Posted inଖେଳ

ବିବାଦରେ ଅରେଞ୍ଜ ଜର୍ସି

ମାଞ୍ଚେଷ୍ଟର, ୨୭।୬(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଜୁନ ୩୦ରେ ଖେଳାଯିବାକୁ ଥିବା ଏକ ମ୍ୟାଚ୍‌ରେ ଭାରତ ଓ ଆୟୋଜକ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ତେବେ ଏହି ମ୍ୟାଚ୍‌ ପୂର୍ବରୁ ଏବେ ଏକ ବିବାଦ ଦେଖିବାକୁ ହୋଇଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳ ଚିରାଚରିତ ନୀଳ ରଙ୍ଗର ଜର୍ସି ବଦଳରେ ଅରେଞ୍ଜ ଜର୍ସି ପରିଧାନ କରିବ ବୋଲି ପୂର୍ବରୁ ସ୍ଥିର ହୋଇଛି। ତେବେ କଂଗ୍ରେସ ଓ ସମାଜବାଦୀ ପାର୍ଟି ଏହାକୁ ବିରୋଧ କରିଛନ୍ତି। ମହାରାଷ୍ଟ୍ରର ସମାଜବାଦୀ ପାର୍ଟି ଏମ୍‌ଏଲ୍‌ଏ ଅବୁ ଅସିମ ଆଜମୀ କହିଛନ୍ତି ଏହି ଜର୍ସି ବଦଳାଇବା ନିଷ୍ପତ୍ତି ପଛରେ ସରକାରଙ୍କ ହାତ ରହିଛି। ଦେଶକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଗେରୁଆକରଣ’ କରିବାକୁ ଚାହୁଁଛନ୍ତି ବୋଲି ଅଜମୀ କହିଛନ୍ତି। ସେହିଭଳି ପ୍ରାକ୍ତନ ମନ୍ତ୍ରୀ ତଥା କଂଗ୍ରେସ ଏମ୍‌ଏଲ୍‌ଏ ନସୀମ ଖାଁ କହିଛନ୍ତି ମୋଦି ସରକାର ‘ଗେରୁଆ ପଲିଟିକ୍ସ’ କରୁଛନ୍ତି।


All Right Reserved By Dharitri.Com

Posted inଖେଳ View All

ଭାରତୀୟ ଜୁନିୟର ହକି ଦଳର କୋଚ୍‌ ଦୌଡ଼ରେ ହରେନ୍ଦ୍ର

ନୂଆଦିଲ୍ଲୀ,୨୯।୭- ହକି ଇଣ୍ଡିଆ (ଏଚ୍‌ଆଇ) ଭାରତୀୟ ଜୁନିୟର ହକି ଦଳର କୋଚ୍‌ ପଦ ଲାଗି ଆବେଦନ ତାରିଖ ଘୁଞ୍ଚାଇବା ପରେ ହରେନ୍ଦ୍ର ସିଂ ଦୌଡ଼ରେ ସାମିଲ...

ହନିମୁନ ଯାଇପାରିବେନି କ୍ରିକେଟର୍‌ ମନୀଷ ପାଣ୍ଡେ, ଜାଣନ୍ତୁ କାହିଁକି

କ୍ରିକେଟର୍‌ ମନୀଷ ପାଣ୍ଡେ ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ନିଜ ପ୍ରେମିକା ତଥା ଅଭିନେତ୍ରୀ ଆଶ୍ରିତା ସେଟ୍ଟୀଙ୍କୁ ବିବାହ କରିଛନ୍ତି। ମୁମ୍ବାଇର ଏକ ଗ୍ରାଣ୍ଡ୍‌...

‘ଇନିଂସ ଓପନ୍‌ ପାଇଁ ନିବେଦନ କରିବାକୁ ପଡ଼ିଥିଲା’

ନୂଆଦିଲ୍ଲୀ, ୨୭।୯ (ପି.ଟି.)- ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ବିଶ୍ୱ କ୍ରିକେଟ୍‌ର ସବୁଠାରୁ ମହାନ୍‌ ବ୍ୟାଟ୍ସମ୍ୟାନ ଭାବେ ବିବେଚନା କରାଯାଏ। ମଧ୍ୟକ୍ରମରୁ ଜଣେ ଦକ୍ଷ ଓପନର୍‌...

ଫିଲିପ ହ୍ୟୁଗ୍ସଙ୍କୁ ଟିମ୍‌ ଅଷ୍ଟ୍ରେଲିଆର ଶ୍ରଦ୍ଧାଞ୍ଜଳି

ମେଲବୋର୍ନ,୨୭।୧୧- ଆଜିର ଦିନରେ ୫ ବର୍ଷ ପୂର୍ବେ କ୍ରିକେଟ ଫିଲ୍ଡରେ ପ୍ରାଣ ହରାଇଥିବା ଅଷ୍ଟ୍ରେଲିଆନ ବ୍ୟାଟ୍ସମ୍ୟାନ ଫିଲିପ ହ୍ୟୁଗ୍ସଙ୍କୁ ବୁଧବାର ଶ୍ରଦ୍ଧାଞ୍ଜଳି ଦେଇଛି ଟିମ୍‌ ଅଷ୍ଟ୍ରେଲିଆ।...

ଭାରତ ଆଗରେ ବିଜୟ ଲକ୍ଷ୍ୟ ୩୩୮

ବର୍ମିଂହାମ,୩୦।୬: ଚଳିତ ବିଶ୍ୱକପର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଆଗରେ ବିଶାଳ ୩୩୮ରନର ଲକ୍ଷ୍ୟ ରଖିଛି ଆୟୋଜକ ଇଂଲଣ୍ଡ। ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ କରିଥିବା...

ଜଣେ ଇଞ୍ଜିନିୟରରୁ ଭାରତର ସଫଳତମ ବୋଲର୍‌

ଭାରତୀୟ କ୍ରିକେଟ ଦଳରେ ‘ଜମ୍ବୋ’ ନାମରେ ପରିଚିତ ଅନିଲ କୁମ୍ବଲେ ଆଜି ୪୯ ବର୍ଷରେ ପଦାର୍ପଣ କରିଛନ୍ତି। ଭାରତୀୟ ଦଳର ପୂର୍ବତନ କୋଚ ଥିବା ଅନିଲ...

ବିସିସିଆଇ ସିଏଫ୍‌ଓଙ୍କ ଇସ୍ତଫା

ନୂଆଦିଲ୍ଲୀ, ୯ା୧୧ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଚିଫ୍‌ ଫାଇନାନ୍‌ସିଆଲ ଅଫିସର (ସିଏଫ୍‌ଓ) ସନ୍ତୋଷ ରାଙ୍ଗନେକର ଶୁକ୍ରବାର ତାଙ୍କ ପଦବୀରୁ ଇସ୍ତଫା ପ୍ରଦାନ...

କ୍ରିସ୍‌ ଗେଲଙ୍କ ଅର୍ଦ୍ଧଶତକ

ପୋର୍ଟ ଅଫ୍‌ ସ୍ପେନ, ୧୫।୮- ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ କୁଇନ୍ସପାର୍କ ଓଭାଲ ଗ୍ରାଉଣ୍ଡରେ ବୁଧବାର ଅନୁଷ୍ଠିତ ଚଳିତ ସିରିଜର ତୃତୀୟ ତଥା ଅନ୍ତିମ ଦିନିକିଆ...

Leave a comment

Your email address will not be published. Required fields are marked *