କୋରାପୁଟରେ ପୁଣି ୩୦ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୪୪୧କୁ ବୃଦ୍ଧି

କୋରାପୁଟ,୨୫ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ପୁଣି ୩୦ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୪୧କୁ ବୃଦ୍ଧି ପାଇଥିବା ଜିଲାପାଳ ମଧୁସୂଦନ ମିଶ୍ର ସୂଚନା ଦେଇଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୨୧ ଜଣ ପୁରୁଷ ଓ ୯ ଜଣ ମହିଳା ରହିଛନ୍ତି। ଜିଲାରେ ଚିହ୍ନଟ ୩୦ ଜଣଙ୍କ ମଧ୍ୟରେ ଟିଏମ୍‌ସି କ୍ୱାରାଣ୍ଟାଇନ୍‌ରୁ ୪ ଜଣ, ଘରୋଇ କ୍ୱାରାଣ୍ଟାଇନ୍‌ରୁ ୪ ଜଣ ଏବଂ ପୂର୍ବ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସି ୨୨ ଜଣ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରେ କୋରାପୁଟ ମ୍ୟୁନିସିପାଲିଟିରୁ ୯, ଫାୟାର ଷ୍ଟେଶନ ଅଞ୍ଚଳରୁ ୫, ରାମନଗର ଅଞ୍ଚଳରୁ ଜଣେ , ଓଏମ୍‌ପି କଲୋନୀରୁ ୨ ଜଣ, ରେଲୱେ କଲୋନୀରୁ ଜଣେ ଓ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରୁ ଜଣେ। ସେହିପରି ଜୟପୁର ମ୍ୟୁନିସିପାଲିଟିରୁ ୭ଜଣ, ଭୁପତି ସାହିରୁ ୨ଜଣ, ଇରିଗେସନ କଲୋନୀ ଅଞ୍ଚଳରୁ ୨ , ପିଆର ପେଟାରୁ ଜଣେ, ଜୟନଗରରୁ ଜଣେ, ନିଳାଦ୍ରୀବିହାରରୁ ଜଣେ, ସୁନାବେଡ଼ା ମ୍ୟୁନିସିପାଲିଟିରୁ ଜଣେ, କୋରାପୁଟ ବ୍ଲକରୁ ୨, ଲକ୍ଷ୍ମୀପୁର ବ୍ଲକରୁ ୬, ଲମତାପୁଟ ବ୍ଲକରୁ ଜଣେ, ନାରାୟଣପାଟଣା ବ୍ଲକରୁ ୪ ଜଣ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪ ଜଣ ଆନ୍ଧ୍ର ଫେରନ୍ତା, ଜଣେ ବାଙ୍ଗାଲୋର ଫେରନ୍ତା, ଜଣେ ମହାରାଷ୍ଟ୍ର ଫେରନ୍ତା, ୨ଜଣ ଭୁବେନେଶ୍ୱର ଫେରନ୍ତା ରହିଥିବାବେଳେ ୨୨ ଜଣ ସ୍ଥାନୀୟ ସଂକ୍ରମିତ। ଚିହ୍ନଟ ପଜିଟିଭ୍‌ଙ୍କ ମଧ୍ୟରେ ଜଣେ ସ୍ବାସ୍ଥ୍ୟ କର୍ମଚାରୀ(ଜିଏନ୍‌ଏମ୍‌) ମଧ୍ୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା

ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri