୩୦୧ ଇନ୍ସପେକ୍ଟରଙ୍କୁ ଡିଏସ୍‌ପି ପାହ୍ୟା

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଓଡ଼ିଶା ପୋଲିସ ଇନ୍ସପେକ୍ଟର ର଼୍ୟାଙ୍କ୍‌ରେ ବଡ଼ଧରଣର ପଦୋନ୍ନତି କରାଯାଇଛି। ବିଭିନ୍ନ ଥାନାରେ କାର୍ଯ୍ୟରତ ୩୦୧ ଇନ୍ସପେକ୍ଟରଙ୍କୁ ଡିଏସ୍‌ପି ପାହ୍ୟାକୁ ପଦୋନ୍ନତି ମିଳିଛି। ଏ ନେଇ ଶନିବାର କଟକସ୍ଥିତ ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଡିଏସ୍‌ପି ପାହ୍ୟାକୁ ପଦୋନ୍ନତି ପାଇଥିବା ଇନ୍ସପେକ୍ଟରଙ୍କ ମଧ୍ୟରୁ କଟକ-ଭୁବନେଶ୍ୱର କମିଶନରେଟ୍‌ ପୋଲିସର ୧୪ଜଣ ରହିଛନ୍ତି। ସେମାନେ ହେଲେ ଭୁବନେଶ୍ୱରର ଖାରବେଳ ନଗର ଥାନା ଇନ୍ସପେକ୍ଟର ଅରୁଣ ସ୍ବାଇଁ, ନୟାପଲ୍ଲୀ ଥାନାର ଶରତ କୁମାର ସାହୁ, ଏୟାରଫିଲ୍ଡ ଥାନାର ଦୀପକ ମିଶ୍ର, କ୍ୟାପିଟାଲ ଥାନାର ଗିରିଜା ଶଙ୍କର ଚକ୍ରବର୍ତ୍ତୀ, ଲକ୍ଷ୍ମୀସାଗର ଥାନାର ଭରତ ସାହୁ, ସିପି ଅଫିସ୍‌ର ଅମିତାଭ ତ୍ରିପାଠୀ ଓ ମାନସୀ ପାତ୍ର। ସେହିପରି କଟକ ସହରାଞ୍ଚଳର ସ୍ପେଶାଲ ସ୍କ୍ବାଡ୍‌ ଇନ୍ସପେକ୍ଟର ଅଜୟ କୁମାର ଦାସ, ଚାଉଳିଆଗଞ୍ଜ ଥାନା ଇନ୍ସପେକ୍ଟର ତାପସ ରଞ୍ଜନ ପ୍ରଧାନ, ଫେଜ୍‌-୨ ଥାନା ଇନ୍ସପେକ୍ଟର ବିଜୟିନୀ ସିଂହ, ଲାଲବାଗ ଥାନାର ଆଶୁତୋଷ ମିଶ୍ର, ବିଡାନାସୀ ଥାନାର ଏସ୍‌.ଏନ୍‌ ତିୱାରୀ, କନ୍ଦରପୁର ଥାନାର ସତ୍ୟଜିତ୍‌ ଦାସ ଓ ପୁରୀଘାଟ ଥାନା ଆଇଆଇସି ରଶ୍ମିରଞ୍ଜନ ସାହୁ ଡିଏସ୍‌ପି ପାହ୍ୟାକୁ ପଦୋନ୍ନତି ପାଇଛନ୍ତି। ନୂତନ ନିଯୁକ୍ତି ମିଳିବା ପର୍ଯ୍ୟନ୍ତ ବର୍ତ୍ତମାନର ସ୍ଥାନରେ କାର୍ଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

କିଏ ହେବେ ରାଜ୍ୟର ନୂଆ ଡିଜିପି: ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା

ଭୁବନେଶ୍ୱର,୧୨ା୮(ସୁନିତ୍‌ ମିଶ୍ର): ରାଜ୍ୟର ନୂଆ ଡିଜିପି କିଏ ହେବେ ତାହାକୁ ନେଇ ଏଯାଏଁ କିଛି ସ୍ପଷ୍ଟ ଚିତ୍ର ଆସିପାରି ନାହିଁ। ଇତିମଧ୍ୟରେ ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୨।୮ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ସରକାର ଦେବେ ଆଡ୍‌ମିଶନ ଫି’, ଛାତ୍ରୀଛାତ୍ର ଭରିବେ ପରୀକ୍ଷା ଫି’

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri