Posted inଫୁରସତ

ଯେଉଁ ମନ୍ଦିରରେ ଘିଅ ନୁହେଁ, ପାଣିରେ ଜଳୁଛି ଦୀପ

ମଧ୍ୟପ୍ରଦେଶର ନଲଖେଡ଼ା ନିକଟସ୍ଥ କାଳିସିନ୍ଧ ନଦୀ କୂଳରେ ରହିଛି ଏକ ଅଦ୍ଭୁତ ମନ୍ଦିର। ଗଡ଼ିଆଘାଟ ମାତା ନାମରେ ପ୍ରସିଦ୍ଧ ଏହି ମନ୍ଦିରର ଏକ ଅଲୌକିକ ଘଟଣା ବିଶ୍ୱବିଖ୍ୟାତ। ମନ୍ଦିରରେ ଲୋକେ ଘିଅ ସହାୟତାରେ ଦୀପ ଜାଳି ଭଗବାନଙ୍କୁ ପୂଜାର୍ଚ୍ଚନା କରିଥାନ୍ତି। କିନ୍ତୁ ଏଠାରେ ଏମିତି ଏକ ଦୀପ ରହିଛି, ଯାହା ଘିଅ କି ତେଲ ନୁହେଁ ବରଂ ପାଣିରେ ଜଳୁଛି। ଏଭଳି ଆଶ୍ଚର୍ଯ୍ୟଜନକ ଘଟଣା ପ୍ରାରମ୍ଭରୁ ଘଟି ନ ଥିଲା। ଗତ ୫ ବର୍ଷ ପୂର୍ବେ ହଠାତ୍‌ ମନ୍ଦିରର ପୂଜକଙ୍କୁ ମା’ ପାଣିରେ ଦୀପ ଜାଳିବାକୁ ସ୍ବପ୍ନାଦେଶ କଲେ। ସକାଳୁ ଉଠି ପୂଜକ କାଳିସିନ୍ଧ ନଦୀରୁ ପାଣି ଆଣି ଦୀପ ଜଳାଇଲେ। ଆଶ୍ଚର୍ଯ୍ୟଜନକ ଭାବେ ଦୀପଟି ସୁରୁଖୁରୁରେ ଜଳିବାକୁ ଲାଗିଲା। ପ୍ରଥମେ ଏହି ଘଟଣା ଉପରେ କେହି ବିଶ୍ୱାସ କରୁ ନ ଥିଲେ। କିନ୍ତୁ ପରେ ସମସ୍ତେ ଦୀପରେ ପାଣି ଦେଇ ଜଳାଇବା ପରେ ତଟସ୍ଥ ହୋଇଗଲେ। ସେବେଠୁ ଆଜିଯାଏ ଏଠାରେ କାଳିସିନ୍ଧ ନଦୀ ଜଳରେ ହଁି ଦୀପ ଜଳୁଛି। ଘଟଣା ଚାରିଆଡ଼େ ପ୍ରଚାର ହେଲା। ମା’ଙ୍କ ଏହି ଅଦ୍ଭୁୂତ ମହିମାକୁ ଦେଖିବାକୁ ଦୂର ଦୂରାନ୍ତରୁ ଲୋକେ ଆସିବାକୁ ଲାଗିଲେ। ଧୀରେ ଧୀରେ ଏଠାରେ ଶ୍ରଦ୍ଧାଳୁଙ୍କ ଭିଡ଼ ବଢ଼ିଲା।


All Right Reserved By Dharitri.Com

କପଡ଼ା ଆଲମିରା ପଡ଼ି ଶିଶୁ ମୃତ: କମ୍ପାନୀ ଦେଲା ୩୩୧ କୋଟି କ୍ଷତିପୂରଣ

ନ୍ୟୁୟର୍କ,୮।୧: କପଡ଼ା ଆଲମିରା ପଡ଼ି ଜଣେ ୨ ବର୍ଷ ଶିଶୁର ମୃତ୍ୟୁ ଘଟଣାରେ ସମ୍ପୃକ୍ତ ଆଲମିଲା କମ୍ପାନୀକୁ ୩୩୧ କୋଟି ଟଙ୍କାର କ୍ଷତି ପୂରଣ ଦେବାକୁ...

ଗର୍ଭରେ ପିଲାଙ୍କୁ ସଂସ୍କାରି କରିବା ପାଇଁ ଏହି ରାଜ୍ୟ ସରକାର ଆପଣାଇଲେ ନିଆରା ପଦକ୍ଷେପ

ଲକ୍ଷ୍ନୌ,୩।୧୨: ମହିଳାଙ୍କ ଗର୍ଭରେ ବଢ଼ୁଥିବା ପିଲାଙ୍କ ଭିତରେ ସଂସ୍କାର ଆଣିବା ପାଇଁ ଉତ୍ତରପ୍ରଦେଶ ସରକାର ଏକ ନିଆରା ପଦକ୍ଷେପ ଆପଣାଇଛନ୍ତି। କାନପୁରର ଛତ୍ରପତି ସାହୁଜି ମହାରାଜ...

