ଗୋଟିଏ ଭୁଲ୍‌ ପାଇଁ କ୍ଷତି ହେଲା ୩୦ ହଜାର କୋଟି…

ଲିସବନ୍‌,୧୬।୬: ଗୋଟିଏ ଭୁଲ୍‌ ପାଇଁ ସାଙ୍ଗେ ସାଙ୍ଗେ ୩୦ ହଜାର କୋଟି ଟଙ୍କାର କ୍ଷତି ହୋଇଥିଲା। ପର୍ତ୍ତୁଗାଲ ଫୁଟବଲ ଟିମ୍‌ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍‌ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍‌ ମଧ୍ୟରେ ୨୯,୩୦୦ କୋଟି ଟଙ୍କାର କ୍ଷତି ହୋଇଥିଲା। ଏହି ଘଟଣା ୟୁରୋ ୨୦୨୦ ମ୍ୟାଚ୍‌ ପୂର୍ବରୁ ହୋଇଥିଲା। ହଙ୍ଗେରୀ ସହିତ ପର୍ତ୍ତୁଗାଲର ମ୍ୟାଚ୍‌ ପୂର୍ବରୁ ଏକ ଗଣମାଧ୍ୟମ ସମ୍ମିଳନୀରେ ରୋନାଲ୍ଡୋ ଅଜାଣତରେ ଟେବୁଲ ଉପରେ ପ୍ରଚାର ଉଦ୍ଦେଶ୍ୟରେ ରଖାଯାଇଥିବା ଦୁଇଟି କୋକା କୋଲା ବୋତଲକୁ ହଟାଇ ଦେଇଥିଲେ। ଏହା ସହିତ ସେ କହିଥିଲେ କୋଲ୍ଡ ଡ୍ରିଙ୍କସ୍‌ ନୁହେଁ ଆମର ଅଭ୍ୟାସ ପାଣି ପିଇବା ହେବା ଆବଶ୍ୟକ ବୋଲି କହି ଟେବୁଲରେ ଥିବା ପାଣି ବୋତଲକୁ ଅଙ୍ଗୁଳି ସୂଚିତ କରିଥିଲେ। ରୋନାଲ୍ଡୋଙ୍କ ଏଭଳି ପରାମର୍ଶ ଯୋଗୁ କୋକା କୋଲା କମ୍ପାନୀ ବଡ଼ କ୍ଷତି ହୋଇଥିଲା। ୟୁରୋ ୨୦୨୦ ମ୍ୟାଚ୍‌ର ପ୍ରୋତ୍ସାହକ ଭାବେ କୋକା କୋଲା ଚୁକ୍ତିବଦ୍ଧ ଥିଲା। ଅଜାଣତରେ ରୋନାଲ୍ଡୋଙ୍କ ଏଭଳି କାମ ଯୋଗୁ କୋକା କୋଲାର ଶେୟାର ହ୍ରାସ ପାଇଥିଲା। ପରେ ଏହାର ୨୦ ସେକେଣ୍ଡର ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଜାତୀୟ ରେକର୍ଡ ଭାଙ୍ଗିଲେ ଦୂତୀ: ଅଲିମ୍ପିକ୍ସ ଯୋଗ୍ୟତାରୁ ଅଳ୍ପକେ ବଞ୍ଚିତ

ଭୁବନେଶ୍ୱର(ସ୍ପୋଟର୍‌ସ ବ୍ୟୁରୋ)୨୨।୬: ଭାରତ ଦ୍ରୁତତମ ମହିଳା ତଥା ତାରକା ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ଆଉ ଏକ ଉଲ୍ଲେଖନୀୟ ସଫଳତା ଅର୍ଜନ କରିଛନ୍ତି। ପଟିଆଲାରେ ଚାଲିଥିବା ଭାରତୀୟ...

ପାକିସ୍ତାନରେ ଚାଇନା ନାଗରିକଙ୍କୁ ଗୁଳି ମାରି ହତ୍ୟା: ୨ ଆହତ

କରାଚି,୨୮।୯: ପାକିସ୍ତାନର କରାଚିରେ ବୁଧବାର ଜଣେ ଚାଇନା ନାଗରିକଙ୍କୁ ଗୁଳି କରି ହତ୍ୟା କରାଯାଇଛି। କରାଚିର ସଦର ଅଞ୍ଚଳରେ ଥିବା ଏକ କ୍ଲିନିକରେ ଅଜ୍ଞାତ ଆକ୍ରମଣକାରୀଙ୍କ...

