୩୦ ହଜାର ଠକେଇ,ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧।୯ (ବ୍ୟୁରୋ): ନିଜକୁ ରାଜ୍ୟର ଅମୂଲ କମ୍ପାନୀର ମୁଖ୍ୟ ବୋଲି ପରିଚୟ ଦେଇଥିଲେ। ଏହାପରେ କମ୍‌ ଟଙ୍କାରେ ଅମୁଲ ଆଉଟଲେଟ କାଉଣ୍ଟର ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇ ଜଣେ ବ୍ୟକ୍ତିଙ୍କଠାରୁ ୩୦ ହଜାର ଟଙ୍କା ଠକିବା ଅଭିଯୋଗରେ ଖଣ୍ଡଗିରି ଥାନା ପୋଲିସ ଜଣେ ଠକକୁ ଗିରଫ କରିଛି । ସେ ହେଲେ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ରହୁଥିବା କଟକ ଜିଲା ଚାଉଳିଆ ଥାନା ଅନ୍ତର୍ଗତ ନୂଆବଜାର ଗ୍ରାମର ଜ୍ଞାନରଞ୍ଜନ ସାରଙ୍ଗୀ (୪୨) । ତାଙ୍କଠାରୁ ୩୦ ହଜାର ଟଙ୍କା ଜବତ କରାଯାଇଛି । ଏନେଇ ପୋଲିସ ମାମଲା (ନଂ ୪୪୫/୨୨) ରେ ରୁଜୁ କରି ଅଭିଯୁକ୍ତକୁ ଗୁରୁବାର କୋର୍ଟ ଚାଲାଣ କରିଥିଲା । ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତ୍ୟେକ ସ୍କୁଲରେ ପାଳନ ହେବ ଆନ୍ତର୍ଜାତିକ ବୟସ୍କ ଦିବସ

ଭୁବନେଶ୍ୱର, ୧।୧୦(ବ୍ୟୁରୋ)- ଏଣିକି ପ୍ରତିବର୍ଷ ରାଜ୍ୟର ସବୁ ସ୍କୁଲରେ ପାଳନ ହେବ ଆନ୍ତର୍ଜାତିକ ବୟସ୍କ ଦିବସ। ଅକ୍ଟୋବର ୧କୁ ସାରା ଆନ୍ତର୍ଜାତିକ ବୟସ୍କ ଦିବସ ଭାବେ...

୩ ମହାନଗରର ସଂରକ୍ଷଣ ଚିଠା ବିଜ୍ଞପ୍ତି ପ୍ରକାଶିତ

ଭୁବନେଶ୍ୱର,୮ା୧(ବ୍ୟୁରୋ): ପୌର ନିର୍ବାଚନ ପାଇଁ ଓ୍ବାର୍ଡ ପୁନର୍ଗଠନ ଓ ଆସନ ସଂରକ୍ଷଣ କାର୍ଯ୍ୟ ଜୋରସୋରରେ ଚାଲିଛି। ଶୁକ୍ରବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ...

ଅନୁଗୋଳ ପରେ ବୌଦ୍ଧକୁ ଡେଇଁଲା କରୋନା

ଭୁବନେଶ୍ୱର,୧୦।୫(ବ୍ୟୁରୋ)-ରାଜ୍ୟରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ସନ୍ଧ୍ୟାରେ ଆଉ ୧୫ କରୋନା ପଜିଟିଭ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଛି।...

‘ବିଜୁ ଏକ୍ସପ୍ରେସ୍‌ ଓ୍ବେ’କୁ ୪୪୮ କୋଟି

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ଶିଳ୍ପ ଅଭିବୃଦ୍ଧି ସହ ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ ସରକାର ବିଜୁ ଏକ୍ସପ୍ରେସ ଓ୍ବେ ନିର୍ମାଣ କରୁଛନ୍ତି।...

ଆମ୍ବୁଲାନ୍ସର ହେଉଛି ଅପବ୍ୟବହାର

ଭୁବନେଶ୍ୱର, ୨୫ା୪(ବ୍ୟୁରୋ): କରୋନା ପାଇଁ ସାରା ଦେଶ ଏବେ ଲକ୍‌ଡାଉନ। ଏପରି ସମୟରେ ଆମ୍ବୁଲାନ୍ସର ଅପବ୍ୟବହାର ହେଉଛି। ଜରୁରିକାଳୀନ ସେବା ପାଇଁ ଉଦ୍ଦିଷ୍ଟ ଆମ୍ବୁଲାନ୍ସକୁ କେତେଜଣ...

କରୋନାର ଲମ୍ବ ଡିଆଁ: ନୂଆ ୨୯୨୪ ଆକ୍ରାନ୍ତ ସହ ରାଜ୍ୟରେ ୬୦,୦୦୦ ପାର ହେଲା ସଂଖ୍ୟା

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ୩୦ ଜିଲାରୁ ସର୍ବାଧିକ ୨୯୨୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ...

ସରକାରଙ୍କ ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରହିବ ସେଲୁନ୍‌, ବିୟୁଟିପାର୍ଲର

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଯଦି କୌଣସି ସରକାରୀ କର୍ମଚାରୀଙ୍କଠାରେ କାଭିଡ-୧୯ର କୌଣସି ଲକ୍ଷଣ ଦେଖାଯାଉଛି ସେ କ୍ୱାରାଣ୍ଟାଇନ୍‌ରେ ୧୪ ଦିନ ଘରେ ରହିପାରିବେ। ଏଥିପାଇଁ ସେମାନଙ୍କୁ ଉପରିସ୍ଥ ଅଧିକାରୀଙ୍କଠାରୁ...

ରାଜ୍ୟରେ ବଢୁଛି ପିଲାଙ୍କ ଚିନ୍ତା

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେଉଛି। ରାଜ୍ୟରେ ଗୁରୁବାର ୫୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୨...

Advertisement
Archives

Model This Week