାରୀ ମହଲରେ ଖୁସିର ମହୋଲ ଖେଳିଯାଇଛି। ନନ୍ଦନକାନନ...

ଓଡ଼ିଶାରେ ଆଉ ୩୭ ଲକ୍ଷ ପରିବାରଙ୍କୁ ପକ୍କା ଘର ମଞ୍ଜୁର କରିବ ସରକାର

ଭୁବନେଶର,୭ା୭: ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (PMAY-G) ଅଧୀନରେ ଓଡ଼ିଶାରେ ଆଉ ୩୭ ଲକ୍ଷ ପରିବାରଙ୍କୁ ପକ୍କା ଘର ମଞ୍ଜୁର କରାଯିବ। ଏହି ଘୋଷଣା ଆଜି ପଞ୍ଚାୟତିରାଜ...

ମଙ୍ଗଳବାରଠାରୁ ସାରା ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ

ଭୁବନେଶ୍ୱର,୭।୭: ଓଡ଼ିଶା ଡ୍ରାଇଭର ମହାସଂଘ ମଙ୍ଗଳବାରଠାରୁ ସାରା ରାଜ୍ୟରେ ‘ଷ୍ଟିଅରିଂ ଛାଡ଼’ ଆନ୍ଦୋଳନ ଆରମ୍ଭ କରିବାକୁ ଘୋଷଣା କରିଛି। ୬ ଦଫା ଦାବି ନେଇ ଏହି...

ଭୁବନେଶ୍ୱର ଷ୍ଟେଶନରେ ଟ୍ରେନ୍‌ରେ ଲାଗିଲା ନିଆଁ: ଆତଙ୍କରେ ଧାଇଁଲେ ଲୋକେ

ଭୁବନେଶର,୭ା୭: ଭୁବନେଶ୍ୱର ରେଳଷ୍ଟେଶନରେ ହୀରାକୁଦ ଏକ୍ସପ୍ରେସ୍‌ର ଏକ ବଗିରେ ସୋମବାର ସନ୍ଧ୍ୟାରେ କୌଣସି କାରଣରୁ ନିଅଁା ଲାଗିଯାଇଥିଲା। ନିଆଁରେ ଜଣେ ଯାତ୍ରୀଙ୍କ କିଛି ଆସବାବପତ୍ର ପୋଡ଼ିଯାଇଥିବା...

ସରିଲା ଶ୍ରୀବିଗ୍ରହଙ୍କ ଅଧରପଣା ନୀତି: ନୀଳାଦ୍ରିିବିଜେକୁ ଭକ୍ତଙ୍କ ଅପେକ୍ଷା

ପୁରୀ,୭ା୭(ଅଜିତ୍‌ ମହାନ୍ତି)- ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ ଅବସ୍ଥାନ...

ପୋଷ୍ଟମର୍ଟମ ରିପୋର୍ଟ ଦେବାକୁ ଲାଞ୍ଚ ନେଉଥିଲେ କୁଜଙ୍ଗ CHCର ଡାକ୍ତର ପ୍ରସାଦ ସେଠୀ, ମାଡି ବସିଲା ଭିଜିଲାନ୍ସ

କୁଜଙ୍ଗ,୭।୭: କୁଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର (CHC)ର ଡାକ୍ତର ଶିବ ପ୍ରସାଦ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଲାଞ୍ଚ ନେଉଥିବା ଧରାଯାଇଛି। ସେ ଜଣେ ଅଭିଯୋଗକାରୀଙ୍କଠାରୁ...

‘ବ୍ୟାଡ୍ ବୟ ପିଜା’ ଆରମ୍ଭ କଲେ ବାଦଶାହ, ପ୍ୟାକେଜିଂରେ ‘ହାୟେ ଗର୍ମୀ

ମୁମ୍ବାଇ: ଜଣାଶୁଣା ରାପର ବାଦଶାହ, ଯିଏ ଜଣେ ଆବେଗୀ ଖାଦ୍ୟପ୍ରେମୀ ମଧ୍ୟ, ନିଜର ଖାଦ୍ୟ ପ୍ରତି ଥିବା ଅନୁରାଗକୁ ଆଉ ଏକ ପାଦ ଆଗକୁ ନେଇଛନ୍ତି।...

ଘୁମୁସର କରାଟେ ଏକାଡେମୀର ବଡ଼ ସଫଳତା

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ୧୧ତମ ରାଜ୍ୟସ୍ତରୀୟ ସୋଟୋକନ କରାଟେ ପ୍ରତିଯୋଗିତା ଭୁବନେଶ୍ବରରେ ଅନୁଷ୍ଟିତ ହୋଇଯାଇଛି । ଏଥିରେ ଘୁମୁସର କରାଟେ ଏକାଡେମୀକୁ ବଡ ସଫଳତା ମିଳିଛି। ଏକାଡେମୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri