Posted inଜାତୀୟ

ବଜେଟ ପୂର୍ବରୁ ୩୦ରେ ସର୍ବଦଳୀୟ ବୈଠକ…

ନୂଆଦିଲ୍ଲୀ,୨୪।୧ : ସଂସଦର ବଜେଟ ଅଧିବେଶନ ପୂର୍ବରୁ ଭାରତ ସରକାର ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକ ୩୦ ଜାନୁଆରୀରେ ଦିଲ୍ଲୀରେ ଅନୁଷ୍ଠିତ ହେବ । ଏହି ବୈଠକ ପାଇଁ ସମସ୍ତ ଦଳକୁ ଡକାଯାଇଛି। ସରକାର ଚାହୁଁଛନ୍ତି ଯେ ବଜେଟ ଅଧିବେଶନରେ ସର୍ବାଧିକ କାର୍ଯ୍ୟ କରାଯାଉ, ଏଭଳି ପରିସ୍ଥିତିରେ ବିରୋଧୀ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସହମତ ହୁଅନ୍ତୁ।

ଏହା ସରକାରଙ୍କ ପ୍ରୟାସ ଯେ ବଜେଟ ଅଧିବେଶନରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯିବା ଉଚିତ ଏବଂ ହଙ୍ଗାମା ନ ହେବା ଆବଶ୍ୟକ। ଯାହାଦ୍ୱାରା ବଜେଟ ଅଧିବେଶନରେ ସର୍ବାଧିକ କାର୍ଯ୍ୟ କରାଯାଇପାରିବ । ଏହା ବ୍ୟତୀତ ସରକାର ବିରୋଧୀ ଦଳଙ୍କ ସହ ବଜେଟ ସମ୍ବନ୍ଧୀୟ କିଛି ବ୍ୟବସ୍ଥା ଉପରେ ମଧ୍ୟ ଆଲୋଚନା କରିବାକୁ ଚାହୁଁଛନ୍ତି।

ସୂଚନାଯୋଗ୍ୟ, ସାମ୍ବିଧାନିକ ପରମ୍ପରା ଅନୁସାରେ ସଂସଦର ପ୍ରତ୍ୟେକ ଅଧିବେଶନ ପୂର୍ବରୁ ସରକାର ଏକ ସର୍ବଦଳୀୟ ବୈଠକ ଡାକନ୍ତି। ଯେଉଁଥିରେ ବିରୋଧୀ ଦଳଗୁଡ଼ିକ ସହିତ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଥାଏ। ଏହା ସହିତ, ସେମାନଙ୍କର ସମସ୍ୟାଗୁଡିକ ମଧ୍ୟ ତାଲିକାଭୁକ୍ତ କରାଯାଇଥାଏ। ଏହା ବ୍ୟତୀତ ସରକାର ଅଧିବେଶନ ପରିଚାଳନା ପାଇଁ ବିରୋଧୀଙ୍କଠାରୁ ପରାମର୍ଶ ମଧ୍ୟ ଲୋଡଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?