ଖେଳାଳି ଚୟନ ଶିବିର ଉଦ୍‌ଯାପିତ: ରାଜ୍ୟସ୍ତରକୁ ୩୦ ଖେଳାଳି ମନୋନୀତ

କୋରାପୁଟ,୪।୬(ସ୍ବ.ପ୍ର.): ୬୯ତମ ରାଜ୍ୟ ଦୌଡ଼କୁଦ ପ୍ରତିଯୋଗୀତା ନିମନ୍ତେ କୋରାପୁଟ ଷ୍ଟାଡିୟମଠାରେ ଚାଲିଥିବା ୨ ଦିନିଆ ଖେଳାଳି ଚୟନ ଶିବିର ରବିବାର ଉଦ୍‌ଯାପିତ ହୋଇଯାଇଛି। ରାଜ୍ୟରେ ହେବାକୁ ଥିବା ଦୌଡ଼କୁଦ ପ୍ରତିଯୋଗିତା ନିମନ୍ତେ ଶିବିରରୁ ୩୦ଜଣ କ୍ରୀଡ଼ାବିତ ମନୋନୀତ ହୋଇଥିବା ଜିଲା କ୍ରୀଡ଼ା ଅଧିକାରୀ ଜ୍ଞାନଜିତ ତ୍ରିପାଠୀ ରବିବାର ସୂଚନା ଦେଇଛନ୍ତି।

ସୂଚନା ଯୋଗ୍ୟ, ଶନିବାରଠାରୁ ଆରମ୍ଭ ହୋଇଥିବା ଚୟନ ଶିବିରରେ କୋରାପୁଟ ଜିଲାର ୧୪ଟି ବ୍ଲକ ୧୫୦ଜଣ ଖେଳାଳି ଅଂଶଗ୍ରହଣ କରିଥିଲେ। ଚଳିତ ମାସ ୨୨ତାରିଖରୁ ୨୫ତାରିଖ ପର୍ଯ୍ୟନ୍ତ ଭୁବେନେଶ୍ୱରରେ ହେବାକୁ ଥିବା ୬୯ତମ ରାଜ୍ୟ ଦୌଡ଼କୁଦ ପ୍ରତିଯୋଗିତାରେ ଜିଲାରୁ ଚୟନ କରାଯାଇଥିବା ୩୦ଜଣ ଖେଳାଳି ଅଂଶ ଗ୍ରହଣ କରିବେ ବୋଲି ତ୍ରିପାଠୀ ପ୍ରକାଶ କରିଛନ୍ତି। ବିଭିନ୍ନ ବର୍ଗକୁ ନେଇ ଲମ୍ବ ଡିଆଁ, ଜାଭେଲିନ, ଡିସ୍‌କସ୍‌, ସଟ୍‌ଫୁଟ ଥ୍ରୋ, ୧୦୦, ୨୦୦, ୪୦୦, ୮୦୦, ୧୦୦୦, ୧୫୦୦ ଏବଂ ୩ ହଜାର ମିଟର ଦୌଡ଼ ପ୍ରତିଯୋଗିତା ହୋଇଥିଲା। ରାଜ୍ୟ ତଥା ଜିଲାସ୍ତରର ୨୩ଜଣ ଅଧିକାରୀ ଶିବିରରେ ଯୋଗଦେଇ ଖେଳାଳିମାନଙ୍କୁ ଚୟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri