‘ଓଡ଼ିଶାରେ ଦୈନିକ ଚିହ୍ନଟ ହେବେ ୩୦ରୁ ୫୦ ହଜାର’

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ): ପୁଣି ଡରାଇଲାଣି କରୋନା। ବାହାର ଦେଶରେ ସଂକ୍ରମଣ ବଢୁଥିବା ବେଳେ ଦେଶରେ ମଧ୍ୟ ସଂକ୍ରମଣ ବଢ଼ିବାର ସମ୍ଭାବନା ରହିଛି। ଡିସେମ୍ବର ଶେଷ କିମ୍ବା ଜାନୁୟାରୀ ପ୍ରଥମ ସପ୍ତାହରେ ସଂକ୍ରମଣ ବଢ଼ିବାର ସମ୍ଭାବନା ରହିଛି। ଜାନୁୟାରୀ ତୃତୀୟ ସପ୍ତାହ ସୁଦ୍ଧା ସଂକ୍ରମଣ ପିକ୍‌ରେ ପହଞ୍ଚତ୍ ପାରେ। ଓଡ଼ିଶାରେ ପାଖାପାଖି ୩୦ରୁ ୫୦ ହଜାର ଭିତରେ କେସ୍‌ ଲୋଡ୍‌ ରହିପାରେ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ଡା. ନିରୋଜ ମିଶ୍ର କହିଛନ୍ତି।

‘ଓମିକ୍ରନ’ ନିଶ୍ଚିତ ଭାବେ ଭାରତରେ ତୃତୀୟ ଲହର ଆଣିବ। ଏଥିରେ କୌଣସି ସନ୍ଦେହ ନାହିଁ। ଏହା ଯେଉଁ ଭଳି ସଂକ୍ରମଣ କରୁଛି ତାହା ଚିନ୍ତାଜନକ। ଦକ୍ଷିଣ ଆଫ୍ରିକା, ବ୍ରିଟେନ, ଡେନମାର୍କ ଓ ନରୱେରେ ଏହା କ୍ଷିପ୍ର ଗତିରେ ମାଡୁଛି। ଏହା ସମଗ୍ର ବିଶ୍ୱକୁ ବ୍ୟାପିବ। କେବଳ ଆମ ଦେଶ ନୁହେଁ। କେସ୍‌ ଲୋଡ୍‌ ବହୁତ ବଢ଼ିବ। କିନ୍ତୁ ଯାହା ବର୍ତ୍ତମାନ ସୁଦ୍ଧା ଜଣାପଡୁଛି, ସିଭିୟରିଟି ହେବ ନାହିଁ। ବିଦେଶ ଅନୁପାତରେ ଆମ ଦେଶରେ ଦୈନିକ ୨୦ରୁ ୨୫ ଲକ୍ଷ କେସ୍‌ ଆସିବ। ଯେଉଁମାନେ ଚିହ୍ନଟ ହେବେ ସମସ୍ତେ ଲକ୍ଷଣବିହୀନ ହିଁ ଚିହ୍ନଟ ହେବେ। ଯେଉଁମାନଙ୍କର ଇମ୍ୟୁନିଟି କମ୍‌ ରହିଛି ସେମାନଙ୍କ କ୍ଷେତ୍ରରେ ସିଭିୟରିଟି ବଢ଼ିବ। ଜାନୁୟାରୀରେ ସଂଖ୍ୟା ବଢ଼ିବା ଆରମ୍ଭ ହେବ। ପିକ୍‌ରେ ପହଞ୍ଚତ୍ବା ପାଇଁ ୩ରୁ ୪ ସପ୍ତାହ ଲାଗୁଛି। ତେଣୁ ଜାନୁୟାରୀ ତୃତୀୟ ସପ୍ତାହରେ ପିକ୍‌ ନେବା ସହ ଦୈନିକ ୩୦ରୁ ୫୦ ହଜାର ସଂକ୍ରମିତ ଚିହ୍ନଟ ହେବା ନେଇ ଆକଳନ କରାଯାଉଛି ବୋଲି ଡା. ନିରୋଜ ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri