Posted inଜାତୀୟ

୫ ବର୍ଷରେ ୩୦୭ ସିଆର୍‌ପିଏଫ୍‌-ଆସାମ ରାଇଫଲ୍ସ ଯବାନ ହୋଇଛନ୍ତି ଶହୀଦ୍‌…

ନୂଆଦିଲ୍ଲୀ,୨୦।୭ : ଗତ ୫ ବର୍ଷ ମଧ୍ୟରେ ୩୦୭ ଜଣ ସିଆର୍‌ପିଏଫ୍‌ ଏବଂ ଆସାମ ରାଇଫଲ୍ସ ଯବାନ ଶହୀଦ ହୋଇଛନ୍ତି। ଏନେଇ ରାଜ୍ୟ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ୨୦୧୭ଠାରୁ ୨୦୨୧ ମଧ୍ୟରେ ଗତ ପାଞ୍ଚରେ ଏସବୁ ଯବାନମାନେ ଦେଶ ପାଇଁ ଜୀବନର ବଳିଦାନ ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

IND vs ENG 2nd T20: ବୈଭବ ସୂର୍ଯ୍ୟବଂଶୀଙ୍କୁ ଭୟ କରୁଛି ଇଂଲଣ୍ଡ? ତାଙ୍କୁ ମୁକାବିଲା କରିବା ପାଇଁ ଯୋଜନା ପ୍ରସ୍ତୁତ

ନୂଆଦିଲ୍ଲୀ,୪।୭: ବୈଭବ ସୂର୍ଯ୍ୟବଂଶୀ କେବେ ତାଙ୍କର ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିବେ? ଏହି ପ୍ରଶ୍ନ ବର୍ତ୍ତମାନ କ୍ରିକେଟ ଜଗତରେ ଚର୍ଚ୍ଚାର ବିଷୟ। ବୈଭବ ନିକଟରେ ଏକ ଇନଷ୍ଟାଗ୍ରାମ…

ଚର୍ଚ୍ଚା ସୃଷ୍ଟି କଲାଣି ବୈଭବ ସୂର୍ଯ୍ୟବଂଶୀଙ୍କ ‘New Chapter’ ଷ୍ଟୋରୀ, ଏହା ଡେବ୍ୟୁର ଏକ ସଙ୍କେତ ନା ଏକ ନୂଆ ସରପ୍ରାଇଜ? ଜାଣନ୍ତୁ…

ନୂଆଦିଲ୍ଲୀ,୪।୭: ସମସ୍ତେ ଜାଣିବାକୁ ଚାହାଁନ୍ତି ଯେ ଭାରତର ପ୍ରତିଭାବାନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କେବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ। ଏହି ଶନିବାର ମାଞ୍ଚେଷ୍ଟରରେ…

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: ସୁନା-ରୁପା ଅଳଙ୍କାର ଜବତ, ୪ ଡକାୟତଙ୍କୁ ଗିରଫ କରି…

ଭଞ୍ଜନଗର,୪ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ମାସ ହେବ ଚୋରି, ଡକାୟତି ବଢ଼ିଯାଇଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।…

ମହଙ୍ଗା ମାଡ଼ରୁ ରକ୍ଷା ନାହିଁ; ସାଇତି ରଖନ୍ତୁ ଟମାଟୋ, ପୁଣି ବଢ଼ିଲା ଦର…

ନୂଆଦିଲ୍ଲୀ,୪ା୭: ରୋଷେଇ ଘରେ ପ୍ରତିଦିନ ବ୍ୟବହାର ହେଉଥିବା ଟମାଟୋ ପୁଣି ଥରେ ଲୋକଙ୍କ ବଜେଟ୍ ଉପରେ ପ୍ରଭାବ ପକାଇବା ଆରମ୍ଭ କଲାଣି। ଦେଶର ଅନେକ ରାଜ୍ୟରେ ଏହାର…

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ରିଷିଡ଼ା,୪ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ହରି ବାରିକଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ଆବାସ…

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ସମସ୍ତ ପଦବୀରୁ ଇସ୍ତଫା ଦେଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

କୋଲକାତା,୪।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କୁ ଏକ ବଡ଼ ରାଜନୈତିକ ଝଟକା ଲାଗିଛି। ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଏବଂ ବଙ୍ଗ…

୨୦୦-୫୦୦ ଟଙ୍କିଆ ନୋଟ୍‌କୁ ନେଇ RBIର ବଡ଼ ଆଲର୍ଟ; ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୪।୭: ବଜାରରୁ କିଣାକିଣି କରିବା ପରେ ମିଳୁଥିବା ଖୁଚୁରା ପଇସାର ଯାଞ୍ଚ ଆମେ ପ୍ରାୟତଃ ତରତରରେ କରିନଥାଉ। କିନ୍ତୁ ଜାଲ ନୋଟର ବଢୁଥିବା ଚଳନ ମଧ୍ୟରେ ଆପଣଙ୍କର…

IND vs ENG: ଶେଷ ହେବାକୁ ଯାଉଛି ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ ପାଇଁ ଅପେକ୍ଷା, ମାଞ୍ଚେଷ୍ଟରରେ ମିଳିବ ସୁଯୋଗ!

ନୂଆଦିଲ୍ଲୀ,୪।୭: ସମଗ୍ର କ୍ରିକେଟ ଜଗତ ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛି। ତାଙ୍କୁ ଆୟରଲ୍ୟାଣ୍ଡ ବିପକ୍ଷରେ କିମ୍ବା ଇଂଲଣ୍ଡ ବିପକ୍ଷରେ ପ୍ରଥମ ଟି-୨୦ରେ ସୁଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri