Posted inଜାତୀୟ

୩୦ କୋଟି ଲୋକଙ୍କୁ ପ୍ରଥମେ ଦିଆଯିବ ଟିକା: ପୋଲିଂ ବୁଥ୍‌ ଭଳି ସ୍ଥାପନ ହେବ ଟିକା ବୁଥ୍‌

ନୂଆଦିଲ୍ଲୀ,୨୫।୧୧: ବର୍ତ୍ତମାନ ସୁଦ୍ଧା ଭାରତରେ କୌଣସି କରୋନା ଟିକାକୁ ଦିଆଯିବା ଲାଗି ସ୍ବୀକୃତି ମିଳି ନାହିଁ। ତେବେ ୩୦ କୋଟି ଲୋକଙ୍କୁ ଟିକା ଦିଆଯିବା ଲାଗି ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ଏସବୁ ଲୋକଙ୍କୁ ପ୍ରାଥମିକତା ଆଧାରରେ ଟିକା ଦିଆଯିବ। ଟିକା ଦିଆଯିବା ଲାଗି ପୋଲିଂ ବୁଥ୍‌ ଭଳି ଟିକା ବୁଥ୍‌ ସ୍ଥାପନ କରାଯିବ। ଦିଲ୍ଲୀ, ରାଜସ୍ଥାନ, ମହାରାଷ୍ଟ୍ର ଏବଂ କେରଳ ଆଦି ୪ ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ସରକାରଙ୍କୁ ବେଶ୍‌ ଚିନ୍ତିତ କରିଛି। ଶୀଘ୍ର ଟିକାକରଣ ପାଇଁ ଟିକା ବୁଥ୍‌ ସ୍ଥାପନ ଉପରେ ସରକାର ଗୁରୁତ୍ୱାରୋପ କରିଛନ୍ତି। ପରବର୍ତ୍ତୀ ପର୍ଯ୍ୟାୟରେ ଦେଶର ଅନ୍ୟ ଲୋକଙ୍କୁ ଟକା ଦିଆଯିବା ନେଇ ସରକାରଙ୍କ ପକ୍ଷରୁ ଯୋଜନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁନ୍ନା ଭାଇ ଏମ୍‌ବିବିଏସ୍‌ ଭଳି ସଭିଙ୍କୁ ଚୁନା ଲଗାଇଲେ ଚା’ ବିକାଳିଙ୍କ ପୁଅ

ନୂଆଦିଲ୍ଲୀ,୧୧।୨: ବଲିଉଡ୍‌ ଫିଲ୍ମ ମୁନ୍ନା ଭାଇ ଏମ୍‌ବିବିଏସ୍‌ ଭଳି ଘଟଣା ସାମ୍ନାକୁ ଆସିଛି ଆସାମରୁ। ଫିଲ୍ମରେ ଯେଉଁଭଳି ମୁନ୍ନା ସଭିଙ୍କୁ ଠକୁଛନ୍ତି ଠିକ୍‌ ସେହିଭଳି ଗଣମାଧ୍ୟମଠାରୁ...

ଭାରତ-ବାଂଲାଦେଶ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି: ହସିନାଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୫।୧୦: ଭାରତ-ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ପୁଣି ବୃଦ୍ଧି ପାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବାଂଲାଦେଶ ପ୍ରତିପକ୍ଷ ଶେଖ୍‌ ହସିନାଙ୍କ ସହିତ ଶନିବାର ସାକ୍ଷାତ୍‌...

ବିଦେଶୀ ଗଣମାଧ୍ୟମରେ ‘କଶ୍ମୀର’: ପିଟନାହିଁ, ଗୁଳିକର

ଶ୍ରୀନଗର, ୩୧ା୮ :ଜମ୍ମୁ-କଶ୍ମୀରର ସ୍ବାୟତ୍ତତା ପ୍ରତ୍ୟାହାର ପରେ ଉପତ୍ୟକାବାସୀଙ୍କ ଉପରେ ଭାରତୀୟ ସୁରକ୍ଷା ବଳର ବର୍ବରତା ଓ ନିର୍ଯାତନାକୁ ନେଇ ଅନେକ ଅଭିଯୋଗ ସାମ୍ନାକୁ ଆସିଛି।...

ସଚିନ ତେନ୍ଦୁଲକରଙ୍କୁ ଅପମାନିତ କଲେ କଂଗ୍ରେସ କର୍ମୀ

କୋଚି,  ୬ା୨- ଦେଶରେ ନୂଆ ଚାଷୀ ଆଇନକୁ ପ୍ରବଳ ବିରୋଧ କରାଯାଉଥିବାବେଳେ ଏହି ଆଇନ ସପକ୍ଷରେ ବାହାରିଛନ୍ତି କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର। ଏଥିନେଇ ଦେଶର...

ହରପ୍ରୀତ ସିଂଙ୍କୁ ଜେଡ୍‌ ସୁରକ୍ଷା

ଚଣ୍ଡିଗଡ଼,୩।୬: ପଞ୍ଜାବ ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଅକାଲ ତଖତର ଜଥେଡର ଜିଆନି ହରପ୍ରୀତ ସିଂଙ୍କୁ କେନ୍ଦ୍ର...

କରୋନା ଆପ୍‌ ମାଧ୍ୟମରେ ଅଧିକାଂଶ ଲୋକେ ଖୋଜୁଛନ୍ତି ବେଡ୍‌

ନୂଆଦିଲ୍ଲୀ,୪।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ହେଲେ ଚିକିତ୍ସା ପାଇଁ ହସ୍ପିଟାଲରେ ବେଡ୍‌ର ଅଭାବ ଥିବା ଅଭିଯୋଗ ଆସିବା...

ଦିଲ୍ଲୀର ପୂର୍ବତନ ଭାଜପା ଅଧ୍ୟକ୍ଷ ମାନଗେ ରାମ ଗର୍ଗଙ୍କ ପରଲୋକ

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀର ପୂର୍ବତନ ଭାଜପା ଅଧ୍ୟକ୍ଷ ଥିବା ମାନଗେ ରାମ ଗର୍ଗଙ୍କ ପରଲୋକ ହୋଇଛି। ରବିବାର ସକାଳ ୭ଟା ୩୦ରେ ତାଙ୍କର ପରଲୋକ ହୋଇଥିବା ସୂଚନା...

କିନ୍ନର ହେବେ ପାଇଲଟ୍‌, ଡିଜିସିଏ ଜାରି କଲା ନୂଆ ମାର୍ଗଦର୍ଶିକା…

ନୂଆଦିଲ୍ଲୀ, ୧୧।୮ : ପାଇଲଟ ହେବାକୁ ଚାହୁଁଥିବା କିନ୍ନରଙ୍କ ଫିଟନେସର ଏରୋମେଟିକାଲ ମୂଲ୍ୟାଙ୍କନ ବିଷୟରେ ନୂଆ ମାର୍ଗଦର୍ଶିକା ଜାରି ହୋଇଛି। ଫଳରେ ଏଣିକି କିନ୍ନରଙ୍କ ବ୍ୟବସାୟିକ...

Advertisement
Archives

Model This Week