Posted inଜାତୀୟ

ତାମିଲନାଡୁର ୬ ରାଜ୍ୟ ସଭା ଆସନ: ଜୁଲାଇ ୧୮ରେ ନିର୍ବାଚନ

ନୂଆଦିଲ୍ଲୀ,୨୬ା୬(ପି.ଟି.): ତାମିଲନାଡୁର ୬ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଆସନ୍ତା ୧୮ ତାରିଖରେ ଅନୁଷ୍ଠିତ ହେବ। ଏଥିଲାଗି ଜୁଲାଇ ୧ରେ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ମଙ୍ଗଳବାର ନିର୍ବାଚନ କମିଶନ (ଇସି)ଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଜୁଲାଇ ୨୪ରେ ତାମିଲନାଡ଼ୁର ୬ ରାଜ୍ୟ ସଭା ସଦସ୍ୟଙ୍କ କାର୍ଯ୍ୟକାଳ ଶେଷ ହେବ। ଡିଏମ୍‌କେ ନେତ୍ରୀ କାନିମୋଝି ନିକଟରେ ଅନୁଷ୍ଠିତ ଲୋକ ସଭା ନିର୍ବାଚନରେ ବିଜୟୀ ହୋଇଥିବାରୁ ଉଚ୍ଚ ସଦନରୁ ଇସ୍ତଫା ଦେଇଛନ୍ତି। ସେହିପରି ସିପିଆଇର ଡି. ରାଜାଙ୍କ ସମେତ ଏଆଇଏଡିଏମ୍‌କେର ଆର୍‌. ଲକ୍ଷ୍ମଣନ୍‌, କେ.ଆର୍‌. ଅଜୁର୍ନନ୍‌, ଭି. ମୈତ୍ରେୟନ୍‌ ଏବଂ ଟି. ରଥିନାଭେଲ୍‌ଙ୍କ ଆସନ ମଧ୍ୟ ଖାଲି ପଡ଼ିବ।


All Right Reserved By

କଂଗ୍ରେସ ଏମ୍‌ପିଙ୍କ ପାଇଁ ଭୋଟ ମାଗିଲେ ମୁକେଶ ଅମ୍ବାନୀ

ମୁମ୍ବାଇ, ୧୮।୪: ଦେଶର ସବୁଠୁ ଧନୀ ଉଦ୍ୟୋଗପତି ମୁକେଶ ଅମ୍ବାନୀ କଂଗ୍ରେସ ଟିକେଟରେ ଦକ୍ଷିଣ ମୁମ୍ବାଇରୁ ପ୍ରାର୍ଥୀ ହୋଇଥିବା ମିଲିନ୍ଦ ଦେଓରାଙ୍କୁ ଭୋଟ ଦେବାକୁ ଅପିଲ...

ଖଣ୍ଡାଧାରରେ ସ୍ବାସ୍ଥ୍ୟସେବା: ୫୪ ପ୍ରତିଶତ କର୍ମଚାରୀଙ୍କର ନାହିଁ ଆବଶ୍ୟକ ଶିକ୍ଷାଗତ ଯୋଗ୍ୟତା

ନୂଆଦିଲ୍ଲୀ, ୩୦।୫: ଦେଶରେ ସ୍ବାସ୍ଥ୍ୟସେବା ଖଣ୍ଡାଧାରରେ ଚାଲିଛି। ଏହି କ୍ଷେତ୍ରରେ କାର୍ଯ୍ୟ କରୁଥିବା ଡାକ୍ତର, ନର୍ସ, ମିଡ୍‌ଓ୍ବାଇଫ୍‌ ଏବଂ ପାରାମେଡିକାଲ କର୍ମଚାରୀଙ୍କର ଆବଶ୍ୟକ ଶିକ୍ଷାଗତ ଯୋଗ୍ୟତା...

ଗୀତ ଦେଲା ପରିଚୟ, ୧୦ ବର୍ଷ ପରେ ଏବେ ଝିଅଙ୍କୁ ଭେଟିଲେ ରାନୁ ମଣ୍ଡଳ

କୋଲକାତା, ୧୪।୮:ଭାଗ୍ୟ କେତେବେଳେ ଯେ କାହାକୁ କେଉଁଠି ଆଣି ଛିଡା କରାଇଦିଏ ତାହା କେହି କହିପାରିବେ ନାହିଁ। ସେମିତି ଜଣେ ଭିକ୍ଷା ବୃତ୍ତି କରୁଥିବ ରାନୁ...

ଜମ୍ମୁ-କଶ୍ମୀରରେ ସମ୍ଭାବ୍ୟ ହିଂସାକାଣ୍ଡର ମୁକାବିଲା ପାଇଁ ସତର୍କ ରହୁ ପୋଲିସ: ମୋଦି

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୋମବାର କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି। ଏହାପରେ ମୋଦି ସୂଚନା ଦେଇଛନ୍ତି ଯେ, ଜମ୍ମୁ-କଶ୍ମୀରରେ ସମ୍ଭାବ୍ୟ ହିଂସାକାଣ୍ଡର ମୁକାବିଲା...

ମୁଜାଫରପୁର ହସ୍ପିଟାଲ ପଛରେ ମିଳିଲା ମାନବ କଙ୍କାଳ

ପାଟନା,୨୨।୬: ବିହାର ମୁଜାଫରପୁରରେ ଥିବା ଶ୍ରୀକ୍ରିଷ୍ଣା ମେଡିକାଲ କଲେଜ ଓ ହସ୍ପିଟାଲରେ ମସ୍ତିଷ୍କ ଜ୍ୱରରେ ଶହ ଶହ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ ଏହି...

ଶିବ ମନ୍ଦିର ଖନନ ବେଳେ ମାଟିତଳୁ ମିଳିଲା ଜୀବନ୍ତ ନାଗସାପ ଯୋଡ଼ା

ଚଣ୍ଡିଗଡ଼,୨୬।୬: ପଞ୍ଜାବର ଲୁଧିୟାନାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଥିବା ଏକ ପୁରାତନ ଶିବ ମନ୍ଦିରର ଖନନ ବେଳେ ମାଟି ତଳୁ ଜୀବନ୍ତ ନାଗସାପ...

ଚାଲିଛି ଭୂତ ଓ ସାପ ନାଁରେ ସ୍କୁଲ

କୋଲକାତା: ଭୂତ ଓ ସାପ ଭଳି ଅଜବ ନାମରେ ଚାଲୁଥିବା ସ୍କୁଲକୁ ପିଲା ଯାଉଛନ୍ତି। ଅଭିଭାବକମାନେ ବି ପିଲା ପଠାଉଛନ୍ତି। ପଶ୍ଚିମବଙ୍ଗର ନଦିୟା ଜିଲାରେ ଚାଲିଛି...

ରାଜ୍ୟ ଯୋଜନାରେ ସାମିଲ ହୋଇପାରିବ ଆଧାର

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର କ୍ୟାବିନେଟ ବୁଧବାର ଆଧାର ଏବଂ ଅନ୍ୟ ଆଇନ ସଂଶୋଧନ ବିଲ୍‌, ୨୦୧୯କୁ ଅନୁମୋଦନ କରିଛି। ଏହି ଆଇନରେ ଏକ ବ୍ୟବସ୍ଥା ଯୋଡାଯାଇଛି। ତଦନୁଯାୟୀ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *