ପୋଖରୀରେ ବୁଡ଼ି ମହିଳାଙ୍କ ମୃତ୍ୟୁ

ବୋଲଗଡ଼,୨୭ା୬(ଡି.ଏନ.ଏ.): ବୋଲଗଡ଼ ଥାନା ଅନ୍ତର୍ଗତ ଡାବରଧୁଆ ଗ୍ରାମସ୍ଥିତ ଏକ ପୋଖରୀରେ ବୁଡ଼ି ଜଣେ ମହିଳାଙ୍କ ବୁଧବାର ଅପରାହ୍ନରେ ମୃତ୍ୟୁ ଘଟିଛି। ମୃତ ମହିଳା ହେଉଛନ୍ତି ଉକ୍ତ ଗ୍ରାମର ନୃସିଂହ ଚୌଧୁରୀଙ୍କ ସ୍ତ୍ରୀ ହେମଲତା(୫୮)। ଘଟଣାରୁ ପ୍ରକାଶ, ହେମଲତା ଗାଧୋଇବାକୁ ଯାଇଥିବାବେଳେ ଫେରିବା ବିଳମ୍ବ ହେବାରୁ ପରିବାର ଲୋକେ ଖୋଜିଥିଲେ। ଖୋଜାଖୋଜି କରିବା ପରେ ତାଙ୍କୁ ପୋଖରୀ ଜଳରେ ଭାସୁଥିବାର ଦେଖି ଲୋକେ ବୋଲଗଡ଼ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ତେବେ କର୍ମଚାରୀମାନେ ଉଦ୍ଧାର କଲାବେଳକୁ ହେମଲତାଙ୍କ ମୃତ୍ୟୁ ହୋଇସାରିଥିବା ଜଣାପଡ଼ିଛି।


All Right Reserved By

ଗର୍ଭବତୀ,ଶିଶୁ ଯତ୍ନ ସମ୍ପର୍କିତ ଆଲୋଚନା ଚକ୍ର

ଯାଜପୁର ଟାଉନ,୨୬।୯(ଡି.ଏନ୍‌.ଏ.): ଗର୍ଭବତୀ ଓ ପ୍ରସୂତି ମହିଳା ଏବଂ ଶିଶୁଙ୍କ ଯତ୍ନ ସମ୍ପର୍କିତ ଏକ ଆଲୋଚନା ଚକ୍ର ଜିଲାପରିଷଦ ସଭାଗୃହରେ ବୁଧବାର ଅନୁଷ୍ଠିତ ହୋଇଛି। ଜିଲା...

ଓଟିଇଟି ପ୍ରଶ୍ନପତ୍ରରେ ତ୍ରୁଟି ଘଟଣା: ପୁନଃ ମୂଲ୍ୟାୟନ ଅର୍ଥ କମ୍‌ ପାଇଁ ଦାବି

କଟକ ଅଫିସ, ୧୨।୧୦: ପ୍ରଶ୍ନପତ୍ର ତ୍ରୁଟି ଲାଗି ୨୦୧୮ରେ ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ(ଓଟିଇଟି)କୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବାତିଲ କରି ଦିଆଯାଇଥିଲା। ସେହିପରି...

ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି: ଭଙ୍ଗାରୁଜା ନେଇ ମାମଲା ରୁଜୁ, ଉଭୟ ପକ୍ଷ ସହ ଆଲୋଚନା

ଛତ୍ରପୁର,୨୮ା୬(ଡି.ଏନ.ଏ.)- ଚମାଖଣ୍ଡି ଥାନା ଅଞ୍ଚଳରେ ଥିବା ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି ଦେଖାଦେଇଛି ା ଟାଟା ଷ୍ଟିଲ୍‌ରେ ସ୍ଥାୟୀ ନିଯୁକ୍ତି ଦାବି ନେଇ ଠିକା କର୍ମଚାରୀ...

