ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୦୭ କରୋନା ଆକ୍ରାନ୍ତ: ଓୟୁଏଟି କଲୋନୀରୁ ସର୍ବାଧିକ

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜଧାନୀରେ ହୁ ହୁ ହୋଇ ମାଡ଼ିଚାଲିଛି କରୋନା। ମଙ୍ଗଳବାର ପୁଣି ଭୁବନେଶ୍ୱରରୁ ୩୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୩୫ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୧୭୨ ଲୋକାଲ କେସ୍‌ ରହିଛି। ତେବେ କ୍ୱାରାଣ୍ଟାଇନ୍‌ କେସ୍‌ ମଧ୍ୟରୁ ୨୦ଜଣ ଓୟୁଏଟି କଲୋନୀରୁ ଚିହ୍ନଟ ହୋଇଛନ୍ତି।  ଆଜିର  ସଂଖ୍ୟା ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୦,୭୩୨କୁ ବୃଦ୍ଧି ପାଇଛି। ତନ୍ମଧ୍ୟରୁ ୬,୬୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪,୦୪୩ ଆକ୍ଟିଭ୍‌ କେସ୍‌ ରହିଛି। ସେହିଭଳି ୪୨ଜଣଙ୍କ ମୃତ୍ୟୁ ଘଟିଥିବା  ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ଉପରେ ମିଶାଇଲ ଆକ୍ରମଣ, ଶେଷରେ ସ୍ବୀକାର କଲା ଆମେରିକା

ଓ୍ବାଶିଂଟନ,୧୧।୬: ଆମେରିକାର କେନ୍ଦ୍ରୀୟ କମାଣ୍ଡ (CENTCOM) ଏକ ଜାହାଜ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଥିବା ସ୍ବୀକାର କରିଛି। ଓମାନ ଉପକୂଳ ନିକଟରେ ଜଣେ ଭାରତୀୟ କର୍ମଚାରୀଙ୍କ ଦ୍ୱାରା…

ହାତୀ ଆକ୍ରମଣରେ ଯୁବକ ମୃତ ଘଟଣାରେ ଶବ ଛାଡିଲେନି ଗ୍ରାମବାସୀ, ପ୍ରଶାସନିକ ପ୍ରତିଶ୍ରୁତି ପରେ…

ରିଆମାଳ ୧୧।୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ସେକସନ ଚଢ଼େଇମରା ଗ୍ରାମ ପଞ୍ଚାୟତର ସଙ୍ଗାପଶି ଗ୍ରାମରେ ବୁଧବାର ହାତୀ ଆକ୍ରମଣରେ ସୁଶାନ୍ତ ନାୟକ ନାମକ…

ଗୁରୁବାର ହେଲେ ମନେ ପଡୁଛି ସ୍ବଚ୍ଛତା କଥା: ପର୍ଯ୍ୟଟନକ୍ଷେତ୍ର, ସ୍ବାସ୍ଥ୍ୟକେନ୍ଦ୍ରକୁ ସଫେଇ କଲେ…

ଦାରିଙ୍ଗବାଡି, ୧୧। ୬ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ର ଭାବେ ରାଜ୍ୟ ଓ ରାଜ୍ୟ ବାହାରେ ପରିଚିତ ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡିକୁ…

ମରିଗଲା ଭାବି କୂଅରେ ଫିଙ୍ଗିଦେଇଥିଲେ ଦୁର୍ବୃତ୍ତ, ୪ ଦିନ ପରେ ଜୀବନ୍ତ ଅବସ୍ଥାରେ ଯୁବକ ଉଦ୍ଧାର

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇପଦର ନର୍ସରୀ ପରିସରରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ଗୁରୁବାର ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି ।…

ଆଜି ରାତିରେ ଆମେରିକା ଇରାନ ଉପରେ ଏକ ବଡ଼ ଆକ୍ରମଣ କରିବ କି? ଟ୍ରମ୍ପଙ୍କ ବଡ଼ ଚେତାବନୀ

ଓ୍ବାଶିଂଟନ,୧୧।୬: ଆମେରିକା ଇରାନ ଉପରେ ଆକ୍ରମଣ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଜି ରାତି, ଜୁନ ୧୧ରେ…

ଆଳୁ ଖୋଳୁଖୋଳୁ ମହାଦେବ…ବାଇକ୍-ମୋବାଇଲ୍ ବନ୍ଧକ ରଖି କରୁଥିଲେ ସୁଧ କାରବାର, ଘରୁ ଯାହା ବାହାରିଲା ପୋଲିସ ଦେଖି…

ମୋହନା,୧୧।୬(ମନ୍ମଥ ମିଶ୍ର): ବାଇକ, ଘର ପଟା ଓ ମୋବାଇଲ୍ ବନ୍ଧକ୍ ରଖି ବେଆଇନ୍ ରୁଣ କାରବାର ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ଅଡବା ପୋଲିସ ।…

ପୁଣି ହୃଦୟ ଜିତିଲେ ବୈଭବ ସୂର୍ଯବଂଶୀ, କିମ୍ବଦନ୍ତୀ କ୍ରିକେଟରମାନେ ଯାହା କହିଲେ ତାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୧।୬: ୨୦୨୬ ତ୍ରିରାଷ୍ଟ୍ରୀୟ A-ସିରିଜର ଏକ ଦୁର୍ବଳ ଆରମ୍ଭ ପରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଫର୍ମ ଫେରି ପାଇଛନ୍ତି। ଡାମ୍ବୁଲାରେ ଆଫଗାନିସ୍ତାନ A ବିପକ୍ଷରେ ଭାରତ A…

ଗେଦେ ବଂଶର ତୃତୀୟତମ ସମ୍ମିଳନୀ, ନିଜ ବଂଶଧର ଲୋକଙ୍କୁ ଚିହ୍ନିବା ପାଇଁ….

ଦାରିଙ୍ଗବାଡି,୧୧।୬(ଅରୁଣ ସାହୁ): ନିଜ ବଂଶଧର ଲୋକଙ୍କ ସହ ଯୋଡି ହେବା ସେମାନଙ୍କୁ ଚିହ୍ନିବା ଓ ଜାଣିବା ପାଇଁ ଏକ ପ୍ରୟାସ କରୁଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri