ଆମ୍ବୁଲାନ୍ସ ଆବଶ୍ୟକ ବୋଲି ହେଲ୍ପଲାଇନ୍‌ ନମ୍ବରକୁ ଯାଇଥିଲା ୩୧ କଲ୍‌: ୩୧ ଜଣ ଗଲେ କୋଭିଡ ହସ୍ପିଟାଲ

ଛତ୍ରପୁର,୧୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଛତ୍ରପୁର ସ୍ଥିତ ଆର୍‌ଟିଓ ଅଫିସରେ ୨୪ ଘଣ୍ଟିଆ ଆମ୍ବୁଲାନ୍ସ ମନିଟରିଂ ସେଲ ରହିଛି। ୧୪ ତାରିଖରେ ଏଠାକୁ କରୋନା ଆକ୍ରାନ୍ତଙ୍କ ପାଇଁ ଆମ୍ବୁଲାନ୍ସ ଆବଶ୍ୟକ ବୋଲି ୩୧ଟି କଲ୍‌ ହେଲ୍ପଲାଇନ ନମ୍ବରକୁ ଯାଇଥିଲା। ପରେ ଉକ୍ତ ୩୧ ଜଣଙ୍କୁ ଚିକିତ୍ସା ପାଇଁ ଆମ୍ବୁଲାନ୍ସ ଯୋଗେ କୋଭିଡ ହସ୍ପିଟାଲକୁ ପଠାଯାଇଛି। ବୁଧବାର ଏସମ୍ପର୍କରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ କରି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଜିଲାର କରୋନା ଆକ୍ରାନ୍ତଙ୍କ ପାଇଁ ୧୦୪ଟି ସ୍ବତନ୍ତ୍ର କୋଭିଡ ଆମ୍ବୁଲାନ୍ସ ବ୍ୟବସ୍ଥା ସହ ଏହି ସେବା ଗୁଡିକ ଉପଲବ୍ଧ ନିମନ୍ତେ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପରିସରରେ ଦିନରାତି (୨୪X୭) ମନିଟରିଂ ସେଲ ୧୩ ତାରିଖ ଅପରାହ୍ନରେ ଜିଲାପାଳଙ୍କ ଦ୍ୱାରା ଶୁଭାରମ୍ଭ ହୋଇଥିଲା। କେବଳ କୋଭିଡ କାର୍ଯ୍ୟ ସକାଶେ ଫୋନ ନମ୍ବର ୦୬୮୧୧-୨୬୩୭୭୪କୁ ଟେଲିଫୋନ କରି ଜନ ସାଧାରଣ ଏହି ସେବା ପାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri