Posted inଜାତୀୟ

ଅର୍ପିତାଙ୍କ ନାଁରେ ୩୧ ପଲିସି, ନୋମିନି ଅଛନ୍ତି ପାର୍ଥ

କୋଲକାତା,୫ ।୮: ଶିକ୍ଷକ ଭର୍ତ୍ତି ଘୋଟାଲା ମାମଲାରେ ଗିରଫ ହୋଇଥିବା ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ନିକଟ ସମ୍ପର୍କିୟ ଅର୍ପିତା ମୁଖାର୍ଜୀଙ୍କ ନାମରେ ୩୧ଟି ଜୀବନ ବୀମା ପଲିସି ଥିବା ଜଣାପଡିଛି । କେବଳ ସେତିକି ନୁହେଁ ସବୁ ପଲିସିରେ ପାର୍ଥ ଚାଟାର୍ଜୀ ନୋମିନି ରହିଛନ୍ତି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଯାଞ୍ଚ ସମୟରେ ଏହା ଜଣାପଡିଛି ।

ସୂଚନାଯୋଗ୍ୟ, ବୁଧବାର ଇଡିର ଟିମ ଯାଞ୍ଚ ସମୟରେ ବୀରଭୂମ ଜିଲାର ଶାନ୍ତିନିକେତନ ସ୍ଥିତ ପାର୍ଥ ଚାଟାର୍ଜୀ ଓ ଅର୍ପିତା ମୁଖାର୍ଜୀଙ୍କ ଅପା ନାମକ ବଙ୍ଗଳାରେ ପହଞ୍ଚିଥିଲେ । ମାଟି ଓଦା ଥିବାରୁ ସନ୍ଦେହରେ ବଙ୍ଗଳା ବଗିଚାର ମାଟି ଖୋଳି ଯାଞ୍ଚ କରାଯାଇଥିଲା । ବୁଧବାର ଶୁଣାଣି ସମୟରେ ଇଡି ପକ୍ଷରୁ ଅତିରିକ୍ତ ସଲିସିଟର ଜେନରାଲ ଏସବି ରାଜୁ କୋର୍ଟଙ୍କୁ କହିଥିଲେ, ଘୋଟାଲାରେ ପାର୍ଥ ଚାଟାର୍ଜୀ ଓ ଅର୍ପିତା ମୁଖାର୍ଜୀଙ୍କ ଆଉ ଏକ କମ୍ପାନୀ ‘ଅପା ୟ୍ରୁଟିଲିଟି ସର୍ଭିସେସ’ ସମ୍ପର୍କରେ ସୂଚନା ମିଳିଥିଲା । ଏହି ସଂସ୍ଥା ନିକଟରେ ୪ ଫ୍ଲାଟ ରହିଛି । ଏହା ମିଳିତ ଭାବେ କ୍ରୟ କରାଯାଇଛି ।
ଅର୍ପିତା ମୁଖାର୍ଜୀଙ୍କ ଏକ ବେଆଇନ କମ୍ପାନୀର ଠିକଣାରେ ମ୍ୟାରେଜ ହଲ ଓ ଆପାର୍ଟମେଣ୍ଟ ମିଳିଛି । ଏହାସହ ଆଉ ଏକ କମ୍ପାନୀରେ ଡାଇରେକ୍ଟର ରହିଛନ୍ତି ଜଣେ ପିଅନ । ଯାଞ୍ଚରେ ଚାଟାର୍ଜୀ ସହଯୋଗ କରୁନାହନ୍ତି ବୋଲି ଇଡି ଦାବି କରିଛି । ଅର୍ପିତାଙ୍କ ଫ୍ଲାଟରୁ ଉଦ୍ଧାର ହୋଇଥିବା ୨୨ଟି ମୋବାଇଲ ଏବଂ ଡିଜିଟାଲ ଉପକରଣରୁ ଅନେକ ତଥ୍ୟ ମିଳିଛି । ଏହା ଆଧାରରେ ଅର୍ପିତା ଓ ପାର୍ଥଙ୍କୁ ମୁହାଁମୁହିଁ ପଚରା ଉଚରା କରାଯାଇପାରେ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?