୩୦ ଲିଟର ଦେଶୀମଦ ଜବତ

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର): ପାଟପୁର ଥାନା ବାବୁଲିବନ୍ଧ ଖାରିସାହି ଗ୍ରାମର ସୁରେଶ ମଲ୍ଲିକଙ୍କୁ ପୋଲିସ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଥାନା ମାମଲା ନଂ.୨୩୬/୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି। ଶୁକ୍ରବାର ପାଟପୁର ଥାନା ଏଏସ୍‌ଆଇ ରମାକାନ୍ତ ଶବର, ପୋଡ଼ାମାରି ଫାଣ୍ଡି ଅଧିକାରୀ ପରମେଶ୍ୱର ମଲ୍ଲିକ ସଦଳବଳେ ବାବୁଲି ବନ୍ଧ, ଜୁଆଣ ପଲ୍ଲୀ, ଫାସିବନ୍ଧ ଗ୍ରାମ ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ବେଳେ ରାତି ପ୍ରାୟ ୮ଟାରେ ଅଭିଯୁକ୍ତ ସୁରେଶଙ୍କ ନିକଟରୁ ୩୦ ଲିଟର ଦେଶୀମଦ ଜବତ କରିଥିଲେ। ଏଏସ୍‌ଆଇ ରମାକାନ୍ତ ଶବରଙ୍କ ଏତଲା କ୍ରମେ ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ। ପୋଡ଼ାମାରି ଫାଣ୍ଡି ଅଧିକାରୀ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକନ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ଶ୍ରାବଣ ଶେଷ ସୋମବାରରେ ୩ଟି ଶୁଭ ଯୋଗ, ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ପ୍ରଚୁର ଧନ-ସମ୍ପତ୍ତି

ଶ୍ରାବଣ ମାସର ଶେଷ ସୋମବାର ବ୍ରତ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ମନେକରାଯାଏ। ଏହି ଦିନ ଭଗବାନ ଶିବଙ୍କର ବିଶେଷ ପୂଜାର୍ଚ୍ଚନା କରାଯାଏ। ଚଳିତ ଶ୍ରାବଣର…

ବାରମ୍ବାର ପୋଷ୍ଟ ଅଫିସ୍ ଯିବା ଦରକାର ନାହିଁ! ୨ ମିନିଟ୍‌ରେ ଜମା ହେବ ସୁକନ୍ୟା ଟଙ୍କା, ଜାଣନ୍ତୁ ପ୍ରୋସେସ୍…

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କ ଝିଅର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ସୁକନ୍ୟା ସମୃଦ୍ଧି ଯୋଜନା (SSY) ଅଧୀନରେ ଏକ ଆକାଉଣ୍ଟ ଖୋଲିଛନ୍ତି, ତେବେ ଆପଣଙ୍କୁ ଆଉ…

ଭାରତକୁ ପୁଣି ସାହାଯ୍ୟ ମାଗିଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୧୯।୮: ଗତ କିଛି ମାସ ଧରି ବାଂଲାଦେଶ ଏବଂ ଭାରତ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପ୍ରାରମ୍ଭରେ ତାରିକ ରହମାନ ସରକାରଙ୍କୁ ପଛକୁ ପକାଇ ଦେଇଥିଲା। ତଥାପି, ବାଂଲାଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri