Posted inଜାତୀୟ

କ୍ୱାରାଣ୍ଟାଇନ୍‌ରେ ୩୧.୬ ଲକ୍ଷ

ନୂଆଦିଲ୍ଲୀ,୧୮।୭: ମହାମାରୀ କରୋନା ଉଗ୍ରରୂପ ଧାରଣ କରିଛି। ଦେଶରେ ୧୦ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହୋଇଥିବା ବେଳେ ୨୫,୬୦୦ରୁ ଊର୍ଦ୍ଧ୍ୱ ପ୍ରାଣ ହରାଇଲେଣି। ଏପର୍ଯ୍ୟନ୍ତ ୩୧.୬ ଲକ୍ଷ ଲୋକ ଭାରତରେ କ୍ୱାରାଣ୍ଟାଇନ୍‌ରେ ଥିବା ଅଧିକାରୀଙ୍କ ସୂତ୍ରରୁ ଜଣାପଡ଼ିଛି। ଉତ୍ତରପ୍ରଦେଶ (ୟୁପି)ରେ ସର୍ବାଧିକ ଲୋକ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି। ପ୍ରାୟ ୧୧ ଲକ୍ଷ ଲୋକ ଉତ୍ତରପ୍ରଦେଶରେ କ୍ୱାରାଣ୍ଟାଇନ୍‌ରେ ରହିଥିବା ବେଳେ ମହାରାଷ୍ଟ୍ରରେ ୭.୨୭, ଗୁଜରାଟରେ ୩.୨୫, ଓଡ଼ିଶାରେ ୨.୪ ଲକ୍ଷ ଅଛନ୍ତି। ଭୂତାଣୁକୁ ପ୍ରତିହତ କରିବା ଲାଗି ଏଭଳି କ୍ୱାରାଣ୍ଟାଇନ୍‌ରେ ସଂକ୍ରମିତଙ୍କୁ ରଖାଯାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରର କକ୍ଷପଥରେ ସଫଳତାର ସହ ପ୍ରବେଶ କଲା ଚନ୍ଦ୍ରୟାନ-୨

ଶ୍ରୀହରିକୋଟା,୨୦।୮: ଚନ୍ଦ୍ରୟାନ-୨ ମଙ୍ଗଳବାର ଭାରତୀୟ ସମୟ ପୂର୍ବାହ୍ନ ୯ଟା ୨ରେ ଚନ୍ଦ୍ରର କକ୍ଷପଥରେ ସଫଳତାର ସହିତ ପ୍ରବେଶ କରିଛି। ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)...

ଟ୍ରେନ୍‌ରେ ଫେରିଲେଣି ୩୨ ଲକ୍ଷ ଶ୍ରମିକ

ନୂଆଦିଲ୍ଲୀ, ୨୪।୫(ପି.ଟି.): ଭାରତୀୟ ରେଲଓ୍ବେ ସ୍ବତନ୍ତ୍ର ଟ୍ରେନ୍‌ରେ ବର୍ତ୍ତମାନ ସୁଦ୍ଧା ୩୨ ଲକ୍ଷ ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ରାଜ୍ୟକୁ ଫେରାଇନେଲାଣି। ଆଗାମୀ ୧୦ ଦିନ ମଧ୍ୟରେ...

ସମ୍ପୂର୍ଣ୍ଣ କୋଭିଡ୍‌ କଟକଣା ହଟାଇଲା ଏହି ରାଜ୍ୟ

ଗୌହାଟୀ,୭।୨: ଦୀର୍ଘ ଦୁଇ ବର୍ଷ ହେଲା କରୋନା ପାଇଁ ବିଭିନ୍ନ କଟକଣା ଲଗାଯାଉଛି। କେତେକ ରାଜ୍ୟରେ କଟକଣା କୋହଳ କରାଯାଇଛି, ଏହାରି ମଧ୍ୟରେ ପ୍ରଥମ ରାଜ୍ୟ...

ଡେଲିଭରି ବୟ ‘ସୋନୁ’ ପାଲଟିଲେ ଇଣ୍ଟରନେଟ୍‌ ସେନ୍‌ସେଶନ

ନୂଆଦିଲ୍ଲୀ,୨୯।୨: ଫୁଡ୍‌ ଡେଲିଭରି କମ୍ପାନୀ ଜମାଟୋର ଜଣେ ରାଇଡର ସୋନୁ ଏବେ ଇଣ୍ଟରନେଟ୍‌ ସେନ୍‌ସେଶନ ପାଲଟି ଯାଇଛନ୍ତି। ତାଙ୍କର କିଛି ଭିଡିଓ ଏବେ ଇଣ୍ଟରନେଟରେ ଭାଇରାଲ...

ଆଇଏନ୍‌ଏକ୍ସ ମିଡିଆ ମାମଲା:ଜେଲ ଗଲେ ଚିଦାମ୍ବରମ,୭୪ତମ ଜନ୍ମଦିନ ଜେଲରେ କଟିବ

ନୂଆଦିଲ୍ଲୀ,୬-୯(ଆଇଏଏନ୍‌ଏସ୍‌):ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇବା ପାଇଁ କୋର୍ଟ ନିର୍ଦ୍ଦେଶ ଦେବା...

ହେଲିକପ୍ଟର ଦାନ କଲେ

ଅହମଦାବାଦ,୫।୨: ନିକଟରେ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ହୋଇଥିବା ହରିକୃଷ୍ଣ ହୀରା କମ୍ପାନୀର ମାଲିକ ସାବଜି ଢୋଲକିଆ ୫୦ କୋଟି ଟଙ୍କାର ଏକ ନୂଆ ହେଲିକପ୍ଟର ସାମାଜିକ...

ଆତଙ୍କବାଦ ବିରୋଧରେ ମିଳିତଭାବେ ଲଢ଼ିବେ ଭାରତ-ଶ୍ରୀଲଙ୍କା: ମୋଦି

ନୂଆଦିଲ୍ଲୀ,୮।୨: ଆତଙ୍କବାଦ ଭାରତ ଏବଂ ଶ୍ରୀଲଙ୍କାର ମୁଖ୍ୟ ସମସ୍ୟା। ଏହା ବିରୋଧରେ ଭାରତ ଏବଂ ଶ୍ରୀଲଙ୍କା ମିଳିତଭାବେ ଲଢ଼େଇ ଜାରି ରଖିବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ବିବାଦରେ ବନ୍ଧ୍ୟାକରଣ ଏଜେଣ୍ଡା

ଭୋପାଳ,୨୨ା୨: ଅନୂ୍ୟନ ଜଣେ ପୁରୁଷଙ୍କ ବନ୍ଧ୍ୟାକରଣ କରାଅ। ନଚେତ୍‌ ଚାକିରି ଛାଡ଼। ପୁରୁଷ ବହୁ-ଉଦ୍ଦେଶୀୟ ସ୍ବାସ୍ଥ୍ୟକର୍ମୀ (ଏମ୍‌ପିଏଚ୍‌ଡବ୍ଲ୍ୟୁ)ମାନଙ୍କୁ ଏଭଳି ବିଚିତ୍ର ନିର୍ଦ୍ଦେଶନାମା ଜାରି କରି ବିବାଦରେ...

Advertisement
Archives

Model This Week