ଯୁବକଙ୍କ ଗୁପ୍ତାଙ୍ଗ କାଟିଲେ ଦୁର୍ବୃତ୍ତ

ପାଟଣା,୨୬ା୪(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟସ୍ଥିତ ସଁରାପଶି  ଗ୍ରାମରେ  ବନ୍ଦ ପଡ଼ିଥିବା ଏକ ଆବାସିକ ଶିଶୁମନ୍ଦିର ପ୍ରକୋଷ୍ଠରୁ ଶୁକ୍ରବାର ସକାଳେ ରକ୍ତ ଜୁଡୁବୁଡୁ ଅବସ୍ଥାରେ  ଜଣେ ଯୁବକଙ୍କୁ ଘର ଲୋକେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଯୁବକ ଜଣକ ହେଉଛନ୍ତି ରହିଦାସ ମହାନ୍ତଙ୍କ ୨୮ବର୍ଷର ବିବାହିତ ପୁଅ ଦୀପକ ମହାନ୍ତ। ଦୀପକଙ୍କ ଗୁପ୍ତାଙ୍ଗକୁ କେହି ଧାରୁଆ ଅସ୍ତ୍ରରେ କାଟି ଦେଇଥିବା ଅନୁମାନ କରାଯାଉଛି। ଦୀପକ ଜଣେ ଟେଣ୍ଟମାଲିକ। ସୂଚନା ଅନୁଯାୟୀ, ଦୀପକ ସକାଳୁ ଉଠି ଶୌଚ ହେବା ପାଇଁ ଘରୁ ବାହାରି ଯାଇ  ଆଉ ଫେରି ନ ଥିଲେ। ଦୀପକଙ୍କ ବାପା ବହୁ  ଖୋଜାଖୋଜି କରିବା ପରେ ଘର  ନିକଟରେ ଥିବା ଏକ ପରିତ୍ୟକ୍ତ ସ୍କୁଲ ଘରୁ ତାଙ୍କୁ ଉଦ୍ଧାର କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପାଟଣା ଏବଂ ପରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି।


All Right Reserved By

ମହିଳାଙ୍କୁ ତିନି ତଲାକ୍‌ : ୪ ମାସର ଶିଶୁକନ୍ୟାଙ୍କୁ ଧରି ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ

ଭୋଗରାଇ,୧୨ା୮(ଡି.ଏନ୍‌.ଏ.): ମୁସଲିମ୍‌ ଆଇନରେ ତିନି ଥର ତଲାକ୍‌ ଉଚ୍ଚାରଣ କରି ଛାଡ଼ପତ୍ର ଦେବା ବେଆଇନ ଓ ଦଣ୍ଡନୀୟ ଅପରାଧ ବୋଲି ନିକଟରେ ଆଇନରେ ପରିଣତ ହୋଇଛି।...

ନୀଳଗିରି ନିର୍ବାଚନମଣ୍ଡଳୀରେ ଉଡ଼ିଲା ଭାଜପା ବାନା

ସଜନାଗଡ଼,୨୪ା୫(ଡି,ଏନ୍‌.ଏ.) : ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀରେ ଭାଜପାର ବାନା ଉଡ଼ିଛି। ନୀଳଗିରି ବିଧାନସଭାରେ ଭାଜପାର ଇଂ ସୁକାନ୍ତ କୁମାର ନାୟକ ବିଜେଡିର ସନ୍ତୋଷ ଖଟୁଆଙ୍କୁ...

ସଫେଇ ନାଁରେ ସରକାରୀ ଅଫିସ୍‌ ପରିସରରୁ ମୂଲ୍ୟବାନ ଗଛ ଚାଲାଣ

ବାଲେଶ୍ୱର ଅଫିସ, ୧୯।୭-ବାଲେଶ୍ୱର ଜଳସେଚନ ବିଭାଗ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଥିବା ନିମ୍ବ, ଆକାଶୀ, ଶାଗୁଆନ, କଦମ୍ବ, ଆମ୍ବ ଭଳି ୫୦ରୁ ଊର୍ଦ୍ଧ୍ୱ ମୂଲ୍ୟବାନ ଗଛ...

ଧରମପୁରରେ ଚଢ଼ାଉ: ପଚାଶ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର କାଠ ଜବତ

ହାଟଡ଼ିହୀ,୧୮।୫(ଡ଼ି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ହଦଗଡ଼ ବନଖଣ୍ଡ ଅନ୍ତର୍ଗତ ଢେଙ୍କା ପଞ୍ଚାୟତ ଧରମପୁର ଗ୍ରାମରେ ଶନିବାର ଚଢ଼ାଉ କରାଯାଇ ମୂଲ୍ୟବାନ କାଠ ଜବତ ହୋଇଛି।...

ବିଦ୍ୟୁତ୍‌ ସଂସ୍ପର୍ଶରେ ଯୁବକଙ୍କ ପ୍ରାଣ ଗଲା

ବାଲେଶ୍ୱର ଅଫିସ, ୨୭।୯: ବାଲେଶ୍ୱର ଚାନ୍ଦିପୁର ଥାନା ବଡ଼କିଆ ଗ୍ରାମର ବସନ୍ତ ସାମଲ (୩୫) ଶୁକ୍ରବାର ପୂର୍ବାହ୍ନରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ବସନ୍ତ...

ରାସ୍ତାକଡ଼ରେ ଦାନ୍ତକାଠି ପସରା; ଜଙ୍ଗଲ ଉପରୁ କମୁନି ନିର୍ଭରଶୀଳତା

କେନ୍ଦୁଝର, ୨୨।୭ (ସ୍ବ.ପ୍ର.)- ଦିନ ଥିଲା ଲୋକେ ଜଙ୍ଗଲ ଉପରେ ନିିର୍ଭର କରି ଚଳୁଥିଲେ। ସେମାନଙ୍କୁ ଜଙ୍ଗଲ ଦେଉଥିଲା ଦାନାପାଣି। ଦିନକୁ ଦିନ ଜଙ୍ଗଲ ସମ୍ପଦର...

ଓଭରବ୍ରିଜ୍‌ ସୁରକ୍ଷା ଚିନ୍ତା: ଅଣ୍ଟା ଭିଡ଼ିଲା ସିଭିଲ ସୋସାଇଟି

ବାଲେଶ୍ୱର ଅଫିସ,୩।୯ – ବାଲେଶ୍ୱର ଫକୀରମୋହନ ଗୋଲେଇଠାରୁ ସହଦେବଖୁଣ୍ଟା ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ଗତ ୧୯୮୪ରେ ଲୋକାର୍ପିତ ଓଡ଼ିଶାର ପ୍ରଥମ ଓଭରବ୍ରିଜ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହାର...

ଓଭରବ୍ରିଜ୍‌ ମରାମତି ଦାବି ତେଜିଲା, ସିଭିଲ୍‌ ସୋସାଇଟିର ଗଣଧାରଣା

ବାଲେଶ୍ୱର ଅଫିସ, ୭।୯-ବାଲେଶ୍ୱର ଫକୀରମୋହନ ଗୋଲେଇସ୍ଥିତ ଓଭରବ୍ରିଜ୍‌ର ସୁରକ୍ଷା ଓ ମରାମତି ଦାବିରେ ରେଳଷ୍ଟେଶନ ନିକଟସ୍ଥ ପୂର୍ତ୍ତବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ସିଭିଲ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *