ଦୈନିକ ସଂକ୍ରମଣରେ ୩୦ ପ୍ରତିଶତ ବୃଦ୍ଧି…

ନୂଆଦିଲ୍ଲୀ,୫।୧୦ : ଦେଶରେ କରୋନା ଆତଙ୍କ ଥମିବାର ନା ଧରୁନି। ବୁଧବାର (ଅକ୍ଟୋବର ୫) ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨,୪୬୮ ନୂଆ କରୋନା ମାମଲା ରିପୋର୍ଟ ହୋଇଛି। ଯାହା ଗତକାଲି ତୁଳନାରେ ୫୦୦ଅଧିକ (ପ୍ରାୟ ୩୦ ପ୍ରତିଶତ) ଅଟେ। ମଙ୍ଗଳବାର ୧,୯୬୮ କରୋନା ମାମଲା ରିପୋର୍ଟ ହୋଇଥିଲା ଏବଂ ୧୫ ଜଣଙ୍କର ମୃତ୍ୟୁ ହୋଇଥିଲା।

ଏଥି ସହିତ ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ବ୍ୟତୀତ ଦେଶରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୩,୩୧୮ରେ ପହଞ୍ଚିଛି। ଯାହା ଗତକାଲି ତୁଳନାରେ ୧,୨୮୦ କମ ଅଟେ। ମହାମାରୀ ଆରମ୍ଭରୁ ଏ ପର୍ଯ୍ୟନ୍ତ ୫,୨୮,୭୩୩ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ୪,୪୦,୩୯,୮୮୩ ଲୋକ ସୁସ୍ଥ ହୋଇଛନ୍ତି।

ଦିଲ୍ଲୀରେ କରୋନା ହ୍ରାସ ପାଉଥିବା ମାମଲାକୁ ଦୃଷ୍ଟିରେ ରଖି ମାସ୍କ ନ ପିନ୍ଧିଲେ ଲାଗୁ ହୋଇଥିବା ୫୦୦ଟଙ୍କା ଜୋରିମାନା ହଟାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁପି ରାଜ୍ୟସଭା ନିର୍ବାଚନ: ୮ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୫।୧୦: ଉତ୍ତର ପ୍ରଦେଶ(ୟୁପି)ରେ ହେବାକୁ ଥିବା ୨୦୨୬ ରାଜ୍ୟସଭା ନିର୍ବାଚନ ପାଇଁ ୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାଜପା। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏହି…

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

ଏହି ୩ ଜଣଙ୍କୁ ଚିକିତ୍ସା ବିଜ୍ଞାନରେ ନୋବେଲ: ମିଳିବ ଏତିକି ଟଙ୍କାର ପୁରସ୍କାର

ଷ୍ଟକହୋମ,୫।୧୦: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। କାର୍ଲ ଡାଇସେରୋଥ, ପିଟର ହେଗେମାନ ଓ ଜର୍ଜ ନାଗେଲଙ୍କୁ ଫିଜିଓଲୋଜି ବା ମେଡିସିନ୍‌ରେ…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?