ଭିନ୍ନକ୍ଷମ ସଶକ୍ତୀକରଣକୁ ଗୁରୁତ୍ୱ: ପ୍ରତି ଜିଲାରେ ହେବ ସମନ୍ବିତ ପୁନର୍ବାସ କେନ୍ଦ୍ର

ଭୁବନେଶ୍ୱର,୨୦।୮(ବ୍ୟୁରୋ): ସାମାଜିକ ସୁରକ୍ଷା ଯୋଜନାଗୁଡ଼ିକର ସଫଳ ରୂପାୟନ ନିମନ୍ତେ ରାଜ୍ୟ ସରକାର ଭିନ୍ନକ୍ଷମ ସଶକ୍ତୀକରଣ ଉପରେ ଗୁରୁତ୍ୱ ଦେଇଛନ୍ତି। ଏହି କ୍ରମରେ ପ୍ରତି ଜିଲାରେ ଭିନ୍ନକ୍ଷମମାନଙ୍କ...

୭ରେ ‘କାଳିଆ’ ଅଯୋଗ୍ୟ ହିତାଧିକାରୀଙ୍କ ତାଲିକା: ସହାୟତା ରାଶି ଫେରସ୍ତ ନେଇ ରୋଡ୍‌ମ୍ୟାପ ପ୍ରସ୍ତୁତ

ଭୁବନେଶ୍ୱର,୧ା୯(ବ୍ୟୁରୋ)- ସେପ୍ଟେମ୍ବର ୭ରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ‘କାଳିଆ’ ଅଯୋଗ୍ୟ ହିତାଧିକାରୀଙ୍କ ନାମ ଘୋଷଣା କରାଯିବ। ଏଥିପାଇଁ ଆବଶ୍ୟକ ବ୍ଲକ ଏବଂ...

୨୬ ପୂର୍ବତନ ବିଧାୟକଙ୍କୁ ବାଚସ୍ପତିଙ୍କ ନୋଟିସ:ତୁରନ୍ତ କ୍ୱାର୍ଟର୍ସ ଛାଡ଼, ନଚେତ୍‌ ବିଦ୍ୟୁତ୍‌, ପାଣି ବନ୍ଦ

ଭୁବନେଶ୍ୱର,୧୭-୯(ବ୍ୟୁରୋ):ସରକାରୀ କ୍ୱାର୍ଟର୍ସଗୁଡିକୁ ତୁରନ୍ତ ଛାଡିବା ପାଇଁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୋମବାର ୨୬ ଜଣ ପୂର୍ବତନ ବିଧାୟକଙ୍କୁ ନୋଟିସ ଜାରି କରିଛନ୍ତି। ଏଥିସହିତ ପାଣି...

ଦେବୀ ନଦୀ ଶଯ୍ୟା ଖନନ: ସ୍ଥିତି ଅନୁଧ୍ୟାନ କଲେ ବୁର୍ଲା ଜଳସମ୍ପଦ ବିଭାଗ ବିଶେଷଜ୍ଞ

କାକଟପୁର, ୨୦।୮(ଡି.ଏନ୍‌.ଏ.)-ପୋତି ହୋଇପଡ଼ିଥିବା ଦେବୀ ନଦୀ ଶଯ୍ୟା ଖନନ ହେବ। ଏଥିପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏହି କ୍ରମରେ ସମ୍ବଲପୁରର ବୁର୍ଲାସ୍ଥିତ ଜଳସମ୍ପଦ...

୯ ଜିଲାର ଚାଷୀ ଫସଲ ବୀମା ପାଇନାହାନ୍ତି

ଭୁବନେଶ୍ୱର,୨।୭(ବ୍ୟୁରୋ) କଂଗ୍ରେସ ସଭ୍ୟ ସନ୍ତୋଷ ସିଂ ସାଲୁଜା ୨୦୧୭ରୁ ଏପର୍ଯ୍ୟନ୍ତ ୯ଟି ଜିଲାର ଚାଷୀ ଫସଲ ବୀମା ପାଇ ନ ଥିବା ବିଷୟ ବାଚସ୍ପତିଙ୍କ ଦୃଷ୍ଟି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *