ଶ୍ରୀମନ୍ଦିରକୁ ୩୧ କେଜି ରୁପା ଦାନ

ପୁରୀ ଅଫିସ,୨୨।୩:ଜଣେ ଦାତା ରବିବାର ଶ୍ରୀମନ୍ଦିରକୁ ୩୧ କେଜି ରୁପା ଦାନ କରିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ କାର୍ଯ୍ୟାଳୟରେ ରବିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଉପସ୍ଥିତିରେ ଦାତାଜଣକ ଏହି ରୁପା ପ୍ରଦାନ କରିଛନ୍ତି। ମା’ ବିମଳା ଓ ମହାଲକ୍ଷ୍ମୀଙ୍କ ମନ୍ଦିର ପ୍ରଭା ନିର୍ମାଣ ପାଇଁ ଏହି ରୁପା ଦାନ କରାଯାଇଥିବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହି ଦାନ ସମୟରେ ଶ୍ରୀମନ୍ଦିର ପ୍ରଶାସନର ଅନ୍ୟ ପ୍ରଶାସନିକ ଅଧିକାରୀଙ୍କ ସମେତ ସେବାୟତ ଅନନ୍ତ ତିଆଡ଼ି ଓ ଜଗନ୍ନାଥ କର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଧାମନଗର,୫।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଥାନା ଅଧୀନ କାଞ୍ଜିଆପାଳ ଗ୍ରାମର ଏକ ପାଣି ଖାଲରୁ ରବିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ...

ମ୍ୟାଲେରିଆ ନିରାକରଣ ପାଇଁ ଆରମ୍ଭ ହେଲା ‘ଦମନ’

ବ୍ରହ୍ମପୁର ଅଫିସ୍‌,୧୧ା୫-ଗଞ୍ଜାମ ଜିଲାରେ ମ୍ୟାଲେରିଆକୁ ନିୟନ୍ତ୍ରଣରେ ରଖିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଚାଲୁଛି । ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆକୁ ମୂଳପୋଛ କରିବା ପାଇଁ ଆରମ୍ଭ ହୋଇଯାଇଛି...

ପୋକରା ଚାଉଳ ବଣ୍ଟନକୁ ନେଇ ଉତ୍ତେଜନା: ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ଅଭିଯୋଗ କଲେ ହିତାଧିକାରୀ

ଦାରିଙ୍ଗବାଡ଼ି,୧୩ା୯(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତ କାର୍ଯ୍ୟାଳୟରେ ଶୁକ୍ରବାର ସାଧାରଣ ବଣ୍ଟନ ଟଙ୍କିକିଆ ଚାଉଳ ପୋକରା ଥିବା ଅଭିଯୋଗ ହୋଇଛି। ଅତି ନିମ୍ନମାନର...

ହଦଗଡ଼ ଡ୍ୟାମ୍‌ର ସୁରକ୍ଷା ନେଇ ପ୍ରଶ୍ନବାଚୀ

ହାଟଡିହୀ, ୧୦।୬(ଶୁଭକାନ୍ତ ନାୟକ)-କେନ୍ଦୁଝର ଓ ଭଦ୍ରକ ଜିଲାକୁ କେନାଲ ଯୋଗେ ଜଳସେଚନ ସୁବିଧା ଯୋଗାଉଥିବା ହଦଗଡ଼ ଡ୍ୟାମର ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କେନ୍ଦୁଝର...

ବିବାହର ପ୍ରଲୋଭନ ଦେଖାଇ ପ୍ରତାରଣା: ଯୁବତୀ ୮ ମାସର ଗର୍ଭବତୀ, ଅଭିଯୁକ୍ତ ପ୍ରେମିକ ଗିରଫ

ପାଟଣା,୨୦।୯(ସ୍ବ.ପ୍ର.): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ପ୍ରତାରଣା କରିବା ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ପୋଲିସ ଜନୈକ ବିବାହିତ ଅଭିଯୁକ୍ତ ପ୍ରେମିକଙ୍କୁ ଶୁକ୍ରବାର ଗିରଫ କରିଛି।...

ପୁରୀକୁ ବସ୍‌, ଯାତ୍ରୀବାହୀ ଟ୍ରେନ୍‌ ସେବା ବାତିଲ

ଭୁବନେଶ୍ୱର,୨୨।୬(ବ୍ୟୁରୋ)-ପୁରୀରେ ମଙ୍ଗଳବାର ଶ୍ରୀଜୀଉଙ୍କ ରଥଯାତ୍ରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସୋମବାର ରାତି ୯ଟାରୁ ୨୪ ତାରିଖ ମଧ୍ୟାହ୍ନ ୨ଟା ଯାଏ ପୁରୀ ସହରକୁ ଶଟ୍‌ଡାଉନ...

ରୋଗୀଙ୍କ ମୃତ୍ୟୁକୁ ନେଇ ପିଆରଏମ୍‌ ମେଡିକାଲରେ ଉତ୍ତେଜନା

ବାରିପଦା ଅଫିସ, ୧୦।୩(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ପିଆରଏମ୍‌ ମେଡିକାଲରେ ଭୁଲ ଚିକିତ୍ସା ଯୋଗୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ସମ୍ପର୍କୀୟମାନେ ପ୍ରତିବାଦରେ ଭଙ୍ଗାରୁଜା...

୭୧୨ କୋଟି ଟଙ୍କାର ଜିଏସ୍‌ଟି ଠକେଇ

କଟକ ଅଫିସ,୧୮।୮: ଜାଲ୍‌ ବିଲ୍‌ ମାଧ୍ୟମରେ ୭୧୨ କୋଟି ଟଙ୍କାର ଜିଏସ୍‌ଟି ଠକେଇର ପର୍ଦ୍ଦାଫାସ୍‌ କରିଛି ରାଜ୍ୟ ଜିଏସ୍‌ଟି ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌। ଏଥିରେ ଅଭିଯୁକ୍ତ ଥିବା...

Advertisement
Archives

Model This Week