Posted inଜାତୀୟ

ମୋଦି ସମାଲୋଚନା କରିବା ଅପେକ୍ଷା ଆଗ ପ୍ରତିଶୃତି ପାଳନ କରନ୍ତୁ: ଆନନ୍ଦ ଶର୍ମା

ନୂଆଦିଲ୍ଲୀ, ୨୬।୬: କଂଗ୍ରେସର ବରିଷ୍ଠ ନେତା ଆନନ୍ଦ ଶର୍ମା ଭାଜପା ସରକାର ଉପରେ ବର୍ଷିଛନ୍ତି। ବୁଧବାର ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ରାଜ୍ୟସଭାରେ ଚାଲିଥିବା ଆଲୋଚନାରେ ଭାଗ ନେଇ ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାହାକୁ ସମାଲୋଚନ କରିବା ଅପେକ୍ଷା ନିର୍ବାଚନ ପୂର୍ବରୁ ଯାହା ଦେଇଛନ୍ତି ତାହା ଆଗ ପାଳନ କରନ୍ତୁ। ଗତ ପାଞ୍ଚବର୍ଷ ମଧ୍ୟ ସମାଲୋଚନା କରି କରି ବର୍ବାଦ କରିଛନ୍ତି ଅଗାମୀ ପାଞ୍ଚ ବର୍ଷ ଲୋକଙ୍କ ଆଶାକୁ ପୂରଣ କରିବା ଉଚିତ ହେବ ବୋଲି ଆନନ୍ଦ ଶର୍ମା କହିଛନ୍ତି। ଦେଶର ଜିଡିପି ଲଗାତର କମୁଛି, ବେରୋଜଗାର ବଢୁଛି ଏବଂ ଦେଶରେ ଚାଷୀମାନଙ୍କ ଅବସ୍ଥା ଖରାପ ସେଥିରେ ମୋଦି ନ୍ୟୁ ଇଣ୍ଡିଆର ସ୍ବପ୍ନ ଦେଖୁଛନ୍ତି ବୋଲି ସେ କହିଛନ୍ତି।


All Right Reserved By Dharitri.Com

ବିବାହ ଭୋଜିରେ କନ୍ୟାବରଙ୍କୁ ଲୋକେ ଉପହାର ଦେଲେ ପାଣିଭର୍ତ୍ତି ମାଠିଆ

ଭୋପାଳ,୨୮।୫: ମଧ୍ୟପ୍ରଦେଶରେ ପିଇବା ପାଣି ସମସ୍ୟା ଉତ୍କଟ ହେବାରେ ଲାଗିଛି। ସମ୍ପ୍ରତି ଏଠାରେ ଏକ ବିବାହ ଭୋଜିରେ ଯୋଗଦେଇଥିବା ଲୋକେ କନ୍ୟାବରଙ୍କୁ ପାଣିଭର୍ତ୍ତି ମାଠିଆ ଉପହାର...

ଗୋଲ୍ଡ, ସିଲ୍‌ଭର ପ୍ଲେଟେଡ୍‌ ବାସନରେ ଟ୍ରମ୍ପ ଦମ୍ପତିଙ୍କୁ ପରସା ଯିବ ଖାଦ୍ୟ

ନୂଆଦିଲ୍ଲୀ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ଆସନ୍ତା ୨୪-୨୫ ତାରିଖରେ ଦୁଇ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏହି...

ଖସି ପଡିଲା ଯୁଦ୍ଧ ବିମାନ ତେଜସ୍‌ର ଫୁଏଲ୍‌ ଟ୍ୟାଙ୍କ

ଚେନ୍ନାଇ,୨।୭: ତାମିଲନାଡୁର ସୁଲୁର ଏୟାର୍‌ ବେସ୍‌ ନିକଟରେ ମଙ୍ଗଳବାର ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ ଏଲ୍‌ସିଏ ତେଜସର ଫୁଏଲ୍‌ ଟ୍ୟାଙ୍କ ଖସିପଡିଥିବା ସୂଚନା ମିଳିଛି। ଏହା...

ପୁଲଓ୍ବାମା ଆକ୍ରମଣ: ଗୋଇନ୍ଦା ବିଭାଗ ବିଫଳତାକୁ ଇସାରା କଲା ସିଆର୍‌ପିଏଫ୍‌ ରିପୋର୍ଟ

ନୂଆଦିଲ୍ଲୀ,୪।୯: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ରିପୋର୍ଟର ତଥ୍ୟ ପ୍ରକାଶ ପାଇଛି। ସିଆର୍‌ପିଏଫ୍‌ ପକ୍ଷରୁ ପ୍ରକାଶିତ ଏହି ରିପୋର୍ଟରେ ଗୋଇନ୍ଦା ବିଭାଗ ବିଫଳତାକୁ ଇସାରା...

ମାଲଗାଡ଼ି ଦୁର୍ଘଟଣା ଗ୍ରସ୍ତ: ୭ ବଗି ଲାଇନଚ୍ୟୁତ

ଦିବ୍ରୁଗଡ଼,୮।୧୨: ଆସାମରେ ଏକ ମାଲଗାଡ଼ି ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏହାର ୭ ବଗି ଲାଇନଚ୍ୟୁତ ହୋଇଛି। ସ୍ଥାନୀୟ ଦିବ୍ରୁଗଡ଼ରେ ଥିବା ନାହାରକାଟିଆ ରେଳଷ୍ଟେଶନ ନିକଟରେ ଏହା...

ଆସାମ ବନ୍ୟା ପୀଡିତଙ୍କୁ ୨ କୋଟି ଟଙ୍କା ଦେଲେ ଅକ୍ଷୟ

ମୁମ୍ବାଇ,୧୮।୭: ବଲିଉଡ୍‌ ଖିଲାଡି ବୟେ ଅକ୍ଷୟ କୁମାରଙ୍କ ବଦାନ୍ୟତା ପୁଣି ଥରେ ଦେଖିବାକୁ ମିଳିଛି। ଆସାମ ବନ୍ୟା ପୀଡିତ ଓ କାଜିରଙ୍ଗା ନ୍ୟାସନାଲ ପାର୍କର ପୁନରୁଦ୍ଧାର...

ଯେଉଁଠି ରାତିରେ କଳା ରଙ୍ଗ ହୋଇଯାଏ ବାଲି

ଗୁଜରାଟର ଦୁମାସ୍‌ ସମୁଦ୍ରତଟ ଆଜି ବି ଲୋକଙ୍କ ମନରେ ଭୟ ସଞ୍ଚାର କରି ରଖିଛି। ଜନଶ୍ରୁତି ଅନୁସାରେ, ଏଠାରେ ପାପ ଶକ୍ତିଙ୍କ ପ୍ରଭାବ ରହିଥିବା ଜଣାଯାଏ।...

ସ୍ତ୍ରୀ, ଦୁଇ ସନ୍ତାନଙ୍କୁ ମାରି ନିଜେ ଆତ୍ମହତ୍ୟା କଲେ ଡାକ୍ତର

ଗୁରୁଗ୍ରାମ, ୧।୭: ସାରା ଦେଶରେ ଜୁଲାଇ ୧ ତାରିଖକୁ ନ୍ୟାଶନାଲ ଡକ୍ଟର’ସ ଡେ ପାଳନ କରାଯାଉଥିବାବେଳେ ଦିଲ୍ଲୀର ଗୁରୁଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ...

Leave a comment

Your email address will not be published. Required fields are marked *