ବିଶ୍ୱ ସ୍କାଉଟ ଦିବସ: ଚିନ୍ତା ଓ ପ୍ରତିଜ୍ଞାର ସମୟ

ବିଶ୍ୱବ୍ୟାପୀ ଫେବୃୟାରୀ ୨୨କୁ ସ୍କାଉଟ ଦିବସ ଭାବେ ପାଳନ କରାଯାଇଥାଏ। କୋଟି କୋଟି ସ୍କାଉଟ ଏହି ଦିନଟିକୁ ବିଭିନ୍ନ ସ୍ଥାନରେ ପାଳନ କରିଥାନ୍ତି। ଏହି ଦିନ...

ବିଦା ହେବେ ଶ୍ରୀଲଙ୍କା କୋଚ୍‌

କଲମ୍ବୋ,୧୯ା୭(ଏଏଫ୍‌ପି)- ବିଶ୍ୱକପ୍‌ ବିଫଳତା ପରେ ଶ୍ରୀଲଙ୍କା କ୍ରୀଡ଼ାମନ୍ତ୍ରୀ ହାରିନ ଫେର୍ନାଣ୍ଡୋ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ପଦତ୍ୟାଗ କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଶ୍ରୀଲଙ୍କା ଦଳ...

ଶ୍ରୀଲଙ୍କାକୁ ୨୧,୦୦୦ ଟନ ସାର ଯୋଗାଇଲା ଭାରତ

ନୂଆଦିଲ୍ଲୀ/କଲମ୍ବୋ,୨୨।୮:ଭାରତ ସୋମବାର ଏକ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମ ଅଧୀନରେ ଶ୍ରୀଲଙ୍କାକୁ ୨୧,୦୦୦ ଟନ ସାର ପ୍ରଦାନ କରିଛି। ଏହି ପଦକ୍ଷେପ ପଡୋଶୀ ଦେଶର କୃଷକମାନଙ୍କୁ ସାହାଯ୍ୟ...

ପୂଜାରାଙ୍କ ବଦଳରେ ରୋହିତଙ୍କୁ ବଡ଼ ଦାୟିତ୍ତ୍ୱ

ନୂଆଦିଲ୍ଲୀ,୧ା୧- ବାଧ୍ୟତାମୂଳକ କ୍ୱାରାଣ୍ଟାଇନ ପିରିୟଡ୍‌ ଶେଷ କରିଥିବା ରୋହିତ ଶର୍ମାଙ୍କୁ ଅଷ୍ଟ୍ରେଲିଆ ବିପକ୍ଷ ଅନ୍ତିମ ଦୁଇ ଟେଷ୍ଟ ମ୍ୟାଚ୍‌ରେ ବଡ଼ ଦାୟିତ୍ତ୍ୱ ତୁଲାଇବେ। ଚେତେଶ୍ୱର ପୂଜାରାଙ୍କ...

ସରକାରଙ୍କ ନିଷ୍ପତ୍ତି ଉପରେ ରେସ୍‌ଲରଙ୍କ ଅସନ୍ତୋଷ

ନୂଆଦିଲ୍ଲୀ, ୨୫ା୧(ପି.ଟି.): ଭାରତୀୟ ହକି ମହାସଂଘ (ଡବ୍ଲ୍ୟୁଏଚ୍‌ଆଇ) ସଭାପତି ବ୍ରିଜ ଭୂଷଣ ଶରନ ସିଂ ଯୌନ ନିର୍ଯାତନା ଦେବା ସହ ଧମକଚମକ ଦେଇଛନ୍ତି ବୋଲି ହୋଇଥିବା...

ଗୃହମନ୍ତ୍ରୀଙ୍କ ଉପରକୁ ଜୋତା ମାଡ଼

ଇସଲାମାବାଦ୍‌,୧୧।୧: ପାକିସ୍ତାନର ଗୃହମନ୍ତ୍ରୀ ରାଣା ସନାଉଲ୍ଲଙ୍କ ଉପରକୁ ଜୋତା ମାଡ଼ କରାଯାଇଛି। ସେ ପଞ୍ଜାବ ବିଧାନସଭା ସଭାର ବୈଠକ ଶେଷ ପରେ ନିଜ କାର ପାଖକୁ...

Advertisement
Archives

Model This Week