ଏହି ମନ୍ଦିରରେ ଶୋଇବା ଅବସ୍ଥାରେଥିବା ହନୁମାନଙ୍କୁ କରାଯାଏ ପୂଜା…

ଆହ୍ଲାବାଦରେ ଥିବା ହନୁମାନ ମନ୍ଦିର ଏହାର ସ୍ବତନ୍ତ୍ର ନିର୍ମାଣଶୈଳୀ ପାଇଁ ପ୍ରସିଦ୍ଧ । ଏହା ପୃଥିବୀର ଏକମାତ୍ର ଏପରି ମନ୍ଦିର ଯେଉଁଠି ହନୁମାନଙ୍କ ମୂର୍ତ୍ତି ଶୋଇରହିଥିବା...

ବାଟଭୁଲା ପଥିକଙ୍କୁ ମୃତଦେହ ଦେଖାନ୍ତି ରାସ୍ତା…

ଦୁନିଆରେ ବାଟଭୁଲା ପଥିକଙ୍କୁ ଜୀବିତ ଲୋକ ବାଟ ବତାଇଥାନ୍ତି। ମାତ୍ର ଏଭରେଷ୍ଟ ଶୃଙ୍ଗ ଆରୋହଣ କରିବାକୁ ଯାଉଥିବା ପର୍ବତାରୋହୀଙ୍କୁ ବାଟ ଦେଖାଇଥାନ୍ତି ଏଠାରେ ଥିବା ୩...

ଟେଡି ଡେ’: ସାଥୀଙ୍କୁ କେଉଁ ରଙ୍ଗର ଟେଡି ଦେଲେ କ’ଣ ହୋଇଥାଏ ଜାଣନ୍ତୁ

କପଲ୍‌ଙ୍କ ପାଇଁ ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମ ସପ୍ତାହ। ପ୍ରଥମ ଦିନଟି ରୋଜ୍‌ ଡେ’ରୁ ଆରମ୍ଭ ହୋଇଥିବା ବେଳେ ଦ୍ୱିତୀୟ ଦିନଟି ହେଉଛି...

ଯେଉଁଠି ମୃତ୍ୟୁରେ କାନ୍ଦିବା ପାଇଁ ଭଡ଼ାରେ ଆସନ୍ତି ଲୋକ…

ସାଧାରଣତଃ ଆତ୍ମୀୟ ସ୍ବଜନଙ୍କ ମୃତ୍ୟୁରେ ପ୍ରିୟପରିଜନ ଦୁଃଖରେ କାନ୍ଦିଥାନ୍ତି। ତେବେ ରାଜସ୍ଥାନର ରାଜପୁତ ସମ୍ପ୍ରଦାୟରେ କାହାର ମୃତ୍ୟୁ ହେଲେ କାନ୍ଦିବା ଲାଗି ଭଡ଼ାରେ ଲୋକ ଆସିଥାନ୍ତି।...

୫୦ ବର୍ଷ ମଧ୍ୟରେ ପୁଣି ଦେଖିବାକୁ ମିଳିଲା ଇନ୍ଦ୍ରଧନୁ ସାପ, ଫଟୋ ଭାଇରାଲ

ଓ୍ବାଶିଂଟନ୍‌: ବେଳେବେଳେ କିଛି ଖରାପ ଜିନିଷ ମଧ୍ୟରେ ଖୁବ୍‌ ସୁନ୍ଦର ଝଲକ ଦେଖିବାକୁ ମିଳେ। ସେ ବୃକ୍ଷଲତା ହୁଅନ୍ତୁ କିମ୍ବା ଜୀବଜନ୍ତୁ। ଏମିତି ଏକ ସୁନ୍ଦର...

ଉଲ୍‌ରେ ତିଆରି ପ୍ରକୃତିର ଛବି

ଏମ୍ବ୍ରୋଡରି ଏକ ବହୁ ପୁରାତନ କଳା। ଏଥିରେ କାରିଗର ଭିନ୍ନ ଭିନ୍ନ କଳାକୃତି ତିଆରି କରନ୍ତି। ନିକଟରେ ଜଣେ ମହିଳା ପ୍ରକୃତିର ବିଭିନ୍ନ ଦୃଶ୍ୟକୁ ଏମ୍ବ୍ରୋଡରିରେ...

Leave a comment

Your email address will not be published. Required fields are marked *